ଡ୍ରାଗନର ଦାଦାଗିରି: ଦକ୍ଷିଣ ଚାଇନା ସାଗରରେ ଆମେରିକାର ପରମାଣୁ ଜାହାଜ ଉପରେ ଆକ୍ରମଣ

ୱାଶିଂଟନ,୮ ।୧୦: ଦକ୍ଷିଣ ଚାଇନା ସାଗରରେ ଆମେରିକା ଓ ଚାଇନା ମଧ୍ୟରେ ଉତ୍ତେଜନା ପରିସ୍ଥିତି ବେଳକୁ ବେଳ ବଢିବାରେ ଲାଗିଛି । ଅନ୍ୟପଟେ ତାଇୱାନ ମାମଲାରେ ମଧ୍ୟ ଦୁଇ ଦେଶ ଆକ୍ରମଣାତ୍ମକ ଢଙ୍ଗିରେ ମୁହାଁମୁହିଁ ହୋଇଥିଲେ । ଇତିମଧ୍ୟରେ ଦକ୍ଷିଣ ଚାଇନା ସାଗରରେ ଚାଇନା ଆମେରିକାର ପରମାଣୁ ଜାହାଜ ଉପରେ ଆକ୍ରମଣ କରିଛି । ହେଲେ ଏହି ଆକ୍ରମଣ କାହା ଉପରେ କରାଯାଇଛି ଆଉ କିଏ କରିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଆମେରିକା ଅଧିକାରୀଙ୍କ କହିବା କଥା ହେଲା ବୁଡାଜାହଜ ଏକ ଅଜଣା ବସ୍ତୁ ସହ ଧକ୍କା ଖାଇଛି ଏଥିରେ କୌଣସି କ୍ଷତି ହୋଇନାହିଁ । ଜାହାଜଟି ଅପରେଶନ ସ୍ଥିତିରେ ରହିଛି । ସୂଚନା ଯୋଗ୍ୟ, ପ୍ରାୟ ୫ ଦିନ ଆଗରୁ ଏହି ଘଟଣା ଘଟିଥିଲେ ବି ସୁରକ୍ଷା ଦୃଷ୍ଟିରୁ ଏହାକୁ ସାର୍ବଜନିନ କରାଯାଇ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ଙ୍କୁ ‘ସୁପ୍ରିମ’ ଝଟ୍‌କା: ନିଷ୍ପତ୍ତି ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଏକ ଝଟକା ଲାଗିଛି। ଜନ୍ମରୁ ନାଗରିକତା ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ ଉପରେ କୋର୍ଟ...

‘ବିଶ୍ୱରେ ତାଙ୍କ ପରି କେହି ନାହିଁ, ୧୦୦ ପ୍ରତିଶତ ହେବ ଚୁକ୍ତି’, Giorgia Meloniଙ୍କୁ ଭେଟିବା ପରେ ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ଭେଟିଥିଲେ, ଯିଏ ଗୁରୁବାର ଶୁଳ୍କ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସର ଏକ ସରକାରୀ...

Houthi ବିଦ୍ରୋହୀଙ୍କ ଉପରେ ପୁଣି ଆମେରିକା ସେନାର ଆକ୍ରମଣ, ବୋମା ମାଡରେ ୩୮ ମୃତ, ୧୦୨ ଆହତ

ଦୁବଇ,୧୮।୪: ୟେମେନର Houthi ବିଦ୍ରୋହୀମାନେ ଦାବି କରିଛନ୍ତି ଯେ ଆମେରିକା ରାସ ଇସା ତୈଳ ବନ୍ଦର ଉପରେ ବିମାନ ଆକ୍ରମଣ କରିଛି। ଏହି ଆକ୍ରମଣରେ ଅତି...

ପାକିସ୍ତାନକୁ ନାଲି ଆଖି ଦେଖାଇଲା ବାଂଲାଦେଶ! କହିଲା କ୍ଷମା ମାଗୁ ପାକିସ୍ତାନ, ଜାଣନ୍ତୁ Yunusଙ୍କ ପ୍ଲାନ

ଢାକା,୧୮।୪: ୧୯୭୧ ମସିହାର ମୁକ୍ତି ଯୁଦ୍ଧ ସମୟରେ ପାକିସ୍ତାନୀ ସେନା ଦ୍ୱାରା ବଙ୍ଗାଳୀମାନଙ୍କ ଉପରେ ହୋଇଥିବା ଅତ୍ୟାଚାର ପାଇଁ ବାଂଲାଦେଶ ପାକିସ୍ତାନକୁ ଆନୁଷ୍ଠାନିକ ଭାବରେ କ୍ଷମା...

୧୦ଲକ୍ଷ ମହିଳାଙ୍କୁ ବଳାତ୍କାର, ୩୦ ଲକ୍ଷ ଲୋକଙ୍କୁ ହତ୍ୟା, Pakistan ସେନାର ଏମିତି କାଣ୍ଡ, ଯାହାକୁ ଆଜିବି ଭୁଲି ନାହିଁ ବାଂଲାଦେଶ

ଢାକା,୧୮।୪: ମହମ୍ମଦ ୟୁନୁସଙ୍କ ଶାସନରେ, ଭାରତ ସହିତ ବାଂଲାଦେଶର ସମ୍ପର୍କ ହ୍ରାସ ପାଇବାରେ ଲାଗିଛି। ଚାଲାକ ପାକିସ୍ତାନ ଏହାର ସଂପୂର୍ଣ୍ଣ ଫାଇଦା ନେବାକୁ ଚାହୁଁଛି। ସେଥିପାଇଁ...

ବିମାନ ଅପହରଣ ଉଦ୍ୟମ, ଯାତ୍ରୀଙ୍କ ଗୁଳିରେ ଦୁର୍ବୁତ୍ତ ମୃତ: ରିପୋର୍ଟ

ନୂଆଦିଲ୍ଲୀ,୧୮।୪: ନିଉ ୟର୍କ ପୋଷ୍ଟର ରିପୋର୍ଟ ଅନୁଯାୟୀ, ବେଲିଜରେ ଗୁରୁବାର ଜଣେ ଛୁରୀ ଧରିଥିବା ଆମେରିକୀୟ ନାଗରିକ ଟ୍ରପିକ ଏୟାରର ଏକ ଛୋଟ ବିମାନ ଅପହରଣ...

Elon musk Child Plan: ଲିକ ହେଲା ମସ୍କଙ୍କ ଅଧିକ ସନ୍ତାନ ଜନ୍ମ କରିବାର ପ୍ଲାନ, ଲୋକେ କହିଲେ ଗଢୁଛନ୍ତି ନିଜର ସେନା, ଜାଣନ୍ତୁ…

ଓ୍ବାଶିଂଟନ,୧୮।୪: ଏଲୋନ ମସ୍କ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି। ଟେସଲା ଏବଂ ସ୍ପେସଏକ୍ସ ଭଳି ଉଦ୍ଭାବନ ପରେ, ତାଙ୍କର ଧ୍ୟାନ ଏବେ ଅଧିକ ସନ୍ତାନ ଜନ୍ମ...

ଆସିଗଲା ନୂଆ ଟେକ୍‌ନିକ୍‌: ଏବେ ଭୂମିକମ୍ପ ହେବା ମାତ୍ରେ ପବନରେ ଉଡ଼ିବ ଘର, ରହିବନି ବିପଦ

ନୂଆଦିଲ୍ଲୀ,୧୮।୪: ପ୍ରତିଦିନ ସାରା ବିଶ୍ୱରେ ଏପରି ପ୍ରଯୁକ୍ତିବିଦ୍ୟା ବିକଶିତ ହେଉଛି ଯାହା ଆଶ୍ଚର୍ଯ୍ୟଜନକ। ଜାପାନରେ ସମାନ ପ୍ରକାରର ଏକ ପ୍ରଯୁକ୍ତିବିଦ୍ୟା ବିକଶିତ ହୋଇଛି। ଜାପାନୀ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri