ଡିସେମ୍ବର ପହିଲାରୁ ପୁଣି କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ: ମନ୍ତ୍ରୀ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଡିସେମ୍ବର ୧ ତାରିଖରୁ ପୁଣିଥରେ କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ। ଓଡ଼ିଶାରେ କିଛି ଦିନ ଧରି ଏହାକୁ କୋହଳ କରାଯାଇଥିବା ବେଳେ ପୁଣିଥରେ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି ଶୁକ୍ରବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ଏପରିକି ଜରିମାନା କୋହଳ ହେବ ନାହିଁ ବୋଲି ସେ କହିଛନ୍ତି।
ପ୍ରକାଶଯୋଗ୍ୟ, ଚଳିତ ବର୍ଷ ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ନୂତନ ମୋଟର ଯାନ ଆଇନ ଲାଗୁ କରାଯାଇଛି। ଓଡ଼ିଶାରେ ଏହାକୁ ଲାଗୁ କରାଯିବା ପରେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିଲା। ହେଲେ ଏହାକୁ ବିରୋଧ କରାଯିବା ପରେ ୩ aମାସ ପର୍ଯ୍ୟନ୍ତ ଏହାକୁ କୋହଳ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଲୋକଙ୍କ ପ୍ରତି କଠୋର ମନୋଭାବ ପୋଷଣ ନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିନର ପାର୍ଟିରେ ହଠାତ୍‌ ଟ୍ରମ୍ପଙ୍କୁ ଗୁଳିମାଡ଼! ଦେଖନ୍ତୁ ଭିଡିଓ

ଓ଼୍ବାଶିଂଟନ,୨୬।୪: ‘ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ୱାଶିଂଟନ ହିଲଟନ ହୋଟେଲରେ ଗୁଳିମାଡ଼। ତେବେ ଏହି ଘଟଣା ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଏବଂ ଉପରାଷ୍ଟ୍ରପତି ଜେଡି…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ମୁହାଁଇଥିଲେ ହଜାର ହଜାର ଲୋକ: ପୋଲିସ-ବିକ୍ଷୋଭକାରୀଙ୍କ ମଧ୍ୟରେ ଘଟିଲା ସଂଘର୍ଷ

ଇମ୍ଫାଲ,୨୫ା୪: ମଣିପୁରରେ ହୋଇଥିବା ହିଂସାକୁ ନେଇ ସ୍ଥିତି ପୁଣି ଜଟିଳ ହେବାରେ ଲାଗିଛି। କୁକି ଏବଂ ନାଗା ସମ୍ପ୍ରଦାୟର ୨ ସଶସ୍ତ୍ର ଗୋଷ୍ଠୀଙ୍କ ମଧ୍ୟରେ ହିଂସା ଘଟି…

ଇରାନ-ଆମେରିକା ଶାନ୍ତି ଆଲୋଚନା ପୁଣି ବିଫଳ: ପ୍ରତିନିଧିଙ୍କ ଇସଲାମାବାଦ ଯାତ୍ରା ବାତିଲ କଲେ ଟ୍ରମ୍ପ, ଫେରିଗଲେ…

ୱାଶିଂଟନ/ଇସଲାମାବାଦ,୨୫।୪: ପାକିସ୍ତାନରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଶାନ୍ତି ଆଲୋଚନା ପୁଣି ଥରେ ବିଫଳ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପ୍ରତିନିଧି ଷ୍ଟିଭ ୱିଟକଫ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ବଡ଼ ଅଘଟଣ, ଯନ୍ତ୍ରଣାରେ ଛଟପଟ ହୋଇ ମଇଦାନ ବାହାରକୁ ଗଲେ ଷ୍ଟାର ବ୍ୟାଟର୍‌

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ରେ ନିଜର ବ୍ୟାଟିଂ ଯାଦୁରେ ସମସ୍ତଙ୍କୁ ଚକିତ କରିଦେଇଥିବା ରାଜସ୍ଥାନ ରୟାଲ୍ସର ଷ୍ଟାର୍‌ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଆହତ ହୋଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ରେ…

ଗଛରେ ପିଟିହେଲା ବାଇକ୍‌, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଚିଲିମା ଛକ ନିକଟରେ ବାଇକ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଅନ୍ୟଜଣେ ଗୁରୁତର…

ସୂର୍ଯ୍ୟବଂଶୀଙ୍କ ଦ୍ରୁତତମ ଶତକ: ହାଇଦ୍ରାବାଦ୍‌ ଆଗରେ ୨୨୯ ରନର ବିଶାଳ ଟାର୍ଗେଟ

ଜୟପୁର,୨୫ା୪: ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଓ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ପରସ୍ପରକୁ ଭେଟିଛନ୍ତି। ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଶତକ ବଳରେ…

ମୋଦି, ମମତାଙ୍କୁ ଟାର୍ଗେଟ କଲେ ରାହୁଲ, କହିଲେ…

କୋଲକାତା,୨୫ା୪: ପଶ୍ଚିମବଙ୍ଗରେ ଏକ ନିର୍ୱାଚନୀ ସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri