ଡେଙ୍ଗୁରା ପିଟି ଚେତାବନୀ

ଅନୁଗୋଳ ଅଫିସ, ୧୪।୪-ଗଁ।କୁ ବାହାର ଲୋକ ଆସିଲେ ସ୍କୁଲ ଘରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ହେବ। ନଚେତ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯିବ ବୋଲି ବେଡ଼ା ପଞ୍ଚାୟତ ହମାମୀରା ଗଁାରେ ରବିବାର ଡେଙ୍ଗୁରା ଦିଆଯାଇଥିବା ଭିଡିଓ ଭାଇରାଲ ହୋଇଛି। ଡେଙ୍ଗୁରା ପିଟି ଗଁା ଦାଣ୍ଡରେ ବୁଲୁଥିବା ଜଣେ ବ୍ୟକ୍ତି ଏହି କଟକଣା ସମ୍ପର୍କରେ ଚେତାବନୀ ଦେଉଥିବା ଭିଡିଓରେ ଦେଖାଯାଉଛି। ତେବେ ଗଁାକୁ ପଶିବା ପୂର୍ବରୁ ପୋଲିସ ଠାରୁ ଅନୁମତି ଆଣିବା ବାଧ୍ୟତାମୂଳକ ବୋଲି କୁହାଯାଇଛି। ଏ ନେଇ ସରପଞ୍ଚ ମନ୍ଦରଧର ଦେହୁରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ମତାମତ ମିଳିପାରି ନାହିଁ। ବନ୍ତଳା ଥାନା ଦାୟିତ୍ୱରେ ଥିବା ଡିଏସ୍‌ପି ସୌରଭ ଓତା କହିଛନ୍ତି, ପ୍ରଶାସନ ପକ୍ଷରୁ ଏମିତି କିଛି ନିର୍ଦ୍ଦେଶ ଦିଆଯାଇ ନାହିଁ। ଘଟଣାର ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀଙ୍କ ଦସ୍ତଖତ ନେଇ ବ୍ଲାକ୍‌ମେଲିଂ

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ସଙ୍ଗୀତ ପ୍ରମୋଟ ପାଇଁ ଚୁକ୍ତି କରିବାକୁ ଦସ୍ତଖତ ନେଲେ। ହେଲେ କୋର୍ଟ ବିବାହ କରିଥିବା କହି ଧମକ ଦେଲେ। ଯୁବତୀଙ୍କ ଏଭଳି ଚଞ୍ଚକତାରେ ଜଣେ ୟୁଟୁବ୍‌...

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍‌ : ଜଣେ ମୃତ, ଜଣେ ଗୁରୁତର

ତାଳଚେର,୩।୧୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର-କନ୍ଧବେରେଣି ରାସ୍ତାରେ ଶନିବାର ରାତିରେ ଏକ ମାରୁତି ଭାରସାମ୍ୟ ହରାଇ ପୋଲ ତଳକୁ ଖସି...

ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ: ୨୨ ପର୍ଯ୍ୟନ୍ତ ୧୫ମିନିଟ୍‌ ଲାଇନ ବନ୍ଦ ରଖିବାକୁ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ବିଦ୍ୟୁତ୍‌ ନିୟାମକ ଆୟୋଗ ହଠାତ୍‌ ୨୦ ପଇସା ବିଦ୍ୟୁତ୍‌ ଦର ବୃଦ୍ଧି କରିଛନ୍ତି। ଏହାକୁ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌ଏଲ୍‌),...

ଉଦ୍‌ଘାଟନ ପୂର୍ବରୁ ସମୀକ୍ଷା: ଅନୁଗୋଳ କୋଭିଡ-୧୯ ହସ୍ପିଟାଲ ଭିତ୍ତିଭୂମି, ପ୍ରସ୍ତୁତି ବୁଲି ଦେଖିଲେ ୫-ଟି ସଚିବ

ତାଳଚେର,୧୭।୪(ନି.ପ୍ର.): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ୍‌-୧୯ ଡାକ୍ତରଖାନା ନିର୍ମାଣ କରାଯାଉଛି। ଏହି କ୍ରମରେ ଅନୁଗୋଳ ଜିଲାରେ ମଧ୍ୟ...

ବିକାଶକୁ ଚାହିଁ ରହିଛନ୍ତି ପାହାଡ଼ତଳିବାସୀ

ନୀଳଗିରି, ୩୦।୭ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଅଭୟାରଣ୍ୟ ପାଦଦେଶ ତଥା ସିଆଡ଼ିମାଳ ପଞ୍ଚାୟତ ନିକଟ ବାବନ୍ଧ ଗ୍ରାମ ସଂଲଗ୍ନ ଘଞ୍ଚ ଜଙ୍ଗଲ ମଧ୍ୟରେ...

ଖୋଲା ଛାତ ତଳେ ଗଢ଼ା ହେଉଛି ଶିଶୁଙ୍କ ଭବିଷ୍ୟତ

କୋରେଇ,୧୯।୩(ଡିଏନଏ): କୋରେଇ ଅଞ୍ଚଳର ବହୁ ଅଙ୍ଗନଓ୍ବାଡି କେନ୍ଦ୍ର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ କୁନିକୁନି ପିଲା ନିଜ ଅଧିକାରରୁ ବଞ୍ଚିତ୍ତ ହେଉଛନ୍ତି। ୧୫ରୁ...

ଶେଷ ଦିନରେ ପାରିତ ହେଲା ବ୍ୟୟମଞ୍ଜୁରୀ ବିଲ

ଭୁବନେଶ୍ୱର, ୩୧।୩(ବ୍ୟୁରୋ) : ବିଧାନସଭା ଅଧିବେସନ ଗୁରୁବାର ଶେଷ ହୋଇଛି। ସମୁଦାୟ ୬ଟି କାର୍ଯ୍ୟ ଦିବସ ରହିଥିଲା । ୨ଟି ମୁଲତବୀ ପ୍ରସ୍ତାବ, ୪ଟି ଅଧ୍ୟାଦେଶ...

ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକା: ଶୀର୍ଷରେ ନବୀନ, ମିଳିଛି ୮୨.୯୬ ପ୍ରତିଶତ ରେଟିଂ

ନୂଆଦିଲ୍ଲୀ,୨।୬- ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନିଜକୁ ପ୍ରତିପାଦିତ କରିପାରିଛନ୍ତି। ଆଇଏଏନ୍‌ଏସ୍‌ -ସି ଭୋଟର ଷ୍ଟେଟ...

Advertisement
Archives

Model This Week