ଡ୍ୟୁଟି ସାରି ଫେରିବା ବେଳେ ଧକ୍କା ଦେଇ ଗାଡ଼ି ଫେରାର, ହୋମଗାର୍ଡଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ତାଳଚେର,୬।୫(ନି.ପ୍ର.): ଅନୁଗୋଳ ଜିଲା ରେଙ୍ଗାଳି ଦକ୍ଷିଣ କେନାଲ ରାସ୍ତାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତାଳଚେର ବ୍ଲକ କଙ୍କିଳି ନୂଆସାହିର କାଳିଆ ଓରଫ ପ୍ରିୟମାଧବ ସାହୁ। ସେ ତାଳଚେର ଥାନାରେ ହୋମଗାର୍ଡ ଭାବେ କାମ କରୁଥିଲେ। ତେବେ ସେ ଶୁକ୍ରବାର ରାତିରେ ଡ୍ୟୁଟି ସାରି ବାଇକ୍‌ ଯୋଗେ ଫେରିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। ଘଟଣାସ୍ଥଳରେ ବାଇକ୍‌ ଓ ମୃତଦେହ ପଡ଼ିଥିବାରୁ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇ ପଳାଇଥିବା ଅନୁମାନ କରାଯାଉଛି। ସକାଳେ ଏହା ଜଣାପଡ଼ିବା ପରେ କ୍ଷତିପୂରଣ ଦାବିରେ ଗ୍ରାମବାସୀ ମୃତଦେହକୁ ଅଟକ ରଖିଛନ୍ତି। ଖବର ପାଇ ତାଳଚେର ପୋଲିସ ସେଠାରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୬୦ ଲିଟର ମଦ ଜବତ, ୪ ଗିରଫ

ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲା ଅବକାରୀ ମୋବାଇଲ ସ୍କ୍ବାଡ୍‌ ପକ୍ଷରୁ ବୁଧବାର ଭୋର ସମୟରେ ସଦର ଥାନା ବେଲଟିକିରି, କାଙ୍କଡ଼ପାଳ ଏବଂ ସିମିଳିଆ ଅଞ୍ଚଳରେ ଚଢ଼ାଉ...

୨ଘଣ୍ଟା ଅପେକ୍ଷା ପରେ ସଙ୍ଗରୋଧ କେନ୍ଦ୍ରକୁ ଗଲେ

ଦେଓଗାଁ, ୧୭ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକକୁ ବର୍ତ୍ତମାନ ପ୍ରବାସୀ ଶ୍ରମିକଙ୍କ ଆଗମନ ଲାଗିରହିଛି ା ହେଲେ ଏମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଠିକ୍‌ଭାବେ ନେବାରେ ପ୍ରଶାସନିକ ବିଫଳତା...

ଚନ୍ଦ୍ରଭାଗାରେ ସୂର୍ଯ୍ୟୋଦୟ ଦର୍ଶନ: ପର୍ଯ୍ୟଟକଙ୍କ ଭିଡ଼

କୋଣାର୍କ,୧.୧(ଡି.ଏନ.ଏ): ନବବର୍ଷ ଉପଲକ୍ଷେ ପ୍ରଥମ ସୂର୍ଯ୍ୟଦର୍ଶନ ପାଇଁ ବୁଧବାର ଭୋର ଚାରିଟାରୁ ଚନ୍ଦ୍ରଭାଗା କୂଳରେ ହଜାର ହଜାର ସଂଖ୍ୟାର ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ଭିଡ଼...

ଗଞ୍ଜାମ ଜିଲାରେ ବଢ଼ିଲା ଝିଅଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ୍‌,୬ା୮-ପୁଅମାନଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ନୈରାଶ୍ୟଜନକ ଯୋଗୁ ଯେଉଁ ଗଞ୍ଜାମ ଜିଲାର ବଦନାମ୍‌ ଥିଲା, ସେଇ ଜିଲାରେ ଝିଅଙ୍କ ସଂଖ୍ୟା ଉତ୍ସାହଜନ ଭାବେ ବଢ଼ିବାରେ...

ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ: ସଜାଗ ହେଲା କେନ୍ଦୁଝର ଜିଲା ପ୍ରଶାସନ

କେନ୍ଦୁଝର,୨୬।୫(ସ୍ବ.ପ୍ର.): ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟିବା ପରେ ରବିବାର କେନ୍ଦୁଝର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ସଂସ୍ଥାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ...

ଗୋଚର ଜମିରେ କାହ୍ନୁଚରଣ କଲେଜ: ୩ ମାସ ମଧ୍ୟରେ ଜିଲାପାଳ ନେବେ ପଦକ୍ଷେପ

ଯାଜପୁର ଅଫିସ,୨୩ା୨: କଲେଜଗୁଡ଼ିକର ଜମି ସମ୍ବନ୍ଧୀୟ ଅବସ୍ଥା ଜାଣିବାକୁ ସପ୍ତାହେ ପୂର୍ବରୁ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ(ଆର୍‌ଡିଇ) ପକ୍ଷରୁ ତଥ୍ୟଦାଖଲ କରିବାକୁ ନିର୍ଦ୍ଦେଶ ହୋଇଥିଲା। ଏହି...

ଶିକ୍ଷୟିତ୍ରୀଙ୍କ ଗହଣା ଲୁଟ୍‌, ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୭୮(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ବିଫଳ ହେଉଛି। ଗୁରୁବାର ଜଣେ ଶିକ୍ଷୟିତ୍ରୀଙ୍କୁ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ...

୪ ବଖରା ଜଳିଗଲା

ହାଟଡିହୀ, ୧୭।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅରା ଗ୍ରାମରେ ଅଗ୍ନିକାଣ୍ଡ ଘଟି ବେଣୁଧର ପଣ୍ଡାଙ୍କ ୪ବଖରା ଜଳିଯାଇଛି। ଅଗ୍ନିକାଣ୍ଡ କେମିତି ଘଟିଲା ତାହାର କାରଣ ଜଣାପଡ଼ିନି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *