Posted inଜାତୀୟ

ଡୋଭାଲଙ୍କ କଶ୍ମୀର ଭିଡ଼ିଓ: ଲୋକଙ୍କୁ ଅର୍ଥ ଲୋଭ ଦେଖାଇ କରାଯାଇଥିବା ଅଭିଯୋଗ କଲେ ଗୁଲାମ୍‌ନବୀ ଆଜାଦ୍‌

ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ନେଇ ଶୁଟିଂ କରାଯାଇଥିବା ଭିଡ଼ିଓରେ କୌଣସି ସତ୍ୟାସତ୍ୟ ନାହିଁ ବୋଲି କଂଗ୍ରେସର ବରିଷ୍ଠ ନେତା ଗୁଲାମ୍‌ନବୀ ଆଜାଦ୍‌ ଅଭିଯୋଗ କରିଛନ୍ତି। ଭିଡ଼ିଓରେ ଭାରତୀୟ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ ସ୍ଥାନୀୟ ଲୋକଙ୍କ ସହିତ ଏକାଠି ରାସ୍ତାକଡ଼ରେ ଖାଉଥିବାର ଦୃଶ୍ୟ ରହିଛି। ଲୋକଙ୍କୁ ଅର୍ଥ ଲୋଭ ଦେଖାଇ ଏହାର ଶୁଟିଂ କରାଯାଇଥିବା ଗୁଲାମ୍‌ନବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

ମାଟିତଳୁ ମିଳିଲା ବଙ୍କର ହିଲ୍‌ ଯୁଦ୍ଧ ସମୟର ଦୁର୍ଗ, ଗୁଳି

ବୋଷ୍ଟନ, ୧୮ା୬ (ଏ.ପି.): ଆମେରିକାର ସ୍ୱାଧୀନତା ସଂଗ୍ରାମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରଣାଙ୍ଗନ ଭାବେ ପରିଚିତ ‘ବଙ୍କର ହିଲ୍‌’ର ମାଟି ତଳୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ୧୭୭୫ ମସିହା ଯୁଦ୍ଧର ଅନେକ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri