ରୂପ୍ସା, ୨୯।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗହୀରସିମୁଳିଆଠାରେ ୫ଜଣ ଡକାୟତ ଜଣେ ଟ୍ରକ୍ ଡ୍ରାଇଭରଙ୍କୁ ଛୁରିରେ ଆକ୍ରମଣ କରି ତାଙ୍କଠାରୁ ୭ହଜାର ଟଙ୍କା, ମୋବାଇଲ ସହ ଆଳୁ ବସ୍ତା ଲୁଟି ନେଇଛନ୍ତି। ଏ ସଂକ୍ରାନ୍ତରେ ଶନିବାର ପୋଲିସ ଏକ ମାମଲା (ନଂ. ୭୪/୨୦) ରୁଜୁ କରି ୪ଜଣ ଡକାୟତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବସ୍ତା ଥାନା ସାନଖୁଡ଼ି ଗ୍ରାମର ତପନ କୁମାର ଦାସ, କରୁଣାକର ଦାସ, ସଞ୍ଜୟ ଦାସ ଓ ମଥାନୀର ତାରୁ ଦାସ।
ମୁଜାଫରପୁର ଜିଲା ବସ୍ତାକାଜି ଅଞ୍ଚଳର ଟ୍ରକ୍ ଡ୍ରାଇଭର ବ୍ରଜକିଶୋର ସିଂ ରାଜପଥ ପାର୍ଶ୍ୱରେ ଟ୍ରକ୍କୁ ଅଟକାଇଥିଲେ। ଏହି ସମୟରେ ୨ଟି ବାଇକ୍ରେ ୫ଜଣ ଡକାୟତ ଆସି ତାଙ୍କୁ ଛୁରିରେ ଆକ୍ରମଣ କରି ଭୟଭୀତ କରାଇ ଲୁଟ୍ କରିବାର ସମର୍ଥ ହୋଇଥିଲେ। ଅଭିଯୋଗ ପରେ ଆଇଆଇସି ମାନସ କୁମାର ଦେଓ, ଏସ୍ଆଇ ପ୍ରଶାନ୍ତ କୁମାର ପାଣି ସଦଳବଳେ ଚଢ଼ାଉ କରି ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ସେମାନଙ୍କଠାରୁ ୨ଟି ବାଇକ୍, ଚୋରି ମୋବାଇଲ ଓ ଟଙ୍କା ଜବତ ହୋଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍
ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…
ଦିଗପହଣ୍ଡିରେ ବାହୁଡ଼ା ଯାତ୍ରାର ଦିନକ ପରେ ଟଣା ହେଲା ରଥ, ସହସ୍ରାଧିକ ଭକ୍ତଙ୍କ ସମାଗମ
ଦିଗପହଣ୍ଡି,୨୫ା୭(ଅଶେଷ ନାଥ ମିଶ୍ର): ପୂର୍ବ ପ୍ରଚଳିତ ପରମ୍ପରା ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିରେ ବାହୁଡ଼ା ଯାତ୍ରାର ଦିନକ ପରେ ଅର୍ଥାତ୍ ଆଷାଢ଼ ଶୁକ୍ଳ ହରିଶୟନ ଏକାଦଶୀ ତିଥିରେ…
ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ୩ୟ ଶ୍ରେଣୀ ଛାତ୍ରୀଙ୍କ ଜୀବନ
ଦିଗପହଣ୍ଡି,୨୫ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମେଘଝୋଳି ଗ୍ରାମରେ ଶନିବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଅଘଟଣ ଘଟିଛି। ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର…
ବଙ୍ଗୋପସାଗରରେ ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ୩ ଦିନ ସମୁଦ୍ର ପ୍ରବେଶ ମନା, ଚିନ୍ତାରେ…
ଛତ୍ରପୁର,୨୫ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବ୍ୟାପକ ବର୍ଷା ଏବଂ ପବନ ବୃଦ୍ଧି ପାଇବାର ପୂର୍ବାନୁମାନ କରାଯାଇଛି। ଭାରତୀୟ…
ହୋଟେଲ୍ରେ ଚଢ଼ାଉ: ୧୧.୧୬୫ କିଲୋଗ୍ରାମ ଚନ୍ଦନକାଠ ଜବତ, ଜଣେ ଗିରଫ
କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ପକ୍ଷରୁ ଶନିବାର ଦିନ ଏକ ବଡ଼ଧରଣର ଚଢ଼ାଉ କରାଯାଇ ଧଳା ଚନ୍ଦନ କାଠ ଚୋରା ଚାଲାଣ ଅଭିଯୋଗରେ ଜଣେ…
ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ
କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…
କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା
ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍କା ଲାଗିଛି।…
କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ
ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…
Archives

