‘ଡ୍ରାଇଭ୍‌’ର ପ୍ରଥମ ଗୀତ ‘ମଖ୍‌ନା..’ ରିଲିଜ୍‌: ମସ୍ତି ମୁଡ୍‌ରେ ସୁଶାନ୍ତ-ଜ୍ୟାକ୍‌ଲିନ୍‌

ଅଭିନେତା ସୁଶାନ୍ତ ସିଂହ ରାଜପୁତ ଏବଂ ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌ଙ୍କ ଅଭିନୀତ ଫିଲ୍ମ ‘ଡ୍ରାଇଭ୍‌’ ର ପ୍ରଥମ ଗୀତ ରିଲିଜ୍‌ ହୋଇଛି। ଗୀତ ‘ମଖ୍‌ନା…’ରେ ଏହି ଯୋଡ଼ିଙ୍କ କ୍ୟୁଟ୍‌ କେମେଷ୍ଟ୍ରୀ ସମ୍ପୂର୍ଣ୍ଣ ବାରିହୋଇ ପଡ଼ୁଛି। ଗୀତରେ ସମସ୍ତ କଳାକାରଙ୍କୁ ମସ୍ତି ମୁଡ୍‌ରେ ଦେଖିବାକୁ ମିଳୁଛି। କେତେବେଳେ ସେମାନେ ପାର୍ଟି କରୁଛନ୍ତି ତ ଆଉ କେତେବେଳେ ବୁଲୁଛନ୍ତି। ଗୀତକୁ ଦେଖିଲେ ଯାହା ମନେହେଉଛି, ଏହାର କାହାଣୀ ଏମିତି ବନ୍ଧୁଙ୍କ ଉପରେ ଆଧାରିତ ଯେଉଁମାନେ କାମ ଏବଂ ଘରଠାରୁ ଦୂରେକୁ ଯାଇ ମସ୍ତି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତଙ୍କଠାରୁ କାର୍ତ୍ତିକଙ୍କ ପର୍ଯ୍ୟନ୍ତ ଏମିତି କେତେଜଣଙ୍କୁ ଡେଟ କରିଛନ୍ତି ସାରା

ମୁମ୍ବାଇ: ବଲିଉଡରେ ନିଜର ଅଭିନୟ ବଳରେ ଦର୍ଶକଙ୍କ ନିକଟତର ହୋଇଥିବା ସାରା ଅଲି ଖାଁ ୨୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ୧୯୯୫ରେ ସାରାଙ୍କ...

ଡୋନାଲ୍ଡ ଟ୍ରମ୍ପଙ୍କ ବାୟୋପିକରେ କାମ କରିବାକୁ ଚାହାନ୍ତି ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ବେଶ୍‌ କିଛି ସମୟ ପରେ ପୁଣି ବଡ ପରଦାକୁ ଫେରିଛନ୍ତି। ଐତିହାସିକ ମୁଭି ‘ପାନିପତ’ରେ ପୁଣିଥରେ ସଞ୍ଜୟଙ୍କର ଦମଦାର...

ଜନ୍ବଦିନରେ ବଡ଼ ନିଷ୍ପତ୍ତି ନେଲେ ଅମିତାଭ ବଚ୍ଚନ

ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ନିଜ ଜନ୍ମଦିନରେ ଏକ ବଡ ଘୋଷଣା କରିଛନ୍ତି। ସେ ଗୁଡ୍‌ଖା କମ୍ପାନୀ କମଲା ପସନ୍ଦ ସହ ଚୁକ୍ତି ବାତିଲ କରିଛନ୍ତି।...

କଙ୍ଗନାଙ୍କୁ ନେଇ ଦମଦାର ମୁଭି ଭେଟି ଦେବାକୁ ପ୍ରସ୍ତୁତ ହେଲେଣି ବିବେକ ଅଗ୍ନିହୋତ୍ରୀ

ମୁମ୍ବାଇ: ବଲିଉଡ୍ ମୁଭି ‘ ଦ କଶ୍ମୀର ଫାଇଲ୍ସ’ ଏବେ ଖୁବ୍ ଚର୍ଚ୍ଚାରେ । ଏହାର ନିର୍ଦ୍ଦେଶକ ବିବକେ ଅଗ୍ନିହୋତ୍ରୀ ଏବେ ତାଙ୍କ ଆଗାମୀ ପ୍ରୋଜେକ୍ଟକୁ...

ଗୋଟିଏ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ପ୍ରିୟଙ୍କା ଚୋପ୍ରା

ବଲିଉଡରୁ ହଲିଉଡ୍‌କୁ ଜମ୍ପ୍‌ ମାରିଥିବା ପ୍ରିୟଙ୍କା ଚୋପ୍ରା ଏବେ କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱରେ ଏକ ଜଣାଶୁଣା ନାମ। ପ୍ରିୟଙ୍କା ନିଜ କାର୍ଯ୍ୟ ଦ୍ୱାରା...

ମନ ମୋର କାଗଜଗୁଡ଼ି

ନୂଆ ଓଡ଼ିଆ ସିନେମା ‘ମନ ମୋର କାଗଜ ଗୁଡ଼ି’ର ପୋଷ୍ଟ ପ୍ରଡକ୍ସନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ଏବଂ ଖୁବ୍‌ ଶୀଘ୍ର ରିଲିଜ ହେବ ବୋଲି...

ଦୁର୍ଘଟଣାର ଶିକାର ହେଲେ ଏହି ଅଭିନେତା

ଛୋଟ ପରଦାର ଚର୍ଚ୍ଚିତ ରିଆଲିଟି ଶୋ’ ‘ବିଗ୍‌ ବସ୍‌-୧୪’ର ପ୍ରତିଯୋଗୀ ରହିସାରିଥିବା ଅଭିନେତା ନିଶାନ୍ତ ସିଂହ ମଲଖାନ ଦୁର୍ଘଟଣାର ଶିକାର ହୋଇଛନ୍ତି। ସେ ମୁମ୍ବାଇରୁ ଜେସଲମେର...

ଅଭିନୟଠାରୁ ଅଧିକ ବିବାଦକୁ ନେଇ ଚର୍ଚ୍ଚାରେ ଥାନ୍ତି ଏହି ଅଭିନେତା; ଏବେ ୧୩୭ କୋଟି ସମ୍ପତ୍ତିର ମାଲିକ

ବମ୍ବେ: ବଲିଉଡ୍‌ର ମୁନ୍ନାଭାଇ କହିଲେ ଅଭିନେତା ସଞ୍ଜୟ ଦତ୍ତଙ୍କୁ ବୁଝାଯାଏ। ୮୦ ଦଶକରୁ ଅଭିନୟ ଦୁନିଆରେ ଆକ୍ଟିଭ୍‌ ଥିବା ସଞ୍ଜୁ ବାବା ନିଜର କର୍ମ, ବ୍ୟକ୍ତିଗତ...

Advertisement
Archives

Model This Week