Posted inଖେଳ

ଡୋପିଂ ମାମଲାରେ ବିଶ୍ୱ ଚାମ୍ପିୟନ : ନାସେର ସସ୍‌ପେଣ୍ଡ

ମୋନାକୋ, ୬ା୬ (ଏପି)- ଡୋପ୍‌ ଟେଷ୍ଟ ପାଇଁ ଉପସ୍ଥିତ ନ ରହିିବାରୁ ମହିଳା ୪୦୦ ମିଟର ବିଶ୍ୱ ଚାମ୍ପିୟନ ସାଲଓ୍ବା ଇଦ୍‌ ନାସେରଙ୍କୁ ଶୁକ୍ରବାର ସାମୟିକ ସସ୍‌ପେଣ୍ଡ କରାଯାଇଛି। ବାହାରିନ୍‌ର ଏହି ସ୍ପ୍ରିଣ୍ଟର ହୋୟାରଏବାଉଟ୍ସ ନିୟମ ଉଲ୍ଲଂଘନ କରିଛନ୍ତି। ନାସେରଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗ ଯଦି ପ୍ରମାଣିତ ହୁଏ ତେବେ ସେ ଆସନ୍ତା ବର୍ଷ ହେବାକୁଥିବା ଅଲିମ୍ପିକ୍ସରେ ଭାଗନେଇ ପାରିବେ ନାହିଁ। ନାସେର ଗତ ଅକ୍ଟୋବରରେ ୪୮.୧୪ ସେକେଣ୍ଡ ଟାଇମିଂରେ ବିଶ୍ୱ ଟାଇଟଲ ଜିତିଥିଲେ। ୧୯୮୫ପରଠାରୁ କୌଣସି ମହିଳା ଆଥଲେଟ୍‌ଙ୍କ ପକ୍ଷେ ଏହା ହେଉଛି ସବୁଠାରୁ ଦ୍ରୁତତ୍ତମ ସମୟ। ଆଥଲେଟମାନେ ସେମାନଙ୍କ ଅବସ୍ଥିତି ସମ୍ପର୍କରେ ନିୟମିତ ଅବଗତ କରାଇବା ଆବଶ୍ୟକ ଏହାଦ୍ୱାରା ଡୋପିଂ ନିବାରଣ କର୍ତ୍ତୃପକ୍ଷ ପ୍ରତିଯୋଗିତା ବାହାରେ ଆକସ୍ମିକ ଡୋପ୍‌ ଟେଷ୍ଟ କରାଇ ପାରିବେ। ସୂଚନାଯୋଗ୍ୟ, ଇପିଓ ପାଇଁ ଅଲିମ୍ପିକ ଷ୍ଟିପଲଚେଜ୍‌ ଚାମ୍ପିୟନ ରୁଥ୍‌ ଜେବେଟ୍‌ ଗତ ମାର୍ଚ୍ଚ ମାସରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି। ଅଲିମ୍ପିକ ରନର୍ସଅପ୍‌ ଇୟୁନିସ୍‌ କିରଓ୍ବା ଗତ ବର୍ଷ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କରୋନାକୁ ହରାଇଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୯।୪: କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର କରୋନାକୁ ପରାସ୍ତ କରିଛନ୍ତି। ସଚିନ ତେନ୍ଦୁଲକରଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛନ୍ତି। ସଚିନ ଏବେ କିଛି ଦିନ ଘରେ ବିଶ୍ରାମ...

ପାକିସ୍ତାନକୁ ୩୩୭ ରନ୍‌ର ଟାର୍ଗେଟ ଦେଲା ଭାରତ

ମାଞ୍ଚେଷ୍ଟର, ୧୬।୬: ଓଲ୍ଡ ଟ୍ରାଫର୍ଡରେ ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲଟେଜ ମ୍ୟାଚ୍‌ ଖେଳାଯାଉଛି। ଟସ୍‌ ହାରି...

୧୦୦ବର୍ଷରେ ପଦାର୍ପଣ କଲେ ଅଲିମ୍ପିକ ଚାମ୍ପିୟନ

ବୁଦାପେଷ୍ଟ, ୧୦ା୧ (ଏପି)-ବିଶ୍ୱରେ ଜୀବିତ ଥିବା ସବୁଠାରୁ ବୟସ୍କା ଅଲିମ୍ପିକ ଚାମ୍ପିୟନ ହେଲେ ଆଗ୍ନିସ କେଲେଟି। ଏବେ ସେ ୧୦୦ ବର୍ଷରେ ପଦାର୍ପଣ କରିଛନ୍ତି। କେଲେଟି...

ପିଙ୍କ୍‌ ବଲ୍‌ କ୍ରିକେଟ

ଏପର୍ଯ୍ୟନ୍ତ ୧୧ଟି ପିଙ୍କ୍‌ ବଲ୍‌ ଟେଷ୍ଟ ସଫଳତାର ସହ ଆୟୋଜନ ହୋଇଛି। ଅବଶ୍ୟ ଥରେ ମାତ୍ର ମହିଳା ଦିବାରାତ୍ର ଟେଷ୍ଟ ଖେଳାଯାଇଛି। ଦିବାରାତ୍ର ଟେଷ୍ଟ ଦେଖିବାକୁ...

ସିନ୍ଧୁ, ସାଇନା, ଶ୍ରୀକାନ୍ତଙ୍କୁ ସାହାଯ୍ୟ କରିବେ କୋଚ୍‌ ସାଣ୍ଟୋସୋ

ନୂଆଦିଲ୍ଲୀ,୨୮।୨- ଇଣ୍ଡୋନେସିଆର କିମ୍ବଦନ୍ତୀ କୋଚ ଅଗୁସ ଡ୍ବି ସାଣ୍ଟୋସୋ ବହୁ ବିଶ୍ୱ ଚାମ୍ପିୟନ ଓ ଅଲିମ୍ପିକ୍ସ ପଦକଧାରୀ ଶଟଲର ସୃଷ୍ଟି କରିଛନ୍ତି। ଆଗାମୀ କିଛି ସପ୍ତାହରେ...

ଫର୍ମୁଲା-୨କୁ ଫେରିବେ ଅର୍ଜୁନ ମାଇନି

ନୂଆଦିଲ୍ଲୀ, ୨୫ା୬ (ପି.ଟି.)-ଆସନ୍ତା ଅଷ୍ଟ୍ରିଆ ଓ ସିଲଭରଷ୍ଟୋନ୍‌ ରାଉଣ୍ଡ ପାଇଁ ଏଫ୍‌ଆଇଏ ଫର୍ମୁଲା-୨ ଗ୍ରୀଡ୍‌କୁ ସାମୟିକ ଫେରିବେ ଯୁବ ଭାରତୀୟ ରେସର ଅର୍ଜୁନ ମାଇନି। ମଙ୍ଗଳବାର...

ଅଲିମ୍ପିକ୍ସ ଆୟୋଜନ ବିରୋଧରେ ଜାପାନରେ ଜନ ଅସନ୍ତୋଷ

ଟୋକିଓ,୧୩।୫(ଏପି): ଟୋକିଓ ଅଲିମ୍ପିକ୍ସ ଆୟୋଜନ ନେଇ ଜାପାନରେ ବିରୋଧ ପ୍ରଦର୍ଶନ କରିବା ସହ ଲୋକେ ଅସନ୍ତୋଷ ଜାହିର କରିଛନ୍ତି। ଅଲିମ୍ପିକ୍ସକୁ ବାତିଲ କରିବା ନେଇ ଦାବି...

ମଞ୍ଚେଷ୍ଟରରେ ଢୋଲ ବଜାଉଥିବା ନଜର ଆସିଲେ ମେସି, ଜର୍ସି ପିନ୍ଧି ପାକିସ୍ତାନକୁ କଲେ ସମର୍ଥନ !

ମଞ୍ଚେଷ୍ଟର, ୨।୯: ଲୋକପ୍ରିୟ ଫୁଟବଲର୍‌ ଲିଓନେଲ ମେସି ବାର୍ସିଲୋନା କ୍ଲବ ଛାଡିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ତାଙ୍କୁ କିଣିବା ପାଇଁ ମଞ୍ଚେଷ୍ଟର ସିଟି ପ୍ରମୁଖ ଦାବିଦାର...

Advertisement
Ten Cric Info


Archives

Model This Week