ଡିସେମ୍ବର ୨୬ରୁ ଜାନୁୟାରୀ ୪ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ବନ୍ଦ

ରାଜନଗର,୨୪।୧୨(ଡି.ଏନ୍‌.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଚଳିତ ମାସ ଡିସେମ୍ବର ୨୬ରୁ ଜାନୁୟାରୀ ୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ। ଏ ନେଇ ଡିଏଫ୍‌ଓ ବିକାଶ ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏହି ଦିନଗୁଡିକରେ ବଉଳା କୁମ୍ଭୀର ଓ ବିଦେଶରୁ ଆସୁଥିବା ପକ୍ଷୀମାନଙ୍କ ଗଣନା କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଆଇପିଏଲ୍‌ ଜାଲିଆତି କରି ଜମି ହାତେଇଛି : କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଖୋର୍ଦ୍ଧା ସାରୁଅ ଜମି ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଓଡ଼ିଶା ଇନ୍‌ଫ୍ରାଟେକ ପ୍ରାଇଭେଟ ଲିମିଟେଡ୍‌ (ଓଆଇପିଏଲ) କମ୍ପାନୀ ଜାଲିଆତି କରି...

ଧାନବିକ୍ରି ପ୍ରାପ୍ୟ ଟଙ୍କା ନ ମିଳିବାରୁ ଚାଷୀଙ୍କ ଭଦ୍ରକ – ଆଖଣ୍ଡଳମଣି ରାସ୍ତା ଅବରୋଧ

ଆରଡି, ୩୦ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତର ଶତାଧିକ ଚାଷୀ ମଙ୍ଗଳବାର ସକାଳେ ଭଦ୍ରକ-ଆଖଣ୍ଡଳମଣି ରାଜ୍ୟ ରାଜପଥ ଅବରୋଧ କରିଛନ୍ତି। ତେବେ ପ୍ରାପ୍ୟ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଇଲା ସରପଞ୍ଚ ସଂଘ

ଗୁଡଭେଲା,୧୪।୪(ଡି.ଏନ୍‌.ଏ): ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଜାରି ରହିଛି। କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ...

ପ୍ରସଙ୍ଗ ଏକ, ବିରୋଧୀ ଦୁଇଫାଳ: ସିବିଆଇ ତଦନ୍ତ ଦାବି ନେଇ ଭାଜପା ସଦସ୍ୟଙ୍କ ହଟ୍ଟଗୋଳ, ଦୁଇଥର ଗୃହ ମୁଲତବୀ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ)- ଇସ୍ୟୁ ଗୋଟିଏ। ମାତ୍ର ବିରୋଧୀ ଦୁଇଫାଳ। ଗତ ଅଧିବେଶନ ଭଳି ଚଳିତ ଅଧିବେଶନରେ ମଧ୍ୟ ମୁଖ୍ୟ ବିରୋଧୀ ଭାଜପା ଓ କଂଗ୍ରେସ ପୃଥକ୍‌...

ଉପଖଣ୍ଡରେ ନାହାନ୍ତି ୨୨ ଡାକ୍ତର

ବଇଣ୍ଡା, ୭ା୮ – ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଖାଲି ପଡ଼ିଛି ୨୨ ଡକ୍ତର ପଦବୀ। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଶାଇ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ...

ସରକାରୀ ଜମି ଅବରୋଧ ପ୍ରତିବାଦରାସ୍ତା ଅବରୋଧ କଲେ ଶ୍ରୀଜଙ୍ଗ ଗ୍ରାମବାସୀ

ବାହାନଗା,୨୪।୭(ଡି.ଏନ.ଏ.)-ଖନ୍ତାପଡ଼ା ଥାନା ଅଧୀନସ୍ଥ ରେମୁଣା ବ୍ଲକର ଶ୍ରୀଜଙ୍ଗ ଗ୍ରାମର ସରକାରୀ ଗୋଚର ଓ ଆଡ଼ିବନ୍ଧକୁ ପ୍ରଭାବଶାଳୀ ଲୋକମାନେ ଜବରଦସ୍ତ ଅବରୋଧ କରି ରଖିଥିବାରୁ ଗ୍ରାମବାସୀ ଏହାର...

ମଉଲିକ୍‌ ସୁବିଧାରୁ ବଁଚିତ୍‌: ଭଗବାନ ଭରସାରେ ଦେଢ଼ଶୁଳି ପଁଚେତ୍‌ବାସୀ

  ଭବାନୀପାଟଣା, ୨୫।୨ (ଡି.ଏନ୍‌.ଏ.)- ଜନସାଧାରନ କେନ୍‌ଥେଇ ସୁବିଧାରେ ସରକାରୀ ସେବା, ଯୋଜନାର ଲାଭ ପାଇପାରବେ ସେଥିରଲାଗି ରାଏଜ୍‌ ସରକାର ନୂତନ୍‌ ପଁଚେତ୍‌ମାନ୍‌ ଗଠନ୍‌ କରିଥିଲେ।...

ରାସ୍ତା ନିର୍ମାଣରେ ବିଳମ୍ବ: ଟାୟାର୍‌ ଜାଳି ରାସ୍ତାରୋକୋ

ମହାକାଳପଡ଼ା,୪।୯(ଡି.ଏନ.ଏ.): ମହାକାଳପଡା ବ୍ଲକ ଅଧୀନ ବିଜୟ ନଗର-ଓରତ ମୁଖ୍ୟ ପୂର୍ତ୍ତ ରାସ୍ତା ନିର୍ମାଣ ବିଳମ୍ବ ପ୍ରତିବାଦରେ ସ୍ଥାନୀୟ ଓଳିଆ ଗ୍ରାମରେ ଲୋକମାନେ ଟାୟାର ଜାଳି ରାସ୍ତା...

Play 250+ Trending Games
Archives

Model This Week

Why Dharitri