ଡିସେମ୍ବର ୨୬ରେ ପୃଥିବୀ ନିକଟରେ ୪୪ ହଜାର କିମି ବେଗରେ ଗତି କରିବ ଇଫେଲ ଟାଓ୍ବାରଠାରୁ ଦୁଇଗୁଣା ଉଚ୍ଚା ଗ୍ରହାଣୁପିଣ୍ଡ

ନ୍ୟୁୟର୍କ, ୨୪।୧୨: ଡିସେମ୍ବର ୨୬ରେ ସାରା ଦୁନିଆ ବଡ଼ଦିନ ପାଳନରେ ବ୍ୟସ୍ତ ଥିବାବେଳେ ଏକ ବଡ଼ ମହାଜାଗତିକ ଘଟଣା ଘଟିବାକୁ ଯାଉଛି। ଏହି ଦିନ ସକାଳ ୭ଟା ୫୪ରେ ପୃଥିବୀ ନିକଟରେ ଘଣ୍ଟାପ୍ରତି ୪୪ ହଜାର ଶହେ ୭୨ କିମି ବେଗରେ ଇଫେଲ ଟାଓ୍ବାରଠାରୁ ଦୁଇଗୁଣା ଉଚ୍ଚା ଗ୍ରହାଣୁପିଣ୍ଡ ୨୦୦୦ ସିଏଚ୍‌-୫୯ ଗତି କରିବ। ଏହାର ଆକାର ୨ ହଜାର ୩୪ ଫୁଟ ବୋଲି ନାସା ପକ୍ଷରୁ ଅନୁମାନ କରାଯାଇଛି। ଏହା ପୃଥିବୀଠାରୁ ୭,୨୯୧,୪୦୦ କିମି ଦୂରରେ ଗତି କରିବ। ଯଦି ଗ୍ରହାଣୁପିଣ୍ଡର ଗତି କମେ ତେବେ ଏହା ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ଦ୍ୱାରା ଆକର୍ଷିତ ହେବାର ଆଶଙ୍କା ରହିଛି। ତେବେ ଏପରି ହେବାର ସମ୍ଭାବନା କମ୍‌ ବୋଲି ନାସା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁଇଟର ବ୍ୟବହାର ପାଇଁ ଖୁବ୍‌ଶୀଘ୍ର ଦେବାକୁ ପଡ଼ିବ ଦେୟ

ଓ୍ବାଶିଂଟନ୍‌,୪।୫: ଗତ ସପ୍ତାହରେ ଟୁଇଟର କିଣିବା ପରେ ଚର୍ଚ୍ଚାରେ ରହିଥିବା ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲୋନ ମସ୍କ ଏବଂ ଟୁଇଟର କମ୍ପାନୀ ପୁଣି ଥରେ...

ଚାଇନାରେ କରୋନାଭାଇରସ ପୀଡିତଙ୍କୁ ଦିଆଯାଉଛି କଇଁଛ ମାଂସ!

ବେଜିଂ,୮।୨: କରୋନାଭାଇରସ ଏବେ ଚାଇନାରେ ମହାମାରୀର ରୂପ ନେଇଛି। ଏବେସୁଦ୍ଧା ଏଥିରେ ପ୍ରାୟ ୭୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୪ ହଜାରରୁ ଊର୍ଦ୍ଧ୍ୱ ଏଥିରେ...

ପରଲୋକରେ ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ

ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଶୁକ୍ରବାର ପରଲୋକ ଘଟିଛି। ନାରା ସହରରେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ୨ଟି ଗୁଳି ଚଳାଇଥିଲେ। ଆକ୍ରମଣ...

ବଢ଼ିଲା ବୋରିସ୍‌ଙ୍କ ସଙ୍କଟ

ଲଣ୍ଡନ,୭ା୭: ବ୍ରିଟେନ ଅର୍ଥମନ୍ତ୍ରୀ ଋଷି ସୁନକ ଓ ସ୍ବାସ୍ଥ୍ୟମନ୍ତ୍ରୀ ସାଜିଦ୍‌ ଜାଭିଦ୍‌ଙ୍କ ପରେ ଆଉ ଦୁଇଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସେମାନେ ହେଲେ ଶିଶୁ ଓ...

ପାକିସ୍ତାନ ରେଳମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ୍‌,୮।୬: ସାରା ବିଶ୍ୱ କରୋନା କବଳରୁ ବର୍ତ୍ତି ପାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପାକିସ୍ତାନର ରେଳମନ୍ତ୍ରୀ...

ଧରା ପଡ଼ିଲା ଇମ୍ରାନ୍‌ଙ୍କ ବନ୍ଧୁ ଚେହେରା: ହାଫିଜ୍‌ ସଇଦ୍‌ଙ୍କ ପାଇଁ ମାଗିଲେ ଟଙ୍କା

ଇସଲାମାବାଦ୍‌,୨୬।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ବନ୍ଧୁ ଚେହେରା ଏବେ ଧରା ପଡ଼ିଯାଇଛି। ଭାରତ ଉପରେ ବାରମ୍ବାର ଆତଙ୍କବାଦୀ ଆକ୍ରମଣ କରାଇଥିବା ବିଶ୍ୱ ଆତଙ୍କବାଦୀ ହାଫିଜ୍‌...

ରୁଷିଆ ଆକ୍ରମଣ ଭୟରେ ନାଟୋ ଆହ୍ବାନକୁ ଖାରଜ କଲା ବ୍ରିଟେନ୍‌…

ଲଣ୍ଡନ,୧।୩ : ରୁଷିଆର ଆକ୍ରମଣ ଭୟରେ ବ୍ରିଟେନ୍‌ ନାଟୋର ଆହ୍ବାନକୁ ଖାରଜ କରିଛି। ନାଟୋ କଥାରେ ରାଜି ହେଲେ କାଳେ ରୁଷିଆ ଅକ୍ରମଣ କରିବ। ଏହି...

‘କରୋନା’ ଭୂତାଣୁ ଆତଙ୍କ: ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ସଙ୍କଟ ଘୋଷଣା କଲା ଡବ୍ଲ୍ୟୁଏଚଓ

ନୂଆଦିଲ୍ଲୀ,୩୧।୧: ଭୟଙ୍କର ‘କରୋନା’ ଭୂତାଣୁ ଗୋଟିଏ ପରେ ଗୋଟିଏ ଦେଶକୁ ବ୍ୟାପିବାକୁ ଲାଗିଛି। ଏହି ଭାଇରସ ଏବେ ବିଶ୍ୱର ୧୮ଟି ଦେଶରେ ପହଞ୍ଚିଛି। ପରିସ୍ଥିତିକୁ ଦେଖି...

Advertisement
Archives

Model This Week