Posted inଜାତୀୟ

ଡେରା ବାବା ନାନକରେ ମହିଳା ଏବଂ ପୁରୁଷ ଆତଙ୍କବାଦୀଙ୍କ ପ୍ରବେଶ: ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୬।୧୧: କରତାର୍‌ପୁର କରିଡୋର ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ନଭେମ୍ବର ୯ରେ ଡେରା ବାବା ନାନକଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରତାର୍‌ପୁର କରିଡୋରର ଲୋକାର୍ପଣ କରିବେ। ତେବେ ଏହା ପୂର୍ବରୁ ଏଠାରେ ଆତଙ୍କବାଦୀମାନେ ପ୍ରବେଶ କରିଥିବା ନେଇ ଗୋଇନ୍ଦା ବିଭାଗ ପକ୍ଷରୁ କୁହାଯାଇଛି। ଆତଙ୍କବାଦୀଙ୍କ ମଧ୍ୟରେ ଉଭୟ ମହିଳା ଏବଂ ପୁରୁଷ ଥିବା କୁହାଯାଉଛି। ସେମାନଙ୍କୁ ଶକରଗଡ଼ ଏବଂ ନୋରୋଓ୍ବାଲ ସ୍ଥିତ ଶିବିରରେ ତାଲିମ୍‌ ଦିଆଯାଇଛି ବୋଲି ଗୋଇନ୍ଦା ବିଭାଗ କହିଛି। ନଭେମ୍ବର ୧୨ରେ ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଳୁ କରତାରପୁର ଯାତ୍ରା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଭାଷୀ ସୂତ୍ରକୁ ତାମିଲନାଡୁର ବିରୋଧ

ଚେନ୍ନାଇ, ୪ା୮: ନୂତନ ଜାତୀୟ ଶିକ୍ଷାନୀତିରେ ତ୍ରିଭାଷୀ ସୂତ୍ର ଦୁଃଖଦ ଓ ଯନ୍ତ୍ରଣାଦାୟକ ବୋଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ କହିବା ସହ ଏହାକୁ କାର୍ଯ୍ୟକାରୀ...

ଏମିତି ବିବାହରେ କେରଳ ସରକାର ଯୋଗାଇ ଦେବେ ଘର

ଥିରୁଭାନନ୍ତପୁରମ,୭।୩: କେରଳ ସରକାର ଏବେ ଇଣ୍ଟର-କାଷ୍ଟ ମ୍ୟାରେଜ ପାଇଁ ଘର ଯୋଗାଇ ଦେବେ ବୋଲି କହିଛନ୍ତି। କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଶନିବାର ଏହି ସୂଚନା...

ଛାତ୍ରୀଙ୍କୁ କଲେଜ ଗେଟ୍‌ରେ ଅଟକାଇଲେ

ବେଙ୍ଗାଲୁରୁ,୩।୨: କର୍ନାଟକ ଏକ କଲେଜରେ ହିଜାବ ପିନ୍ଧି ଆସୁଥିବା ଛାତ୍ରୀଙ୍କୁ କ୍ଲାସରୁମ୍‌ରେ ପ୍ରବେଶ କରିବାକୁ ଦିଆଯାଉ ନାହିଁ। ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଏହି...

ଆଜି ପହଞ୍ଚିବେ ୧୨ ଚିତା

ନୂଆଦିଲ୍ଲୀ, ୧୮ା୨: ଦକ୍ଷିଣ ଆଫ୍ରିକାରୁ ଆସୁଥିବା ୧୨ ଚିତାବାଘ ଶନିବାର ଭାରତରେ ପହଞ୍ଚତ୍ବେ। ସେଥିରେ ୭ ପୁରୁଷ ଓ ୫ ମାଈ ଚିତା ଅଛନ୍ତି। ଭାରତୀୟ...

ତୃଣମୂଳ କଂଗ୍ରେସ ଦୁର୍ନୀତିରେ ରେକର୍ଡ କରିଛି: ମୋଦି

ନୂଆଦିଲ୍ଲୀ,୨୧।୩: ପଶ୍ଚିମବଙ୍ଗରେ ମାର୍ଚ୍ଚ ୨୭ରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ କରାଯିବ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭୋଟରଙ୍କୁ ହାତେଇବା...

କଂଗ୍ରେସକୁ ଟକ୍କର ଦେବାକୁ ସଜ ହେଉଛନ୍ତି ଅମରିନ୍ଦର, ଉଦଘାଟନ କଲେ କାର୍ଯ୍ୟାଳୟ

ଚଣ୍ଡିଗଡ଼,୭।୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ବସ୍ତୁତ ହେଉଛନ୍ତି। ୨୦୨୨ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡି ପଞ୍ଜାବ ଲୋକ...

ବାଂଲାଦେଶରୁ ୧୬୯ ଭାରତୀୟଙ୍କୁ ଏୟାର ଲିଫ୍ଟ୍‌ କରିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୫: ବାଂଲାଦେଶରେ ଥିବା ୧୬୯ ଭାରତୀୟଙ୍କୁ ଏୟାର ଇଣ୍ଡିଆ ପକ୍ଷରୁ ବନ୍ଦେ ଭାରତ ମିଶନ ଅନ୍ତର୍ଗତ ଏୟାର ଲିଫ୍ଟ କରାଯିବ। ସେମାନେ ଢ଼ାକାରୁ ଆସି ଜମ୍ମୁ-କଶ୍ମୀରର...

କେଜ୍ରିଓ୍ବାଲ୍‌ଙ୍କ କଡ଼ା ଜବାବ: ଗିରଫ ସତ୍ୟେନ୍ଦ୍ର ଜୈନ ଜଣେ ସଚ୍ଚୋଟ ବ୍ୟକ୍ତି, ତାଙ୍କୁ ପଦ୍ମଭୂଷଣ ଦିଆଯାଉ

ନୂଆଦିଲ୍ଲୀ,୧।୬: ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରାଯିବା ପରେ ଭାଜପା ବାରମ୍ବାର ଆମ ଆଦମୀ ପାର୍ଟି ଉପରେ ଟାର୍ଗେଟ୍‌ କରୁଛି।...

Advertisement
Archives

Model This Week