ଡିଜିଟାଲ ପେମେଣ୍ଟ ବୃଦ୍ଧି ଲାଗି ପଦକ୍ଷେପ

ନୂଆଦିଲ୍ଲୀ,୬-୭: କ୍ୟାଶଲେସ ନେଣଦେଣକୁ ବଢାଇବା ଲାଗି ସରକାର ବଜେଟରେ ପଦକ୍ଷେପ ସମ୍ପର୍କରେ ଘୋଷଣା କରିଛନ୍ତି। ଏଥି ଅନ୍ତର୍ଗତ ଯେଉଁ କମ୍ପାନୀଗୁଡିକର ବାର୍ଷିକ କାରବାର ୫୦ କୋଟି ଟଙ୍କା ସେମାନେ ସ୍ବଳ୍ପ ମୂଲ୍ୟର ଡିିଜିଟାଲ ପେମେଣ୍ଟ ଧାରାକୁ ଗ୍ରହଣ କରିବାକୁ ପ୍ରସ୍ତାବ ଦେଇ ପାରିବେ। ଉକ୍ତ କମ୍ପାନୀ କିମ୍ବା ଏହାର ଗ୍ରାହକଙ୍କ ଉପରେ କୌଣସି ଚାର୍ଜ କିମ୍ବା ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ୍‌ ଲାଗୁ ହେବ ନାହିଁ। କୌଣସି ବ୍ୟାଙ୍କ ଆକାଉଣ୍ଟରୁ ବାର୍ଷିକ ୧ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଉଠାଣ ଉପରେ ୨% ଟିଡିଏସ୍‌ ଲାଗୁ କରିବା ଲାଗି ବଜେଟରେ ପ୍ରସ୍ତାବ ଦିଆଯାଇଛି। ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଲାଗି ଏଭଳି ଘୋଷଣା ହୋଇଛି। କ୍ୟାଶଲେସ ଅର୍ଥନୀତକୁ ପ୍ରୋତ୍ସାହିତ କରିବା ଲାଗି ଭୀମ, ୟୁପିଆଇ, ୟୁପିଆଇ-କ୍ୟୁଆର୍‌ କୋଡ, ଆଧାର ପେ, ନିର୍ଦ୍ଧିଷ୍ଟ ଡେବିଟ କାର୍ଡ, ଏନ୍‌ଇଏଫ୍‌ଟି, ଆର୍‌ଟିଜିଏସ୍‌ର ବ୍ୟବହାର ଉପରେ ଜୋର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦର ପିଚାଇଙ୍କୁ ସବୁଠାରୁ ଅଧିକ ବେତନ

ନୂଆଦିଲ୍ଲୀ,୨୬।୪:ଗୁଗଲର ମୂଳ କମ୍ପାନୀ ଆଲ୍‌ଫାବେଟ୍‌ ସିଇଓ ସୁନ୍ଦର ପିଚାଇଙ୍କୁ ସବୁଠାରୁ ଅଧିକ ବେତନ ମିଳିଛି। ୨୦୧୯ରେ କମ୍ପାନୀ ତାଙ୍କୁ କମ୍ପେନଶେସନ ଭାବେ ୨୮୧ ନିୟୁତ ଡଲାର...

ଆଇସିଆଇସିଆଇ ବ୍ୟାଙ୍କରେ ରୋବୋ ଗଣିବ ଟଙ୍କା

ନୂଆଦିଲ୍ଲୀ,୨୯-୮: ଘରୋଇ କ୍ଷେତ୍ରର ଅଗ୍ରଣୀ ବ୍ୟାଙ୍କ କୁହାଯାଉଥିବା ଆଇସିଆଇସିଆଇ ବ୍ୟାଙ୍କରେ ଟଙ୍କା ଗଣିବା ପାଇଁ ରୋବୋ ବ୍ୟବହାର କରାଯିବ। ରୋବୋ ବ୍ୟବହାର କରିବାରେ ଏହା ଦେଶର...

ଜେଇଇ ଆଡଭାନ୍ସରେ ଫିଟ୍‌ଜି ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷର ଜେଇଇ ଆଡଭାନ୍ସ ଫଳାଫଳରେ ଫିଟ୍‌ଜି ଭୁବନେଶ୍ୱର-କଟକ ସେଣ୍ଟରର ବିଦ୍ୟାର୍ଥୀମାନେ ଭଲ ପ୍ରଦର୍ଶନ କରିଥିବା ସୂଚନା ମିଳିଛି। ସେଣ୍ଟରର ସୂଚନା ଅନୁସାରେ ସ୍ଥିତପ୍ରଜ୍ଞା...

ଦେଶରେ ସୁନା ଦର;ବର୍ଷକରେ ୮, ଦଶନ୍ଧିରେ ୨୭ ହଜାର ଟଙ୍କା ବଢ଼ିଛି

ନୂଆଦିଲ୍ଲୀ,୨୭-୮: ଗତ ଏକ ଦଶନ୍ଧି ଭିତରେ ଦେଶରେ ସୁନା ଦର(୨୪ କ୍ୟାରେଟ ପ୍ରତି ୧୦ ଗ୍ରାମ) ଅତ୍ୟଧିକ ବଢ଼ିଯାଇଛି। ୧୯୬୪ରେ ସୁନା ଦର ୬୩.୨୫ ଟଙ୍କା...

ଜିଡିପିକୁ ଲାଗିପାରେ ୨୦ ଲକ୍ଷ କୋଟିର ଝଟକା

ନୂଆଦିଲ୍ଲୀ,୭।୯ : ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଦେଶର ମୋଟ୍‌ ଘରୋଇ ଉତ୍ପାଦ (ଜିଡିପି) ୪ ଦଶନ୍ଧିର ସର୍ବନିମ୍ନ ସ୍ତର -୨୩.୯% ଖସିଛି। ଲକ୍‌ଡାଉନ...

ଜଲାନ କମିଟି ସୁପାରିସ୍‌ ବୋର୍ଡରେ ଗୃହୀତ;ସରକାରଙ୍କୁ ୧.୭୬ ଲକ୍ଷ କୋଟି ଦେବ ଆର୍‌ବିଆଇ

ମୁମ୍ବାଇ,୨୭-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) କେନ୍ଦ୍ର ସରକାରଙ୍କୁ ବଳକା ପାଣ୍ଠିରୁ ଲାଭାଂଶ ବାବଦରେ ୧.୭୬ କୋଟି ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛି। ସୋମବାର ଆର୍‌ବିଆଇର କେନ୍ଦ୍ରୀୟ...

୩ଦିନରେ ନିବେଶକ ହରାଇଲେ ୪ ଲକ୍ଷ କୋଟି

ମୁମ୍ବାଇ,୨୩-୭: ବିଶ୍ୱ ଶେୟାର ବଜାରରେ ନିବେଶକଙ୍କ ନକରାମତ୍କ ମନୋଭାବର ପ୍ରତିଫଳନ ଘରୋଇ ଷ୍ଟକ୍‌ ବଜାର ଉପରେ ପଡିଛି। କ୍ରମାଗତ ତିନି ଦିନ ଧରି ସେନ୍‌ସେକ୍ସ ଓ...

୪୫୧୫ କୋଟି ଉଠାଇଲେ ଏଫ୍‌ପିଆଇ

ମୁମ୍ବାଇ, ୧୯।୭: ଚଳିତ ମାସ ବର୍ତ୍ତମାନ ପର୍ଯ୍ୟନ୍ତ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ମାନେ ଦେଶର ପୁଞ୍ଜି ବଜାର ଇକ୍ୱିଟି ସେଗ୍‌ମେଣ୍ଟରୁ ୪୫୧୫ କୋଟି ଟଙ୍କା ଉଠାଇ ନେଇଛନ୍ତି।...

Advertisement


Archives

Model This Week