ଡିସେମ୍ବର ୨୨ରେ ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: ୫ରୁ ମିଳିବ ଟିକେଟ

କଟକ ଅଫିସ,୧୬।୧୧: ସ୍ଥାନୀୟ ବାରବାଟୀ ଷ୍ଟାଡିୟମ୍‌ରେ ଆସନ୍ତା ଡିସେମ୍ବର ୨୨ ତାରିଖରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିଲାଗି ଡିସେମ୍ବର ୫ ତାରିଖରୁ ଅନ୍‌ଲାଇନରେ ଟିକେଟ ବିକ୍ରି ଆରମ୍ଭ ହେବ। ସେହିଭଳି ୧୯ରେ ଷ୍ଟାଡିୟମ କାଉଣ୍ଟରରେ ଟିକେଟ ମିଳିବ ବୋଲି ଶନିବାର ସୁରକ୍ଷା ବୈଠକ ପରେ ଓସିଏ ସମ୍ପାଦକ ଏବଂ ପୋଲିସ କମିଶନର ଏହି ସୂଚନା ଦେଇଛନ୍ତି।
ତେବେ ୩ ବର୍ଷରୁ ଅଧିକ ବୟସର ପିଲାଙ୍କ ପାଇଁ ଟିକେଟ ଲାଗୁ ହେବ। ଏହାଛଡ଼ା ଷ୍ଟାଡିୟମ ଭିତରକୁ ଖାଦ୍ୟ ପୁଡ଼ିଆ, ପାଣି ବୋତଲ ଏବଂ ହେଲମେଟ୍‌ ନେବା ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ମ୍ୟାଚ୍‌ ପାଇଁ ଉଭୟ ଟିମ୍‌ ୧୯ରେ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଛୁରି ଭୁସି ହତ୍ୟା କଲେ ସ୍ବାମୀ

କୋରାପୁଟ,୮ା୬(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଛୋଟାଗୁଡ଼ା ଗ୍ରାମରେ ବୁଧବାର ସକାଳେ ଏକ ହତ୍ୟାକାଣ୍ଡ ହୋଇଛି। ପାରିବାରିକ କଳହରୁ ସ୍ତ୍ରୀ ଜାନକୀ ଦାମୀ (୨୩)ଙ୍କୁ ଛୁରି...

ଆଗରପଡ଼ା ବିଦ୍ୟୁତ୍‌ ଉପକେନ୍ଦ୍ର ପରିଦର୍ଶନ କଲା ବିଧାନସଭା ଷ୍ଟାଣ୍ଡିଂ କମିଟି

ବନ୍ତ,୨୮।୧୨(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ାଠାରେ ନିର୍ମାଣାଧୀନ ଥିବା ୧୩୨/୩୩ କେଭି ବିଦ୍ୟୁତ୍‌ ଉପକେନ୍ଦ୍ରକୁ ଶନିବାର ବିଧାନସଭା ଷ୍ଟାଣ୍ଡିଂ କମିଟି ପରିଦର୍ଶନ କରିଛି। ଷ୍ଟାଣ୍ଡିଂ...

କୋଟିଏରେ ଗୋଟିଏ ‘କୋଟଗରା’

କାମାକ୍ଷାନଗର, ୬।୩ – ରଙ୍ଗବେରଙ୍ଗ ଫୁଲଗଛରେ ଶୋଭା ବଢ଼ାଉଛି ଗ୍ରାମୀଣ ପାର୍କ। ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୟସ୍କଙ୍କ ଅବସର ବିନୋଦନ ପାଇଁ ରହିଛି ଭଳିକି...

ଧୋନୀଙ୍କ ଅବସର ସମୟକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୧୭।୮- ଭାରତକୁ ସର୍ବାଧିକ ୩ଟି ଆଇସିସି ଟ୍ରଫି ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ଅଗଷ୍ଟ ୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି।...

ଟ୍ରେନ୍‌ ଦୁର୍ଘଟଣାର ସଠିକ୍‌ ମୃତ୍ୟୁସଂଖ୍ୟା ୨୭୫: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୪ା୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ସଠିକ୍‌ ମୃତ୍ୟୁସଂଖ୍ୟା ସାମ୍ନାକୁ ଆସିଛି। ଶନିବାର ସୁଦ୍ଧା ଏହା ସରକାରୀ ଭାବେ ୨୮୮ ରହିଥିବା ବେଳେ ରବିବାର ଏହି ମୃତ୍ୟୁସଂଖ୍ୟା...

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର।...

କରୋନା ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ଼

ବାରିପଦା ଅଫିସ,୧୪ା୩: କରୋନା ଭାଇରସ୍‌ ଯେଭଳି ନ ବ୍ୟାପିବ ସେଥିଲାଗି ବିଭିନ୍ନ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି । ଏହି ରୋଗ ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାରୁ...

ରେକର୍ଡ ବ୍ରେକିଂ ପ୍ରଦର୍ଶନ ସତ୍ତ୍ୱେ ଦଳରୁ ବାଦ୍‌ ପଡିଲେ ଏହି ଖେଳାଳି

ଖ୍ରୀଷ୍ଟଚର୍ଚ୍ଚ,୨୩।୧୨: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜ ପାଇଁ ନ୍ୟୁଜିଲାଣ୍ଡ ୧୩ ଜଣିଆ ଦଳ ଘୋଷଣା କରିଛି। ହେଲେ ଆଶ୍ଚର୍ଯ୍ୟନକ ଭାବେ ସ୍ପିନର ଏଜାଜ ପଟେଲ...

Advertisement
Archives

Model This Week