ଡ୍ରିମ୍ ଗର୍ଲ ହେମା ମାଳିନି ଯଦିଓ ଗତ ତିନିବର୍ଷ ଧରି କୌଣସି ଫିଲ୍ମରେ ନଜର ଆସି ନାହାନ୍ତି, କିନ୍ତୁ ତାଙ୍କୁ ଭାରତୀୟ ସିନେମାର ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ସର୍ବଦା ସ୍ମରଣ କରାଯିବ। ବଲିଉଡରେ ତାଙ୍କର ଆଇକନିକ ଫିଲ୍ମ ମଧ୍ୟରେ ଶୋଲେ, ସୀତା ଔର ଗୀତା, କ୍ରାନ୍ତି, ଡ୍ରିମ ଗାର୍ଲ, ଅନ୍ଧାକାନୁନ୍ ଭଳି ଚଳଚ୍ଚିତ୍ର ସାମିଲ ଅଛି। ଡ୍ରିମ୍ ଗର୍ଲ ନିଜ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି।
ବଲିଉଡରେ ନାମ ଅର୍ଜନ କରିବା ପରେ ହେମା ମାଳିନୀ ରାଜନୀତି ଆଡକୁ ଗଲେ। ସାଧାରଣ ନିର୍ବାଚନ ଆଫିଡେଭିଟରେ ହେମାଙ୍କ ସମ୍ପତ୍ତି ସାଧାରଣ ଜନତାଙ୍କ ନିକଟରେ ପ୍ରକାଶ ପାଇଥିଲା। ଆଫିଡେଭିଟ୍ରେ କୁହାଯାଇଛି ଯେ, ହେମାଙ୍କ ମୋଟ ସମ୍ପତ୍ତି ହେଉଛି ୨୪୯ କୋଟି ଟଙ୍କା। ଏଥିମଧ୍ୟରୁ ହେମାଙ୍କର ୧୧୪ କୋଟି ଟଙ୍କା ଏବଂ ବାକି ଧର୍ମେନ୍ଦ୍ରଙ୍କର ଅଟେ।
ହେମା ବିଳାସପୂର୍ଣ୍ଣ କାରକୁ ଭଲ ପାଆନ୍ତି ଏବଂ ସେ ଅଡି କ୍ୟୁ୫, ମର୍ସିଡିଜ ବେଞ୍ଜ ଏମ-କ୍ଲାସ, ହୁଣ୍ଡାଇ ସାଣ୍ଟା ଫେ ଏବଂ ଅନ୍ୟାନ୍ୟର ମାଲିକ। କାର ବ୍ୟତୀତ ସେ ବିପୁଳ ପରିମାଣର ଅଳଙ୍କାର ମଧ୍ୟ ରଖିଛନ୍ତି।
ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…
ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…
ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍ବୋଧନ
ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…
ଲକଡାଉନ୍କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…
ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍ କହିଛନ୍ତି, ଦେଶରେ…
IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…
ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…
ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର
କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ
ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…
ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ
ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…
Archives

