ଡିଭାଇଡରରେ ପିଟିହେଲା ଆମ୍ବ ବୋଝେଇ ଗାଡ଼ି, ଚାଳକଙ୍କ ଜୀବନ ଗଲା

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବାଇପାସ୍‌ ଜାତୀୟ ରାଜପଥରେ ବୁଧବାର ଭୋର୍‌ ସମୟରେ ଏକ ଆମ୍ବ ବୋଝେଇ ପିକଅପ୍‌ ଡିଭାଇଡରରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ଜାଗପୁରର କେ. ବାବୁ ରାଓ। ଉକ୍ତ ପିକ୍‌ଅପ୍‌ ଗାଡ଼ି (ଓଡି ୦୭ ଜି ୯୯୯୬) ଆନ୍ଧ୍ରରୁ ଆମ୍ବ ନେଇ ଭୁବନେଶ୍ୱର ଅଭିମୁଖେ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟଚିତ୍ର,ଦିଆସିଲି କାଠି ଓ କାଗଜରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୬ା୧୧:ଦିନକ ପରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଏହି ବେଶକୁ ପଟ୍ଟଚିତ୍ରରେ ଦେଖାଇବାକୁ ଚେଷ୍ଟା କରିଛନ୍ତି ଶିଳ୍ପୀ ପଙ୍କଜ ବେହେରା। ପଙ୍କଜ କହିଛନ୍ତି, କରୋନା କଟକଣା...

ସରକାରୀ ସୁବିଧାରୁ ବଁଚିତ୍‌ ସଂଯୁକ୍ତା

ବିନିକା, ୭।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡ଼ି ଗଁାର ଗୋବିନ୍ଦ ଚାଉଁରକଁର ଝି’ ସଂଯୁକ୍ତା ଜାଲ(୪୦)। ଆଏଜ୍‌କେ ୨୨ ବଛର ତଲେ ସେ...

ବନ୍ତଳା ଷ୍ଟେଟ୍‌ ବ୍ୟାଙ୍କ ଶାଖାରେ ଡକାୟତି

ଅନୁଗୋଳ ଅଫିସ,୧୭।୨: ଅନୁଗୋଳ ଜିଲା ବନ୍ତଳା ଥାନା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ବନ୍ତଳା ଶାଖାରେ ରବିବାର ରାତିରେ ଡକାୟତି ହୋଇଛି। ବ୍ୟାଙ୍କ ମ୍ୟାନେଜର କାର୍ଯ୍ୟାଳୟ ଗୃହ...

ବାହାର ଲୋକଙ୍କୁ ସ୍ବର୍ଗଦ୍ୱାର ମନା: କରାଯିବନାହିଁ ସତ୍କାର

ପୁରୀ ଅଫିସ,୭।୭: ବୁଧବାରଠାରୁ ପୁରୀ ସ୍ବର୍ଗଦ୍ୱାରରେ ଶବସତ୍କାର ଉପରେ କଟକଣା ଲାଗିଛି। କରୋନା ସଂକ୍ରମଣ ଦୃଷ୍ଟିରୁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଏହି କଟକଣା ଲାଗୁ...

ବାପାଙ୍କ ତଣ୍ଟିଚିପି ଆତ୍ମସମର୍ପଣ କଲେ ପୁଅ

ବେଲପଡା,୧୧ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଘାଗୁର୍ଲି ଗାଁରେ ପୁଅ ନିଜ ବାପାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ହେଲେ...

ଅବକ୍ଷୟମୁଖୀ ଜଙ୍ଗଲ, ଅସୁରକ୍ଷିତ ବନ୍ୟପ୍ରାଣୀ

ଜଗତ୍‌ସିଂହପୁର ଅଫିସ, ୫।୬: ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି। ବର୍ଯ୍ୟବସ୍ତୁ, ଯାନବାହାନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି।...

ଲାଞ୍ଚ ନେବାବେଳେ ପିଇଓଙ୍କୁ ଗିରଫ କଲା ଭିଜିଲାନ୍ସ

ବଇଣ୍ଡା,୩୦ା୯(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଞ୍ଜାମୁରା ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ନିର୍ଭୟ ପ୍ରଧାନଙ୍କୁ ମଙ୍ଗଳବାର ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଅଧିକାରୀମାନେ ଗିରଫ...

ପାଇଲଟ୍‌ ପ୍ରକଳ୍ପ ବାଟବଣା

ଜଳେଶ୍ୱର, ୩।୬(ଡି.ଏନ.ଏ.) ଦୁଇବର୍ଷ ତଳେ ବାଲେଶ୍ୱର ଜିଲାର କ୍ଲଷ୍ଟର ରୁରାଲ ହାଉସିଂ କଲୋନୀ ଜଳେଶ୍ୱର ବ୍ଲକରେ ପାଇଲଟ ପ୍ରକଳ୍ପ ଭାବେ କାର୍ଯ୍ୟ ଆରମ୍ଭ କରିଥିଲା ା...

Advertisement
Archives

Model This Week