ଡିଡିଏଲ୍‌ଜେ ଗୀତ ଗାଇ ପୁଣି ଚର୍ଚ୍ଚାରେ ରାନୁ ମଣ୍ଡଳ, ଦେଖନ୍ତୁ ଭିଡିଓ

ରାତାରାତି ଇଣ୍ଟରନେଟ୍‌ ସେନ୍‌ସେସନ୍‌ ପାଲଟିଥିବା ରାନୁ ମଣ୍ଡଳ ପୁଣି ଚର୍ଚ୍ଚାରେ। ନିକଟରେ ବଙ୍ଗଳା ଟେଲିଭିଜନ ରିଆଲିଟି ଶୋ’ ‘କମେଡି ଷ୍ଟାର୍ସ’ରେ ସେ ବିଶେଷ ଅତିଥିଭାବେ ଯୋଗ ଦେଇଥିଲେ। ସେଠାରେ ସେ ୧୯୯୫ରେ ରିଲିଜ ହୋଇଥିବା ଶାହରୁଖ ଖାନ୍‌-କାଜୋଲଙ୍କ ସୁପରହିଟ୍‌ ଫିଲ୍ମ ଦିଲଓ୍ବାଲେ ଦୁଲହନିଆ ଲେ ଜାଏଗେଁର ଗୀତ ‘ତୁଝେ ଦେଖା ତୋ ଏ ଜାନା ସନମ୍‌’ ଗାଇଥିଲେ। ଏପିସୋଡର ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର ହେବା ପରେ ଭାଇରାଲ ହେଉଛି।

 

ଏକଦା ଷ୍ଟେଶନରେ ଗାଇ ନିଜର ଗୁଜୁରାଣ ମେଣ୍ଟାଉ ଥିବା ରାନୁ ଏବେ ଷ୍ଟାର। ସେ ରାଣାଘାଟ ଷ୍ଟେଶନରେ ଲତା ମଙ୍ଗେସକରଙ୍କ ‘ଏକ ପ୍ୟାର୍‌ କା ନଗମା ହେ’ ଗୀତ ଗାଇବାର ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ହିମେଶ ରେଶମିୟାଙ୍କ ଚଳଚ୍ଚିତ୍ରରେ ଗୀତ ଗାଇବାର ସୁଯୋଗ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଲାୟମ ସିଂ ଯାଦବଙ୍କ ଉପରେ ଆସୁଛି ଫିଲ୍ମ: ପୋଷ୍ଟର ରିଲିଜ୍‌

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ରାଜନୀତିରେ ଜଣେ ଅଗ୍ରଣୀ ନେତା ଭାବେ ପରିଚିତ ମୁଲାୟମ ସିଂ ଯାଦବଙ୍କ ଉପରେ ଏକ ଫିଲ୍ମ ନିର୍ମାଣ ହେବାକୁ...

ଲଣ୍ଡନ ଯିବେ ଅକ୍ଷୟ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ ପାଇଁ ମାର୍ଚ୍ଚ ମାସରୁ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ। ଏଥିପାଇଁ ବଲିଉଡ୍‌ର ସମସ୍ତ ଫିଲ୍ମ ଶୁଟିଂ ମଧ୍ୟ ବନ୍ଦ କରି...

ଆରପାରିରେ ଅଭିନେତା ରତନ ଚୋପ୍ରା

ପୁଣି ଜଣେ ବଲିଉଡ୍‌ କଳାକାରଙ୍କ ପରଲୋକ ଘଟିଛି। ବଲିଉଡର ବରିଷ୍ଠ ଅଭିନେତା ରତନ ଚୋପ୍ରା ୭୦ ବର୍ଷ ବୟସରେ ସମସ୍ତଙ୍କୁ ଅଲବିଦା କହିଛନ୍ତି। ରତନ ବହୁଦିନ...

ପୁଣି ରିଲିଜ ହେବ ‘ଗୁଡ୍‌ ନ୍ୟୁଜ୍‌’ ଓ ‘ଡ୍ରିମ୍‌ ଗର୍ଲ’

ମୁମ୍ବାଇ: ବଲିଉଡ୍‌ର ଖିଲାଡି ବୟ ଅକ୍ଷୟ କୁମାର ଏବଂ ଆୟୁଷ୍ମାନ ଖୁରାନାଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। କଥା କ’ଣ କି, ଅକ୍ଷୟ କୁମାର ଏବଂ...

ନିଜଠୁ ଦୁଇବର୍ଷ ସାନ ଅଭିନେତାଙ୍କ ସହ ରୋମାନ୍ସ କରିବେ ଏହି ଅଭିନେତ୍ରୀ

ମୁମ୍ବାଇ: ଏକତା କପୁରଙ୍କ ଶୋ’ ‘ବଡ଼େ ଅଚ୍ଛେ ଲଗତେ ହୈ-୨’କୁ ନେଇ ପ୍ରଶଂସକମାନେ ବେଶ୍‌ ଉତ୍ସାହିତ ଅଛନ୍ତି। ଏହାର ପ୍ରଥମ ସିଜନରେ ସାକ୍ଷୀ ତଓ୍ବର ଏବଂ...

ଏହି ପ୍ରସିଦ୍ଧ ଗାୟିକାଙ୍କୁ ଡାକ୍ତର କହିଥିଲେ, ତୁମେ ମାତ୍ର ୧୦ ମିନିଟ ପର୍ଯ୍ୟନ୍ତ ଜୀବନ୍ତ ରହିପାରିବ

ଆମେରିକାନ ଗାୟିକା ଏବଂ ଗୀତ ଲେଖିକା ଡେମି ଲୋଭାଟୋଙ୍କ ଜୀବନୀ ଉପରେ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ଆସୁଛି। ପିପୁଲ୍ସ ମାଗାଜିନ ଅନୁଯାୟୀ ଏହି ଫିଲ୍ମ ମାର୍ଚ୍ଚ...

ଅମିତାଭ, ଅଭିଷେକଙ୍କ ପାଇଁ ପୂଜାର୍ଚ୍ଚନା

ମୁମ୍ବାଇ,୧୨।୭: ବିଗ୍‌ ବି ଅମିତାଭ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କ କରୋନା ଟେଷ୍ଟ ରିପୋର୍ଟ ଶନିବାର ରାତିରେ ପଜିଟିଭ ଆସିବା ପରେ ଏବେ ଏମାନଙ୍କ...

ପରଲୋକରେ ଲୋକପ୍ରିୟ ନିର୍ଦ୍ଦେଶକ, ହ୍ରିତିକ୍‌ଙ୍କ ଅଜା ଓମ୍‌ ପ୍ରକାଶ

ମୁମ୍ବାଇ: ଲୋକପ୍ରିୟ ନିର୍ଦ୍ଦେଶକ ତଥା ଅଭିନେତା ହ୍ରିତିକ୍‌ ରୋଶନଙ୍କ ଅଜା ଓମ୍‌ ପ୍ରକାଶଙ୍କ ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା।...

Seven Jackpot
Advertisement


Archives

Model This Week

Why Dharitri