ଡ୍ରେନ ସଫା ବେଳେ ଭୁଶୁଡ଼ିଲା ଘର ବାରଣ୍ଡା

କଟକ ଅଫିସ,୩୦।୫: କଟକ ସହରରେ ଡ୍ରେନ ସମସ୍ୟା ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ଶନିବାର ସକାଳେ ଡ୍ରେନ ସଫା ବେଳେ ଏକ ଘରର ବାରଣ୍ଡା ଭୁଶୁଡି ପଡିଛି। ମିଳିଥିବା ସୂଚନା ଅନୁଯାୟୀ, ବଜ୍ରକବାଟି ଠାରୁ ଛତ୍ରବଜାର ପର୍ଯ୍ୟନ୍ତ ମୁଖ୍ୟ ଡ୍ରେନ ସଫା କରାଯାଉଥିଲା। ଏହି ସମୟରେ ଏକ ଘରର ବାରଣ୍ଡା ଭୁଶୁଡ଼ି ପଡ଼ିଲା। ତେବେ କେହି ଏଥିରେ ଆହତ ହୋଇନାହାନ୍ତି। ଘଟଣା ଘଟିବାର ଅନେକ ସମୟ ପରେ ମଧ୍ୟ କଟକ ମହାନଗର ନିଗମର କୌଣସି ଅଧିକାରୀ ଆସି ନ ଥିବାରୁ ଉତ୍ତେଜନା ଦେଖା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଯୋଜନାର ସମୀକ୍ଷା କଲେ ଏମ୍‌ପି

ଜଟଣୀ, ୧ା୧୨(ଡି.ଏନ୍‌.ଏ.) ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଜଟଣୀ ବ୍ଲକ ସଭାଗୃହରେ ଶନିବାର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି...

ବୈତରଣୀରେ ବୁଡ଼ିଗଲେ ଦଶମ ଶ୍ରେଣୀ ଛାତ୍ର

ଯାଜପୁର ଟାଉନ,୮।୫(ଡି.ଏନ.ଏ.): ଯାଜପୁର ସହରର ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରେ ନିର୍ମାଣାଧୀନ ବ୍ୟାରେଜ୍‌ ନିକଟରେ ଶୁକ୍ରବାର ବୁଡ଼ିଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ...

ସୂର୍ଯ୍ୟମନ୍ଦିର ସଂରକ୍ଷଣ, ରକ୍ଷଣାବେକ୍ଷଣକୁ ଗୁରୁତ୍ୱ

କୋଣାର୍କ, ୨୯।୨(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିରର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ନେଇ ଶୁକ୍ରବାର ଭାରତ ସରକାରଙ୍କ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଆନୁକୂଲ୍ୟରେ ଦୁଇଦିନିଆ ଜାତୀୟ କର୍ମଶାଳା ଉଦ୍‌ଘାଟିତ...

ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ପ୍ରଦାନ : ସାମାଜିକ ଦୂରତା ଉପରେ ଦିଆଯାଉଛି ଗୁରୁତ୍ୱ

ବନ୍ତ,୧୨ା୪(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ପାଇଁ ରାଜ୍ୟ ସରକାର ବେରୋଜଗାରୀ ନିର୍ମାଣ ଶ୍ରମିକମାନଙ୍କୁ ୧୫ ଶହ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ସହ ଏହାକୁ ଘର...

ବେଶ ଆଗରେ ରହିବେନି ସେବାୟତ

ପୁରୀ ଅଫିସ,୧୧ା୬: ସ୍ନାନଯାତ୍ରାଠାରୁ ସୁନାବେଶ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶୁକ୍ରବାର ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନ ଏବଂ ପରିଚାଳନା କମିଟି...

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ୭୪୮ ଅଭିଯୋଗ ପଞ୍ଜୀକୃତ

ମହାକାଳପଡା, ୨୨ା୧୦(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରେକର୍ଡ ସଂଖ୍ୟକ ୭୪୮ ଅଭିଯୋଗ ପଞ୍ଜିକୃତ...

ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ...

ଯୋକଡ଼ିଆରେ ନିର୍ମାଣ ହେବ ୨ୟ ବ୍ୟାରେଜ

ରସୁଲପୁର,୧୩।୭(ଡି.ଏନ.ଏ.): ଯାଜପୁର ଜିଲାର ରସୁଲପୁର ବ୍ଲକ ଅଧୀନ ଯୋକଡ଼ିଆଠାରେ ୧୩୮ବର୍ଷ ପରେ ୨ୟ ବ୍ୟାରେଜ ନିର୍ମାଣ ହେବାର ପରିକଳ୍ପନା କରାଯାଇଛି। ଉକ୍ତ ବ୍ୟାରେଜ ନିର୍ମାଣ ପାଇଁ...

Advertisement
Archives

Model This Week