ଡ୍ରେନ୍‌ ବ୍ୟବସ୍ଥା ନାହିଁ : ସାମାନ୍ୟ ବର୍ଷାରେ ରାସ୍ତାରେ ଭାସୁଛି ଆବର୍ଜନା

ଦେବଗଡ଼,୨୯।୮(ଡି.ଏନ୍‌.ଏ.): ୧୧ଟି ଓ୍ବାର୍ଡକୁ ନେଇ ଗଠିତ ଦେବଗଡ଼ ଏକ ଛୋଟ ସହର। ଏହି ପୌରପରିଷଦରେ ସଠିକ୍‌ ଡ୍ରେନ ବ୍ୟବସ୍ଥା ନ ଥିବାରୁ ସାମାନ୍ୟ ବର୍ଷା ହେଲେ ରାସ୍ତା ଉପରେ ଅଳିଆ ଆବର୍ଜନା ଭାସୁଛି। ଫଳରେ ଲୋକେ ଯିବା ଆସିବା କରିବାରେ ଅସୁବିଧା ଭୋଗ କରୁଛନ୍ତି। କିଛିଦିନ ତଳେ ଡ୍ରେନ ଉପରୁ ଉଚ୍ଛେଦ କରାଯାଇଥିଲେ ହେଁ ଆଜି ପର୍ଯ୍ୟନ୍ତ କୌଣସି ମରାମତି କରାଯାଇନାହିଁ। ସେଥିପାଇଁ ସାମାନ୍ୟ ବର୍ଷା ହେଲେ ଆବର୍ଜନା ରାସ୍ତାରେ ଭାସୁଛି। ପୌର କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇରେ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ

ଝାରସୁଗୁଡ଼ା ଅଫିସ,୧ା୮: ଝାରସୁଗୁଡ଼ା ଜିଲା ପୋଲିସ ପକ୍ଷରୁ ଜୁଲାଇ ମାସରେ ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଅବଲମ୍ବନ ନ କରିବା ଓ ମୋଟର ଯାନ...

‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ...

ଯୌତୁକ ନିର୍ଯାତନା : ପୁଅକୁ ଆଣିବାକୁ ଯାଇ ମାଡ଼ ଖାଇଲେ ମହିଳା

ବ୍ରହ୍ମପୁର ଅଫିସ,୩ା୪: ବ୍ରହ୍ମପୁର ସଦର ଥାନାରେ ଜନୈକା ମହିଳା ଶିବାନୀ ସାହୁଙ୍କୁ ତାଙ୍କ ଶଶୁର ଘରେ ଅଧିକ ଯୌତୁକ ଦାବି କରି ମାନସିକ ଓ ଶାରୀରିକ...

ବନ୍ଦ ଘରୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ରାଉରକେଲା ଅଫିସ,୨।୧୦: ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ରେଲୱେ କ୍ୱାଟର୍ସରେ ବନ୍ଦ ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ମୃତକ ହେଲେ ଯଶୋବନ୍ତ...

ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ହ୍ରାସ ଦାବିରେ ଅନଶନ

ଦେବଗଡ଼,୨୭ା୫(ଡି.ଏନ୍‌.ଏ.): ଦେବଗଡ଼ ପୌରପରିଷଦ ପକ୍ଷରୁ ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ପ୍ରତ୍ୟାହାର ସହ ୫ ଦଫା ଦାବିରେ ଶୁକ୍ରବାର ସକାଳୁ ପୌର ପରିଷଦ ସମ୍ମୁଖରେ ପୌର ପରିଷଦର...

ମାଷ୍ଟରମାଇଣ୍ଡ ଗିରଫ, ଅଳଙ୍କାର, ଟଙ୍କା ଜବତ

ବ୍ରହ୍ମପୁର ଅଫିସ,୨୨ା୭-ସଦର ଥାନା ପୋଲିସ ଫେରାର ଥିବା ଜଣେ ଅଭିଯୁକ୍ତ ତଥା ସିରିଜ ଚୋରି ଘଟଣାର ମାଷ୍ଟରମାଇଣ୍ଡ ରାମ ବେଲମା (୧୯)ଙ୍କୁ ଶନିବାର ଗିରଫ କରିଛି।...

ସୋମବାରଠାରୁ ଗଞ୍ଜାମରେ ଘର ଘର ବୁଲି କରାଯିବ ସ୍କ୍ରିନିଂ: ଜିଲାପାଳ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ କରୋନା ପଜିଟିଭ ତାଲିକାରେ ଜିଲା ପ୍ରଥମରେ ରହିଛି। ଗଞ୍ଜାମରେ ୪...

ଦମ୍ପତିଙ୍କ ନାମରେ ମାମଲା, ସ୍ବାମୀ ଗିରଫ

ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ସହରସ୍ଥିତ ଏକ ବ୍ୟାଙ୍କରେ ଥିବା ଟାଉନ ପ୍ଲାନିଂ ଅଞ୍ଚଳର ଶୁକଦେବ ନାୟକଙ୍କ ଫିକ୍ସଡ୍‌ ଡିପୋଜିଟ୍‌କୁ ଚଞ୍ଚକତା କରି ଭାଙ୍ଗି ୩୭ ଲକ୍ଷ...

Advertisement
Archives

Model This Week