Posted inଜାତୀୟ

‘ଡିସେମ୍ବର ୬ରୁ ରାମମନ୍ଦିର ନିର୍ମାଣ’

ଏଟା,୨୫ା୯(ଆଇଏଏନ୍‌ଏସ୍‌): ଅଯୋଧ୍ୟାରେ ଆସନ୍ତା ଡିସେମ୍ବର ୬ ତାରିଖରୁ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ମଙ୍ଗଳବାର ଭାଜପା ଏମ୍‌ପି ସାକ୍ଷୀ ମହାରାଜ କହିଛନ୍ତି। ଉତ୍ତରପ୍ରଦେଶର ଉନ୍ନାଓ ଆସନର ଭାଜପା ଏମ୍‌ପି ସାକ୍ଷୀ କହିଛନ୍ତି, ରାମମନ୍ଦିର ସମ୍ପର୍କିତ ମାମଲାର ଶୁଣାଣି ପ୍ରାୟ ଶେଷ ହୋଇଗଲାଣି। ତେଣୁ ମନ୍ଦିର ନିର୍ମାଣ ଡିସେମ୍ବର ୬ରେ ଆରମ୍ଭ ହେବ ବୋଲି ସେ ଅନୁଭବ କରୁଛନ୍ତି। ହିନ୍ଦୁତ୍ୱ ବିଚାରଧାରା କେବେହେଲେ ମସ୍‌ଜିଦ୍‌ କିମ୍ବା ଚର୍ଚ୍ଚ ଭାଙ୍ଗିବାକୁ ଉଦ୍ୟମ କରିନାହିଁ ବୋଲି ସେ କହିଛନ୍ତି। ଅଯୋଧ୍ୟା ଶୁଣାଣି ମଙ୍ଗଳବାର ୩୦ ଦିନରେ ପହଞ୍ଚତ୍ଥିବାବେଳେ ମୁସ୍‌ଲିମ୍‌ ପକ୍ଷର ଓକିଲ ରାଜୀବ ଧଓ୍ବନ ତାଙ୍କ ଯୁକ୍ତି ବାଢ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri