ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାର ଅଞ୍ଚଳରୁ ଜଣେ ଡ୍ରାଇଭରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ପୁରୀ ବ୍ରହ୍ମଗିରି ଅଞ୍ଚଳ ସୁନୀଲ ସେଠୀ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ପଚରାଉଚରା କରିବା ସହ ତଦନ୍ତ ଜାରି ରହିଛି। ଯୁବକ ଜଣକ ଭୁବନେଶ୍ୱରରେ ରହି ଡ୍ରାଇଭର ଭାବେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୬।୭ (ବ୍ୟୁରୋ): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଏହାକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଶୁକ୍ରବାରଠାରୁ ବୁଷ୍ଟର ଡୋଜ୍‌...

ସମ୍ମୁଖରେ ଜଗିଛି ପୋଲିସ, ପଛପଟୁ ଚୋରି

ଭଞ୍ଜନଗର,୨୬।୭(ଡି.ଏନଏ)-ଭଞ୍ଜନଗର ଷ୍ଟେଟବ୍ୟାଙ୍କ ଛକ ସହରର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ। ବ୍ୟାଙ୍କ ଥିବା ଯୋଗୁ ଏଠାରେ ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।...

୬୨୬ ଫୁଟ୍‌ରେ ହୀରାକୁଦର ଜଳସ୍ତର: ପୁଣି ଖୋଲିପାରେ ଅଧିକ ଗେଟ୍‌

ସମ୍ବଲପୁର,୧୬ା୮(ବ୍ୟୁରୋ): ଉପର ମୁଣ୍ଡରେ ଲଗାଣ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ମଙ୍ଗଳବାର ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍‌ରୁ...

‘ସମ୍ପର୍କୀୟଙ୍କୁ ଥାର୍ଡ ଡିଗ୍ରୀ ପ୍ରୟୋଗ କରାଯାଉଛି’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଜେଡିରୁ ବହିସ୍କୃତ ହେବା ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ତାଙ୍କର ସମ୍ପର୍କୀୟଙ୍କୁ ପୋଲିସ ଥାନାକୁ ଡକାଇ ଥାର୍ଡ ଡିଗ୍ରୀ...

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ...

ଜଳିଗଲାଣି ଧାନଗଛ, ଚିନ୍ତାରେ ଚାଷୀ

ଉଲୁଣ୍ଡା, ୨୩ା୭ (ଡି.ଏନ.ଏ.) ଶ୍ରାବଣ ମାସର ଆଦ୍ୟ ଚଉଠି, ଚାରିଦିଗୁ ମେଘ ଆସିବ ଘୋଟି। ଫେଲ ମାରିଲା ଏହି ଖନା ବଚନ। ଚଳିତ ବର୍ଷ ଶ୍ରାବଣ...

ଆଜି କ୍ୟାବିନେଟ: ୧୦ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବାକୁ ଥିବା...

ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement
Archives

Model This Week