ଡ୍ୟାମ୍‌ରେ ମରିକି ପଡିଛନ୍ତି କୁଇଣ୍ଟାଲ କୁଇଣ୍ଟାଲ ମାଛ

ଖପ୍ରାଖୋଲ,୧୬।୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହୁରୁଣ୍ଡି ଅପର ସୁକତେଲ ଡ୍ୟାମରେ ପ୍ରାୟ ୫ ଦିନ ହେଲା ମାଛ ମଡ଼କ ଦେଖିବାକୁ ମିଳିଛି। ଡ୍ୟାମରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ ଭାସୁଥିବା ବେଳେ କାଉ, ବଗ ଖାଉଥିବା ଦେଖିବାକୁ ମିଳିଛି। ଡ୍ୟାମରେ ଅପର ସୁକତେଲ ମତ୍ସ୍ୟଜୀବୀ ମହାସଂଘ ତରଫରୁ ମାଛ ଚାଷ କରାଯାଇଥାଏ। ବର୍ଷା ଦିନେ ଅଧିକ ଏକର ଅଞ୍ଚଳରେ ପାଣି ରହୁଥିବା ବେଳେ ଖରା ଦିନେ ପ୍ରାୟ ଶହେ ଏକର ପରିଧି ମଧ୍ୟରେ ପାଣି ରହିଥାଏ  । ହେଲେ ମାଛ ମଡ଼କ ଯୋଗୁ ମାଛ ମାରି ଗୁଜରାଣ ମେଣ୍ଟାଉଥିବା ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭାଳେଣି ପଡିଯାଇଛି । ଏ ନେଇ ଖପ୍ରାଖୋଲ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଦାୟିତ୍ୱରେ ଥିବା ବେଲପଡ଼ା ମତ୍ସ୍ୟ ଅଧିକାରୀ ସଞ୍ଜୀବ କୁମାର ସାହୁଙ୍କୁ ପଚାରିବାରୁ ଡ୍ୟାମକୁ ଯାଇ ମାଛ ମରିଥିବା ଦେଖି ମତ୍ସ୍ୟଜୀବୀଙ୍କ ସହ ଆଲୋଚନା କରିଛି । ଡ୍ୟାମରେ ମାଛ ଅନୁପାତରେ କମ୍‌ ପାଣି ଥିବାରୁ ପାଣି ଦୂଷିତ ହୋଇ ଏପରି ପରିସ୍ଥିତି ସୃଷ୍ଟି ହୋଇଛି  । ମତ୍ସ୍ୟଜୀବୀମାନେ ଯଥାଶୀଘ୍ର ଡ୍ୟାମରୁ ମାଛ ମାରି ବିକ୍ରି କଲେ କିଛିଟା ଆୟ ହେବ ।ଏହାଛଡା ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ. ଜାତୀୟ ରାଜପଥରେ ସ୍କୁଟି ପଛକୁ ପିଟିଲା କାର୍‌: ଶିକ୍ଷୟିତ୍ରୀ, ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ

ଯଁ।ଳା/ଜଟଣୀ,୨୫।୭(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥର ଯଁ।ଳା ଫାଣ୍ଡି ଅନ୍ତର୍ଗତ ମହୁରା ଛକ ନିକଟରେ ବୁଧବାର ଅପରାହ୍ନ ସାଢ଼େ ୨ଟାରେ ସ୍କୁଟି ପଛକୁ କାର ଧକ୍କା...

ଏନ୍‌ଏଚ୍‌ କଡରୁ ଜବରଦଖଲ ହଟିଲା

ଜଳେଶ୍ୱର,୧୪।୪(ଡି.ଏନ.ଏ.): ୬୦ନଂ. ଜାତୀୟ ରାଜପଥ(ଏନ୍‌ଏଚ୍‌)ର ଜଳେଶ୍ୱର ନିକଟ ଉପାନ୍ତ ଲକ୍ଷ୍ମଣନାଥ ଟୋଲପ୍ଲାଜାର ୨ଶହ ମିଟର ଉତ୍ତର ଓ ଦକ୍ଷିଣ ଦିଗକୁ ଦୀର୍ଘବର୍ଷ ଧରି କେତେକ ଉଠାଦୋକାନୀ ଜବରଦଖଲ...

ନୀଳଗିରି ନିର୍ବାଚନମଣ୍ଡଳୀରେ ଉଡ଼ିଲା ଭାଜପା ବାନା

ସଜନାଗଡ଼,୨୪ା୫(ଡି,ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପାର ବାନା ଉଡ଼ିଛି। ନୀଳଗିରି ବିଧାନସଭାରେ ଭାଜପାର ଇଂ ସୁକାନ୍ତ କୁମାର ନାୟକ ବିଜେଡିର ସନ୍ତୋଷ ଖଟୁଆଙ୍କୁ...

ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ନିର୍ମାଣ ପ୍ରସଙ୍ଗ: ପରିବର୍ତ୍ତିତ ପ୍ରସ୍ତାବ ପଠାଇବାକୁ ତାଗିଦ୍‌

ପୁରୀ ଅଫିସ,୧୬।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ନିଷିଦ୍ଧାଞ୍ଚଳ ଭଳି ନିୟନ୍ତ୍ରିତ ଅଞ୍ଚଳରେ ହେଉଥିବା ନିର୍ମାଣ କାର୍ଯ୍ୟ ପାଇଁ ମଧ୍ୟ ଅନୁମୋଦନ ନାହିଁ। ନିୟନ୍ତ୍ରିତ ଅଞ୍ଚଳରେ...

ଢିଙ୍କିଆ ଲାଠିମାଡ଼ ଘଟଣା ହାଇକୋର୍ଟରେ ୨ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୯।୧: ଜଗତ୍‌ସିଂହପୁର ଜିଲା ଢିଙ୍କିଆରେ ନିକଟରେ ଜେଏସ୍‌ଡବ୍ଲ୍ୟୁ କମ୍ପାନୀ ନିମନ୍ତେ ପ୍ରଶାସନର ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବିରୋଧ କରୁଥିବା ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପୋଲିସ ଅମାନୁଷିକ...

ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

କେନ୍ଦୁଝର, ୧୧।୫(ସ୍ବ.ପ୍ର.) – ସାମାନ୍ୟ ସିଗାରେଟକୁ ନେଇ ଗୁଳିକାଣ୍ଡର ଶିକାର ହୋଇଥିବା ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କ ସୋମବାର ରାତିରେ କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ...

ଉପାନ୍ତ ସହରର ଆକର୍ଷଣ ପ୍ରେମ ପାହାଡ଼

ରାୟଗଡ଼ା ଜିଲାର ୩୫ଟି ସ୍ଥାନକୁ ଚିହ୍ନଟ କରି ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଁ ଜିଲା ପ୍ରଶାସନ ପର୍ଯ୍ୟଟନ ବିଭାଗକୁ ଯେଉଁ ପ୍ରସ୍ତାବ ତାଲିକା ପଠାଇଛନ୍ତି ସେଥିରେ ପ୍ରେମ...

ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ...

Advertisement
Archives

Model This Week