ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟିଙ୍କ ପରଲୋକ

ମୁମ୍ବାଇ,୧।୧୨: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟି କାପାଡିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିବା ବେଳେ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିଛିଦିନ ପୂର୍ବରୁ ବିଟ୍ଟି, ଅକ୍ଷୟ କୁମାର, ଟ୍ବିଙ୍କଲ ଖାନ୍ନା ଓ ନତାରାଙ୍କ ସହ ଏକ ମଲ୍ଟିଫ୍ଲେକ୍ସ ବାହାରେ ଦେଖାଯାଇଥିଲେ। ଏବେ ସେ ତାଙ୍କ ୮୦ ତମ ଜନ୍ମଦିନ ପାଳନ କରିବାର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହରିଦ୍ୱାରରେ ବିସର୍ଜନ ହେବ ସିଡିଏସ୍ ବିପିନ ରାୱତ, ପତ୍ନୀ ମଧୁଲିକାଙ୍କ ଅସ୍ଥି

ନୂଆଦିଲ୍ଲୀ,୧୧ ।୧୨: ଦେଶର ପ୍ରଥମ ସିଡିଏସ୍ ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ଅସ୍ଥି ଶନିବାର ହରିଦ୍ୱାର ଗଙ୍ଗାରେ ବିସର୍ଜନ କରାଯିବ...

ନୂପୁରଙ୍କୁ ସମର୍ଥନ କରିବାରୁ ମୁଣ୍ଡକାଟ

ଜୟପୁର,୨୯ା୬: ରାଜସ୍ଥାନର ଉଦୟପୁରରେ ଏକ ବୀଭତ୍ସ ଘଟଣା ଘଟିଛି। ଭାଜପାର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ସମର୍ଥନ କରିବାରୁ ଧାନମଣ୍ଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଜଣେ...

ଜୁଲାଇରୁ ୧ରୁ ୩୦୦ୟୁନିଟ୍‌ ଯାଏ ମାଗଣା ବିଦ୍ୟୁତ୍‌ ସେବା

ଚଣ୍ଡିଗଡ଼,୧୬।୪: ପଞ୍ଜାବରେ ଭଗଓ୍ବନ୍ତ ମାନ ସରକାର କ୍ଷମତାକୁ ଆସିବାର ମାସେ ପୁରିଯାଇଛି। ୩୦ଦିନର ରିପୋର୍ଟ କାର୍ଡ ପ୍ରସ୍ତୁତ କରାଯାଇଥିବା ବେଳେ ଏଏପି ସରକାର ନିଜର ନିର୍ବାଚନ...

ସମ୍ପୂର୍ଣ୍ଣ ସୁସ୍ଥ ନ ହେଲେ କରୋନା ଫେରିବାର ଭୟ ଅଧିକ !

ନୂଆଦିଲ୍ଲୀ,୨୭।୭: ଏବେ ଅଡୁଆରେ ପଡିଛନ୍ତି ଚିକିତ୍ସକ। କାରଣ ହେଉଛି କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କଠାରେ ପୁଣିଥରେ ସଂକ୍ରମଣ ଦେଖାଯାଇଛି। ଦିଲ୍ଲୀ ସମେତ ଅନ୍ୟ କିଛି ରାଜ୍ୟରେ...

ଆର୍ଥିକ ସଙ୍କଟକୁ ନେଇ ମୋଦିଙ୍କୁ ଟାର୍ଗେଟ କଲେ ମମତା

ନୂଆଦିଲ୍ଲୀ,୨୧।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ବିନିବେଶକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆର୍ଥିକ ସଙ୍କଟରୁ ରକ୍ଷା ପାଇବା ପାଇଁ ବିନିବେଶ କୌଣସି ସମାଧାନ...

ବିରୋଧୀ ଏକତାକୁ ବଡ଼ ଝଟ୍‌କା,୨୦୨୪ରେ ମହାମେଣ୍ଟରେ ସାମିଲ୍‌ ହେବାକୁ ମନା କଲେ କେଜ୍ରିଓ୍ବାଲ …

ନୂଆଦିଲ୍ଲୀ, ୯।୫ : ବିରୋଧୀ ଏକତାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଏକ ବଡ଼ ଝଟକା...

ମ୍ୟାଜିକ୍‌ ନମ୍ବର ଛୁଇଁ ଆଗକୁ ବଢ଼ିଲା ଏଏପି

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୭୦ଟି ବିଧାନସଭା ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ୫୬ ଆସନରେ ଆଗେଇଛି। ସେହିପରି...

ପରଦାରେ ରଣବୀର, ଶ୍ରଦ୍ଧାଙ୍କ ଜମିବ ଯୋଡ଼ି

‘ପ୍ୟାର୍‌ କା ପଞ୍ଚନାମା’ ଓ ‘ସୋନୁ କେ ଟିଟୁ କୀ ସ୍ବିଟି’ ଭଳି ଫିଲ୍ମ ନିର୍ମାଣ କରିଥିବା ନିର୍ଦ୍ଦେଶକ ଲଭ୍‌ ରଞ୍ଜନଙ୍କ ଆଗାମୀ ସିନେମାରେ ରଣବୀର...

Advertisement
Archives

Model This Week