ଡ୍ରେନ୍‌ ଦୂଷିତ ଯୋଗୁ କରୋନା ବ୍ୟାପିବା ଆଶଙ୍କା: ମୁଖ୍ୟ ଯନ୍ତ୍ରୀଙ୍କୁ ହାଜର ପାଇଁ ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୩(ବ୍ୟୁରୋ):ଡ୍ରେନ୍‌ ଦୂଷିତ ଯୋଗୁ କରୋନା ଭାଇରସ୍‌ ବ୍ୟାପିବାର ଆଶଙ୍କା କରାଯାଉଛି। ତେଣୁ ଡ୍ରେନ୍‌ ସଫେଇରେ ଅବ୍ୟବସ୍ଥା ନେଇ ପରିବେଶ ଦୂଷିତ ହେଉଥିବା ଅଭିଯୋଗରେ କଟକ ଡ୍ରେନେଜ୍‌ ବିଭାଗର ମୁଖ୍ୟ ଯନ୍ତ୍ରୀଙ୍କୁ ମାର୍ଚ୍ଚ ୨୪ତାରିଖ ଦିନ ୧୧ଟା ବେଳେ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆରସି) ରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସିଏମ୍‌ସି ଅଧିନ ଗଣ୍ଡରପୁର ଡ୍ରେନେଜ ଅନ୍ତର୍ଗତ ପେଟାନାଳ ଅଞ୍ଚଳରେ ଅଳିଆ ଆବର୍ଜନା ପକାଇବା ଦ୍ୱାରା ପରିବେଶ ଦୂଷିତ ହେଉଥିବା ନେଇ ସାମାଜିକ କର୍ମୀ ଜୟନ୍ତୀ ଦାସ ଓଚ୍‌ଆରସିରେ ଅଭିଯୋଗ କରିଥିଲେ। ଏହି ମାମଲାର ବିଚାର କରି କମିଶନ ତୁରନ୍ତ ଉକ୍ତ ଡ୍ରେନ ସଫା କରିବାକୁ ମୁଖ୍ୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସରକାର ଏଭଳି ଯନ୍ତ୍ରୀଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନାହାନ୍ତି ସେ ନେଇ ମାନବାଧିକାର କମିଶନ ପଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri