Posted inଖେଳ

ଡ୍ରେସିଂ ରୁମ୍‌ରେ ନାଚିଲେ ବିରାଟ କୋହଲି, ଜାଣନ୍ତୁ କାହିଁକି

ରାଞ୍ଚି,୨୧।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ଭାରତର ସ୍ଥିତି ମଜଭୁତ ରହିଛି। ପ୍ରଥମ ଦିନରେ ଶତକ ଏବଂ ଦ୍ୱିତୀୟ ଦିନରେ ଦ୍ୱିଶତକ ମାରି ଟିମ ଇଣ୍ଡିଆ ପାଇଁ ସଙ୍କଟମୋଚକ ସାଜିଛନ୍ତି ହିଟମ୍ୟାନ ରୋହିତ୍‌ ଶର୍ମା। ତାଙ୍କୁ ସାଥ ଦେଇଥିବା ଆଜିଙ୍କ୍ୟ ରାହାଣେ ମଧ୍ୟ ଦମଦାର ବ୍ୟାଟିଂ କରି ଶତକ ହାସଲ କରିଛନ୍ତ। ଶେଷଭାଗରେ ରବୀନ୍ଦ୍ର ଜାଡେଜା (୫୧)ଙ୍କ ଅର୍ଦ୍ଧଶତକ ଓ ଉମେଶ ଯାଦବ (୩୧) ଦ୍ରୁତ ବ୍ୟାଟିଂ ବଳରେ ଭାରତ ପ୍ରଥମ ଇନିଂସରେ ୯ ଉଇକେଟ ହରାଇ ୪୯୭ ରନରେ ପାଳି ଘୋଷଣା କରିଛି। ପ୍ରଥମ ଇନିଂଶ ଶେଷ ଆଡକୁ ରବୀନ୍ଦ୍ର ଜାଡେଜା ବିସ୍ଫୋରକ ଢଙ୍ଗରେ କ୍ୟାରିଅରର ୧୩ତମ ଅର୍ଦ୍ଧଶତକ ହାସଲ କରିଥିଲେ। ଏହାପରେ ନିଜ ଚିରାଚରିତ ଢଙ୍ଗର୍ପେଡିଆରେ ସେଲିବ୍ରେଶନ୍‌ ମଧ୍ୟ କରିଥିଲେ। ଏହା ଦେଖି ବିରାଟ କୋହଲି ଡ୍ରେସିଂ ରୁମ୍‌ରେ ନାଚିବାକୁ ଆରମ୍ଭ କରିଥିଲେ। ପଡିଆରେ ଜାଡେ ବ୍ୟାଟକୁ ତଲୁଆର ଭଳି ବୁଲାଉଥିବାବେଳେ କୋହଲି ଘୋଡାରେ ବସିବା ଭଳି ଡ୍ୟାନ୍ସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri