ଡେଙ୍ଗୁ କବଳରେ ପାକିସ୍ତାନ: ୪୯ ହଜାର ରୋଗୀ ଚିହ୍ନଟ

ଇସ୍‌ଲାମାବାଦ,୧୮।୧୧: ପାକିସ୍ତାନରେ ଏବେ ଅଣାୟତ୍ତ ହେଲାଣି ଡେଙ୍ଗୁ। ଏବେସୁଦ୍ଧା ସେଠାରେ ୪୯ ହଜାର ୫ ଶହ ୮୭ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ସାରିଥିବା ସୂଚନା ମିଳିଛି। ପାକିସ୍ତାନ ଜାତୀୟ ସ୍ବାସ୍ଥ୍ୟ ସେବା ମନ୍ତ୍ରଣାଳୟର ପ୍ରବକ୍ତା ସାଜିଦ ଶାହ କହିଛନ୍ତି ଚଳିତ ବର୍ଷ ଡେଙ୍ଗୁ ପାକିସ୍ତାନରେ ରେକର୍ଡ ଭାଙ୍ଗିଛି। ୪୯ ହଜାର ୫ ଶହ ୮୭ ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ଇସ୍‌ଲାମାବାଦର ୧୩,୧୭୩, ସିନ୍ଧ ଅଞ୍ଚଳରୁ ୧୩,୨୫୧, ପଞ୍ଜାବରୁ ୯,୮୫୫, ଖେବର ପଖତୁନଖ୍ବାରୁ ୭,୭୭୬, ବେଲୋଚିସ୍ତାନର ୩,୨୧୭, ପାକିସ୍ତାନ ଅଧିକୃତ ଜମ୍ମୁ-କଶ୍ମୀରରୁ ୧,୬୯୦ ଓ ୬୨୫ ଅନ୍ୟ କାଟାଗୋରୀର ବୋଲି ଜଣାପଡିଛି। ଏବେ ଏହି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ପାକିସ୍ତାନ ପାଇଁ ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବୁ-ଧାବି-ମୁମ୍ବାଇ ଫ୍ଲାଇଟରେ ହାଇଡ୍ରାମା

ମୁମ୍ବାଇ/ଆବୁଧାବି,୩୧ ।୧: ବିମାନରେ ଗୋଟିଏ ପରେ ଗୋଟିଏ ଅଘଟଣ ସାମ୍ନାକୁ ଆସୁଛି । ଏଥର ଏୟାର ଭିସ୍ତାରାର ଆବୁ-ଧାବିରୁ ମୁମ୍ବାଇ ଆସୁଥିବା ଏକ ଫ୍ଲାଇଟରେ ହାଇ...

ପରିବେଶ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗଙ୍କୁ ହୋଇପାରେ ଜେଲ…

ଓ୍ବାଶିଂଟନ,୬।୭ : ଜଣାଶୁଣା ପରିବେଶ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗଙ୍କୁ ୬ ମାସ ଜେଲ ଦଣ୍ଡ ଦିଆଯାଇପାରେ। ପ୍ରକୃତରେ, ଗ୍ରେଟା ଥନବର୍ଗ ଜୁନ ମାସରେ ସ୍ବିଡେନରେ ଏକ...

ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ, କ୍ୱିଭ-ମସ୍କୋ ମଧ୍ୟରେ ଶୀଘ୍ର ତୃତୀୟ ବୈଠକ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ୍ ବିବାଦ ବେଳକୁ ବେଳ ତୀବ୍ର ରୂପ ନେବାରେ ଲାଗିଛି । ରୁଷିଆର ଆକ୍ରମଣ ଫଳରେ ଶୁକ୍ରବାର ସକାଳେ ୟୁକ୍ରେନରେ ଥିବା ୟୁରୋପର...

ବୟସ ୮ ହେଲେ ରୋଜଗାର ୧୮୪ କୋଟି

ନ୍ୟୁୟର୍କ,୧୯।୧୨: ଜଣେ ୮ ବର୍ଷ ବୟସ୍କ ବାଳକଙ୍କ ଚଳିତ ବର୍ଷର ରୋଜଗାର ୧୮୪ କୋଟି ଟଙ୍କା(୨୬ ନିୟୁତ ଡଲାର) ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ।...

କାବୁଲରେ ପୁଣି ବିସ୍ଫୋରଣ

କାବୁଲ,୨୯।୮: ଆଫଗାନିସ୍ତାନରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ବିଭିନ୍ନ ଦେଶ ଉଦ୍ୟମ ଚଳାଇଥିବାବେଳେ ରବିବାର କାବୁଲ ବିମାନବନ୍ଦର ନିକଟ ଖୱାଜା ବୁଗ୍‌ରା ଅଞ୍ଚଳରେ...

ଦେଶ ଛାଡିଛନ୍ତି ଜେଲେନ୍‌ସ୍କି ଖବର ମଧ୍ୟରେ ଭିଡିଓ ଜାରି କଲେ ରାଷ୍ଟ୍ରପତି

କ୍ୱିଭ୍‌,୮ ।୩: ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ କରିବାକୁ ୧୨ ଦିନ ପୂରଣ ହୋଇ ସାରିଛି । ୧୩ ଦିନରେ ବି ରୁଷିଆ ପକ୍ଷରୁ ଆକ୍ରମଣକୁ...

ନେପାଳ ରାଷ୍ଟ୍ରପତି ହସ୍ପିଟାଲରେ ଭର୍ତ୍ତି…

କାଠମାଣ୍ଡୁ,୨।୪ : ପେଟରେ ଯନ୍ତ୍ରଣା ହେଉଥିବା ଅଭିଯୋଗ ହେବା ପରେ ନେପାଳର ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲଙ୍କୁ ଶନିବାର ରାତିରେ କାଠମାଣ୍ଡୁର ତ୍ରିଭୁବନ ୟୁନିଭରସିଟି ଟିଚିଂ ଡାକ୍ତରଖାନାରେ...

ତୁରନ୍ତ ଖେରସନ୍‌ ଛାଡ଼ିବାକୁ ନାଗରିକଙ୍କୁ ନିର୍ଦ୍ଦେଶ

କିଭ୍‌,୪।୧୧: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଫେବୃଆରୀ୨୪ରୁ ଆରମ୍ଭ ହୋଇଥିବା ଯୁଦ୍ଧ ବର୍ତ୍ତମାନ ତୀବ୍ର ହେବାରେ ଲାଗିଛି। ଇତିମଧ୍ୟରେ ଖେରସନ୍‌ରେ ମୁତୟନ ହୋଇଥିବା ରୁଷିଆ ଅଧିକାରୀ...

Advertisement
Archives

Model This Week