ଡିଜିଟାଲ ପେମେଣ୍ଟ ବୃଦ୍ଧି ଲାଗି ପଦକ୍ଷେପ

ନୂଆଦିଲ୍ଲୀ,୬-୭: କ୍ୟାଶଲେସ ନେଣଦେଣକୁ ବଢାଇବା ଲାଗି ସରକାର ବଜେଟରେ ପଦକ୍ଷେପ ସମ୍ପର୍କରେ ଘୋଷଣା କରିଛନ୍ତି। ଏଥି ଅନ୍ତର୍ଗତ ଯେଉଁ କମ୍ପାନୀଗୁଡିକର ବାର୍ଷିକ କାରବାର ୫୦ କୋଟି ଟଙ୍କା ସେମାନେ ସ୍ବଳ୍ପ ମୂଲ୍ୟର ଡିିଜିଟାଲ ପେମେଣ୍ଟ ଧାରାକୁ ଗ୍ରହଣ କରିବାକୁ ପ୍ରସ୍ତାବ ଦେଇ ପାରିବେ। ଉକ୍ତ କମ୍ପାନୀ କିମ୍ବା ଏହାର ଗ୍ରାହକଙ୍କ ଉପରେ କୌଣସି ଚାର୍ଜ କିମ୍ବା ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ୍‌ ଲାଗୁ ହେବ ନାହିଁ। କୌଣସି ବ୍ୟାଙ୍କ ଆକାଉଣ୍ଟରୁ ବାର୍ଷିକ ୧ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଉଠାଣ ଉପରେ ୨% ଟିଡିଏସ୍‌ ଲାଗୁ କରିବା ଲାଗି ବଜେଟରେ ପ୍ରସ୍ତାବ ଦିଆଯାଇଛି। ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଲାଗି ଏଭଳି ଘୋଷଣା ହୋଇଛି। କ୍ୟାଶଲେସ ଅର୍ଥନୀତକୁ ପ୍ରୋତ୍ସାହିତ କରିବା ଲାଗି ଭୀମ, ୟୁପିଆଇ, ୟୁପିଆଇ-କ୍ୟୁଆର୍‌ କୋଡ, ଆଧାର ପେ, ନିର୍ଦ୍ଧିଷ୍ଟ ଡେବିଟ କାର୍ଡ, ଏନ୍‌ଇଏଫ୍‌ଟି, ଆର୍‌ଟିଜିଏସ୍‌ର ବ୍ୟବହାର ଉପରେ ଜୋର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଡିଜିଟାଲ କାରବାରରେ ସତର୍କତା ଜରୁରୀ’

କଟକ,୧୭।୧୧: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ)ର କଟକ କ୍ଷେତ୍ର ଆନୁକୂଲ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ‘ରିଜର୍ଭ ବ୍ୟାଙ୍କ ଦ୍ୱାରା ନିୟନ୍ତ୍ରିତ ସଂସ୍ଥାର...

କ୍ଷୁଦ୍ର,ମଧ୍ୟମ ବାଣିଜ୍ୟକୁ ଫେସ୍‌ବୁକ ଦେବ ୫୦ ଲକ୍ଷ ଟଙ୍କାର ଋଣ

ନୂଆଦିଲ୍ଲୀ,୨୨।୮: ଯଦି କ୍ଷୁଦ୍ର ଏବଂ ମଧ୍ୟମ ବାଣିଜ୍ୟ ଚଳାଉଛନ୍ତି ଏବଂ ଆପଣଙ୍କୁ ପୁଞ୍ଜିର ଆବଶ୍ୟକତା ରହିଛି ତେବେ ଏହା ପାଇବା ଲାଗି ନୂଆ ବିକଳ୍ପ ଆସିଛି। ଗ୍ଲୋବାଲ...

୧୬.୫ କୋଟି ବାଣ୍ଟିଲା ନାବାର୍ଡ

ନୂଆଦିଲ୍ଲୀ,୭।୨:  ନ୍ୟାଶନାଲ ବ୍ୟାଙ୍କ ଫର୍‌ ଏଗ୍ରିକଲଚର ଆଣ୍ଡ ରୁରାଲ ଡେଭଲମେଣ୍ଟ(ନାବାର୍ଡ) ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବିଭିନ୍ନ କ୍ଷେତ୍ରର ବିକାଶ ନିମନ୍ତେ ପ୍ରାୟ ୩୦,୨୦୦ କୋଟି ଟଙ୍କା...

ଘରୋଇ ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚ ସରକାରୀ ତୁଳନାରେ ୭ ଗୁଣ ଅଧିକ

ନୂଆଦିଲ୍ଲୀ,୨୫-୧୧: ଘରୋଇ ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚ ସାଧାରଣତଃ ଅଧିକ ରହିଥିବା ପ୍ରାୟ ସମସ୍ତଙ୍କୁ ଜଣା। ଏହି ହସ୍ପିଟାଲଗୁଡିକରେ ହାରାହାରି ଚିକିତ୍ସା ଖର୍ଚ୍ଚ ସରକାରୀ ହସ୍ପିଟାଲ ତୁଳନାରେ...

ପବ୍ଲିକ୍‌ ଟେକ୍‌ ପ୍ଲାଟଫର୍ମରୁ ମିଳିବ ୧.୬୦ଲକ୍ଷ ଯାଏଁ ଋଣ

ନୂଆଦିଲ୍ଲୀ,୧୭।୮: ପବ୍ଲିକ୍‌ ଟେକ୍‌ ପ୍ଲାଟଫର୍ମରୁ ସହଜରେ ମିଳିପାରିବ ଋଣ। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ) ଗୁରୁବାର ଠାରୁ ପବ୍ଲିକ ଟେକ ପ୍ଲାଟଫର୍ମର ପାଇଲଟ ପ୍ରୋଜେକ୍ଟ ଆରମ୍ଭ...

୨୦୧୯ରେ ନିବେଶକଙ୍କୁ ୧୧ ଲକ୍ଷ କୋଟି ଲାଭ

ନୂଆଦିଲ୍ଲୀ,୧-୧: ୨୦୧୯ରେ ପୁଞ୍ଜି ବଜାରର କାରବାର ବେଶ ଉନ୍ନତ ରହିବା ଯୋଗୁ ନିବେଶକଙ୍କୁ ୧୧ ଲକ୍ଷ କୋଟି ଟଙ୍କାର ଲାଭ ହୋଇଛି। ଏହି ସମୟରେ ସେନସେକ୍ସର...

ସିଏସ୍‌ଆର୍‌ ପାଣ୍ଠିର ଠିକ୍‌ ବିନିଯୋଗୀ ଜରୁରୀ

ଭୁବନେଶ୍ୱର (ବ୍ୟୁରୋ),୧୦।୧୧: କମ୍ପାନୀଗୁଡିକର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ(ସିଏସ୍‌ଆର୍‌) ପାଣ୍ଠି ମାଧ୍ୟମରେ ଶିଳ୍ପାଞ୍ଚଳ ଏବଂ ଖଣି ଅଞ୍ଚଳରେ ଥିବା ଗ୍ରାମୀଣ ଭିତ୍ତିଭୂମି ବିକାଶ, ରୋଜଗାର ଏବଂ ଆର୍ଥତ୍କ...

ପାର୍ବଣ ପୂର୍ବରୁ ମୂଲ୍ୟ ବଢ଼ାଇଲା ହିରୋ

ନୂଆଦିଲ୍ଲୀ,୨୩।୯: ଚଳିତ ବର୍ଷଣ ପାର୍ବଣ ପୂର୍ବରୁ ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପର ବିଭିନ୍ନ ବର୍ଗର ବାଇକ ମୂଲ୍ୟ ଉପରେ ୧୦୦୦ ଟଙ୍କା...

Advertisement
Archives

Model This Week