ଡେରାବିଶରେ ୩ କରୋନା ପଜିଟିଭ ଚିହ୍ନଟ, କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଲା

କେନ୍ଦ୍ରାପଡା ଅଫିସ/ଡେରାବିଶ(ସ୍ବ.ପ୍ର.), ୧୮ା୫: ଡେରାବିଶ ବ୍ଲକ ଗୁଆଳସିଂ ପଞ୍ଚାୟତ ସୁଦର୍ଶନ ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରୁ ୧୫ଜଣ କଲିକତା ଫେରନ୍ତା ବ୍ୟକ୍ତିଙ୍କ ସ୍ବାବ ନମୁନା ସଂଗ୍ରହ ହୋଇଥିଲା। ଏମାନଙ୍କ ମଧ୍ୟରୁ ୩ ଜଣ କରୋନା ଆକ୍ରାନ୍ତ ବୋଲି ରବିବାର ଜଣାପଡିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ରହିଥିବା ବେଳେ ଜଣେ ଆଳି ବ୍ଲକ ଅଞ୍ଚଳର। ଚିହ୍ନଟ ପରେ ଆକ୍ରାନ୍ତମାନଙ୍କୁ କଟକ କୋଭିଡ ଚିକିତ୍ସାଳୟକୁ ସ୍ଥାନାନ୍ତାର କରାଯାଇଛି। ଏହି ୩ଜଣଙ୍କ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଞ୍ଚିଛି। ଏ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମା ସୋମବାର ସୂଚନା ପ୍ରଦାନ କରି କହିଛନ୍ତି ଯେ, ଆକ୍ରାନ୍ତମାନେ ଗତ ୯ ତାରିଖରେ କୋଲକାତାରୁ ଆସି ସଂଗରୋଧ କେନ୍ଦ୍ରରେ ରହିଥିଲେ। କେନ୍ଦ୍ର ନିକଟରେ ସିଆରପିସି ଧାରା ୧୪୪ ଲାଗୁ ହୋଇଥିବାରୁ କଣ୍ଟେନମେଣ୍ଟ ଜୋନର ଆବଶ୍ୟକତା ନାହିଁ। ତେବେ ଆକ୍ରାନ୍ତଙ୍କ ସହ ରହୁଥିବା ସଂଗରୋଧ କେନ୍ଦ୍ରର ୫୦ ଜଣଙ୍କ ସ୍ବାବ ନମୁନା ସଂଗ୍ରହ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଜମି ନିଜ ନାଁରେ କରୁଛନ୍ତି ସରକାର

ପୁରୀ ଅଫିସ,୨୧।୧୨: ମଠ ସମ୍ପତ୍ତିର ମାଲିକ ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ହେଲେ ଜଗନ୍ନାଥ ସମ୍ପତ୍ତିର ମାଲିକ କିଏ? ରାଜ୍ୟ ସରକାର ଜଗନ୍ନାଥ ସମ୍ପତ୍ତିକୁ ଶାଗମାଛ ଦରରେ...

ବାଇକ୍‌କୁ ଧକ୍କା ଦେଲା କାର୍‌: ୨ ଗୁରୁତର

ରାୟଗଡ଼ା ଅଫିସ,୧।୧: ରାୟଗଡ଼ା ସହରର ସିରିଗୁଡ଼ା ନିକଟରେ ଥିବା ଜୟଗୁରୁ ମନ୍ଦିର ସମ୍ମୁଖରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ (ଓଡି୧୮ଡି ୭୭୪୭) କୋରାପୁଟ...

କରୋନା ମୁକାବିଲାରେ ମୋଦି ସରକାର ସଫଳ

ନୂଆଦିଲ୍ଲୀ,୨୪ା୪: ପ୍ରାଣଘାତୀ କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏଥିରୁ ଭାରତ ବାଦ୍‌ ଯାଇନି। ଦେଶରେ ଏବେ କରୋନା ମୃତ୍ୟୁ ୬୯୧ରେ ପହଞ୍ଚି ଥିବାବେଳେ...

ଲବ କୁମାର ବିଜୟୀ

ଅମରପାଲି,୨୭।୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଜୋନ-୧ ରେ କଂଗ୍ରେସର ଲବ କୁମାର ସାହୁ ବିଜୟୀ ହୋଇଛନ୍ତି। ସେ ବିଜେଡିର ରଞ୍ଜିତ ରଥଙ୍କଠାରୁ ୧୮୮୩ ଖଣ୍ଡ ଭୋଟ...

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି ଅଭିଯୋଗରେ ଓ୍ବେବପୋର୍ଟାଲ ଖବରଦାତା ଗିରଫ

ନୂଆପଡା ଅଫିସ,୪।୪- ରାଜ୍ୟ ପୋଲିସ ପ୍ରଶାସନ କରୋନା ନାଁରେ ଗୁଜବ କିମ୍ବା ବିଭ୍ରାନ୍ତି ସୃଷ୍ଟି ନ କରିବାକୁ ସବୁବେଳେ ତାଗିଦା କରୁଛି। ଏଭଳିକି କେତେଜଣଙ୍କୁ ଗିରଫ...

ମନ୍ଦିର ହୁଣ୍ଡି, ଆଲମାରି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି

ନିରାକାରପୁର, ୨୬।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାମ ମନ୍ଦିର ଓ ସାଇ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ...

କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର...

୩୭୧ ହିତାଧିକାରୀଙ୍କୁ ପୁଷ୍ଟି କିଟ୍‌

ବାଲେଶ୍ୱର ଅଫିସ,୨୦।୧୨: ବାଲେଶ୍ୱର ଜିଲା ସ୍ବାସ୍ଥ୍ୟ ପ୍ରଶାସନ ସହଯୋଗିତାରେ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଅଭିଯାନ ସହ ଯୋଡ଼ି ହୋଇଛି ସୁବର୍ଣ୍ଣରେଖା ପୋର୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ (ଏସ୍‌ପିପିଏଲ୍‌)।...

Advertisement
Archives

Model This Week