Posted inUncategorized

ଡିସେମ୍ବର ୨୭ରେ ଶପଥ ନେଇ ପାରନ୍ତି ହେମନ୍ତ

ରାଞ୍ଚି,୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ କଂଗ୍ରେସ ମେଣ୍ଟକୁ ବହୁମତ ମିଳିଛି। ୮୧ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ-ଜେଏମ୍‌ଏମ ମେଣ୍ଟ ୪୭ ଆସନ ହାତେଇଛି। ସରକାର ଗଠନ ପାଇଁ ୪୧ ଜଣ ବିଧାୟକଙ୍କ ସମର୍ଥନ ଆବଶ୍ୟକ ଥିବାବେଳେ ମେଣ୍ଟ ପାଖରେ ଏହାଠାରୁ ଅଧିକ ସଦସ୍ୟ ରହିଛନ୍ତି। କଂଗ୍ରେସ-ଜେଏମ୍‌ଏମ୍‌ ମେଣ୍ଟ ପକ୍ଷରୁ ହେମନ୍ତ ସୋରେନ୍‌ ଡିସେମ୍ବର ୨୭ରେ ଶପଥ ନେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ତାଙ୍କ ସହିତ ୧୨ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇ ପାରନ୍ତି। ମେଣ୍ଟରେ ବୁଝାମଣା ଅନୁସାରେ କଂଗ୍ରେସକୁ ବାଚସ୍ପତି ପଦ ମିଳିବା ସହିତ ୫ ମନ୍ତ୍ରୀ ପଦ ମଧ୍ୟ ମିଳିବ। ସେହିପରି ମେଣ୍ଟର ଅନ୍ୟତମ ସହଯୋଗୀ ଆର୍‌ଜେଡ଼ିକୁ ଗୋଟିଏ ମନ୍ତ୍ରୀପଦ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ପାଲି ବୁଗବୁଗାରୁ ଆରମ୍ଭ ହେଲା ବିଶୋଧନ

ବରଗଡ଼ ଅଫିସ୍,୪।୪- କରୋନା ଭୂତାଣୁ(କୋଭିଡ୍-୧୯) ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲା ଅତାବିରା ବ୍ଲକ୍ ବୁଗବୁଗା ପଞ୍ଚାୟତ ପକ୍ଷରୁ ବିଶୋଧନ ଅଭିଯାନ ଆରମ୍ଭ ହୋଇଛି।...

ରାସ୍ତାକଡରୁ ମିଳିଲା ଟିଫିନ୍‌ ବୋମା

ନବରଙ୍ଗପୁର,୬।୧(ବି.ପ୍ର): ନବରଙ୍ଗପୁର ଜିଲା ରାଇଘର ଥାନା ସରଗୁଲି ଗ୍ରାମର ରାସ୍ତାକଡରୁ ଦୁଇଟି ଜୀବନ୍ତ ଟିଫିନ ବୋମା ଉଦ୍ଧାର କରାଯାଇଛି। ପୋଲିସ ବୋମା ନିଷ୍କ୍ରିୟକାରୀ ଦଳ ସହ...

୫ ମାସ ହେବ ଜାଲ ବିଛାଇଥିଲା ଏସ୍‌ଟିଏଫ୍‌: ୨ ବାଘ ଛାଲ ଜବତ, ସମିତିସଭ୍ୟ ଗିରଫ

ଭୁବନେଶ୍ୱର, ୧୪। ୬(ବ୍ୟୁରୋ)/ ନୟାଗଡ଼ ଅଫିସ/ ରଣପୁର(ସ୍ବ.ପ୍ର.): ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ନୟାଗଡ଼ ଜିଲାର ରଣପୁର ରେଞ୍ଜ ଅଜାମୁଗଣ୍ଡ ଗାଁରୁ ଶୁକ୍ରବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌...

ବାଲ୍ୟବିବାହମୁକ୍ତ ଓଡ଼ିଶା ଗଠନକୁ ଗୁରୁତ୍ୱ

ଭୁବନେଶ୍ୱର, ୨୧। ୧୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ଶୁକ୍ରବାର ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ...

ଏକ ଅତିମାନସ ଅନୁଭବ

ବିମଳ ପ୍ରସନ୍ନ ଦାସ ଆଜି ମହାପ୍ରଭୁଙ୍କ ଉଭାଯାତ୍ରା, କାଲି ରଥଯାତ୍ରା। ତେବେ ରଥଯାତ୍ରା କୌଣସି ମୂର୍ତ୍ତିପୂଜାରୁ ସୃଷ୍ଟି ହୋଇନାହିଁ ବରଂ ଏହା ଏକ ଅତିମାନସ ଅନୁଭବ।...

ଦୋମୁହାଁ ସାପର ଦାମ୍‌ ଅମୂଲ ମୂଲ

ମୁମ୍ବାଇ,୨୯।୫: ମହାରାଷ୍ଟ୍ରର ଠାଣେ ଜିଲ୍ଲାରୁ ଚୋରା ଚାଲାଣ କରାଯାଉଥିବା ୨ଟି ଦୋମୁହାଁ ସାପକୁ ଜବତ କରାଯାଇଛି। ଏଥିସହ ଏହି ମାମଲାରେ ୨ଜଣଙ୍କୁ ଗିରଫ କରିଛି ନବଘର...

ଇଟା ଭାଟିରୁ ନିଆଁ ଛିଟିକି ଅଗ୍ନିକାଣ୍ଡ: ଭାଇ-ଭଉଣୀ ଗୁରୁତର

ମାଲକାନଗିରି,୧୮।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଗୌଡ଼ଗୁଡ଼ା ଗାଁରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁ ଲାଗି ୮ ବର୍ଷର ଭାଇ  ଓ ୨ ବର୍ଷର...


Coronavirus Update

Archives

Model This Week

Why Dharitri