ଡେଙ୍ଗୁରା ପିଟି ଚେତାବନୀ

ଅନୁଗୋଳ ଅଫିସ, ୧୪।୪-ଗଁ।କୁ ବାହାର ଲୋକ ଆସିଲେ ସ୍କୁଲ ଘରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ହେବ। ନଚେତ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯିବ ବୋଲି ବେଡ଼ା ପଞ୍ଚାୟତ ହମାମୀରା ଗଁାରେ ରବିବାର ଡେଙ୍ଗୁରା ଦିଆଯାଇଥିବା ଭିଡିଓ ଭାଇରାଲ ହୋଇଛି। ଡେଙ୍ଗୁରା ପିଟି ଗଁା ଦାଣ୍ଡରେ ବୁଲୁଥିବା ଜଣେ ବ୍ୟକ୍ତି ଏହି କଟକଣା ସମ୍ପର୍କରେ ଚେତାବନୀ ଦେଉଥିବା ଭିଡିଓରେ ଦେଖାଯାଉଛି। ତେବେ ଗଁାକୁ ପଶିବା ପୂର୍ବରୁ ପୋଲିସ ଠାରୁ ଅନୁମତି ଆଣିବା ବାଧ୍ୟତାମୂଳକ ବୋଲି କୁହାଯାଇଛି। ଏ ନେଇ ସରପଞ୍ଚ ମନ୍ଦରଧର ଦେହୁରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ମତାମତ ମିଳିପାରି ନାହିଁ। ବନ୍ତଳା ଥାନା ଦାୟିତ୍ୱରେ ଥିବା ଡିଏସ୍‌ପି ସୌରଭ ଓତା କହିଛନ୍ତି, ପ୍ରଶାସନ ପକ୍ଷରୁ ଏମିତି କିଛି ନିର୍ଦ୍ଦେଶ ଦିଆଯାଇ ନାହିଁ। ଘଟଣାର ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri