ଡୁଙ୍ଗୁରି ଖଣିରେ ଶ୍ରମିକ ଅଶାନ୍ତି

ବରଗଡ଼ ଅଫିସ୍‌,୪।୫: ଏସିସି ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଅଧୀନ ଡୁଙ୍ଗୁରି ଖଣିରେ ଶ୍ରମିକ ଅଶାନ୍ତି ଦେଖାଯାଇଛି । ଲକ୍‌ ଡାଉନ୍‌ ଅବଧିରେ କାର୍ଯ୍ୟ କରିଥିଲେ ସୁଦ୍ଧା ସେମାନଙ୍କୁ ସେମାନଙ୍କ ପାରିଶ୍ରମିକ ଦେଇ ନ ଥିବା ଖଣିର କେତେକ ଶ୍ରମିକ ଅଭିଯୋଗ କରିଛନ୍ତି । ଏ ନେଇ ଖଣି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନାହିଁ । ଅନ୍ୟପଟେ ବିଭାଗୀୟ ଅଧିକାରୀ କଟ ମନ୍ତବ୍ୟ ଦେଉଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି । ଏହା ଜାଣିବା ପରେ ବରଗଡ଼ର ସାମାଜିକ ଅନୁଷ୍ଠାନ ଫାଇଟ୍‌ ଅନ୍‌ ରାଇଟ୍‌(ଫର୍‌)ର ଅଧ୍ୟକ୍ଷ ଇଂ ଦେବବ୍ରତ ମିଶ୍ର ଏ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ବରଗଡ଼ ଜିଲାପାଳଙ୍କଠାରେ ଦାବି ଉପସ୍ଥାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri