ଢାବାରେ ଚଢ଼ାଉ: ୯୬ ଲିଟର ବିଦେଶୀ ମଦ ଜବତ, ମାଲିକ କୋର୍ଟଚାଲାଣ

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସର୍କଲ ପୋଲିସ ସୋମବାର ରାତିରେ ବାଶିଙ୍ଗ ଗ୍ରାମ ନିକଟ ୨୨୦ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଢାବା ଉପରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ବେଆଇନ ଭାବେ ଗଚ୍ଛିତ ଥିବା ବିଭିନ୍ନ ବ୍ରାଣ୍ଡର ୯୬ ଲିଟର ବିଦେଶୀ ମଦ ଜବତ ହୋଇଛି। ଏହାର ମୂଲ୍ୟ ୫୫ ହଜାରରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି। ଏହା ସହ ଢାବା ମାଲିକ ତପନ କୁମାର ସାହୁଙ୍କୁ ପୋଲିସ ଗିରଫ କରିଛି। କେସ ନଂ.୨୮/୨୦ରେ ମାମଲା ରୁଜୁ ହୋଇଥିବା ବେଳେ ମଙ୍ଗଳବାର ତାଙ୍କୁ କୋର୍ଟଚାଲାଣ କରାଯାଇଛି। ସର୍କଲ ଏସ୍‌ଡିପିଓ ସ୍ନେହାଶିଷଙ୍କ ନେତୃତ୍ୱରେ ବହଳଦା ଥାନା ପୋଲିସ ଏହି ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ୍‌ ଓରାମ

ଭଦ୍ରକ ଅଫିସ, ୨୬।୪ – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍‌ ଓରାମ ଭଦ୍ରକ ଜିଲା ଗସ୍ତ କରିବେ। ସେମାନଙ୍କ ସହ ଭାଜପାର ବହୁ...

ସେବାରେ ସମରପିତ ଗୁଞ୍ଜ ମା’ର ଜୀବନ୍‌

ଲାଠୋର,୧୫।୫ (ଡି.ଏନ.ଏ.): ବଏସ୍‌ ପାଖାପାଖି ଶହେ। ଜୀବନ୍‌ର ଶେଷ ମୁଡ଼ସାକେ ଛିଁ ସାରିଛନ୍‌। ହେଲେ ଆଏଜ୍‌ ବି ସେ ସେବା ମନ୍‌ବୁରତିକେ ଛାଡ଼ି ନାଇଁପାରି। ଆସେପାସେ...

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା

ବାଲୁଗଁା,୩ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗଁା ଥାନା ଅଞ୍ଚଳରେ ଅଧିକ ଯୌତୁକ ଦାବିରେ ଜଣେ ମହିଳାଙ୍କୁ ଶ୍ୱଶୁରଘର ଲୋକେ ସଂଘବଦ୍ଧ ଭାବେ ହତ୍ୟା କରିଥିବା ନେଇ ଶୁକ୍ରବାର...

କାଳବୈଶାଖୀରେ ଭାଙ୍ଗିଛି, ସଜଡ଼ା ଯାଉନି

ମାଲକାନଗିରି,୧୬ା୬(ଦୁର୍ଯ୍ୟୋଧନ ପାତ୍ର): ଆସନ୍ତା ୧୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। କିନ୍ତୁ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିବା ସ୍କୁଲଗୁଡିକ ଅଦ୍ୟାବଧି ମରାମତି ହୋଇ ନ ଥିବା...

ବୋଣ୍ଡୋଗୁଡ଼ା ରତ୍ନପଥର ଖଣି ଉପରେ ମାଫିଆଙ୍କ ଦୃଷ୍ଟି

ଭବାନୀପାଟଣା, ୪।୬(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଅନ୍ତର୍ଜାତିକ ବୋଣ୍ଡୋଗୁଡା ରତ୍ନପଥର ଖଣି ମାଫିଆଙ୍କ ଦୃଷ୍ଟି ପଡିଛି। ଜିଲାରେ କୋଟି କୋଟି ଟଙ୍କାର ରତ୍ନପଥର ଥିବା ବେଳେ ପ୍ରକ୍ରିୟାକରଣ...

ଶେଷ ହେଉଛି ‘ସାପୁଆ’ ସମ୍ଭାବନା

ରାସୋଳ,୧୦।୭(ସରୋଜ ମିଶ୍ର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ଅଞ୍ଚଳର ଜଳସେଚନର ପ୍ରମୁଖ ମାଧ୍ୟମ ସାପୁଆ କେନାଲ ପରିଚାଳନା ଅଭାବରୁ ପରିତ୍ୟକ୍ତ ହୋଇପଡ଼ିଛି। ବଡ଼ ବଡ଼...

ପିକ୍‌ନିକ୍‌ ସ୍ପଟ୍‌: ଖଡ଼ିକାଝଡ଼ି ଜଳପ୍ରପାତ

ପ୍ରକୃତିର ଗନ୍ତାଘର ମାଲକାନଗିରି ଜିଲା। ଏଠାକାର ପରିବେଶ ସବୁବେଳେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରେ। ଜିଲାର ଅନ୍ୟତମ ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ସ୍ଥାନ ଖଡ଼ିକାଝଡ଼ି ଜଳପ୍ରପାତ। କୋରୁକୋଣ୍ଡା ବ୍ଲକ...

ଶ୍ରମିକଙ୍କ ପାଇଁ ପୁଣି ଡ୍ରାଇଭର ସାଜିଲେ ମନ୍ତ୍ରୀ ସୁଶାନ୍ତ ସିଂ

ସୋହେଲା,୯ା୫(ଡି.ଏନ.ଏ.): କିଛି ଦିନ ତଳେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଶ୍ରମିକମାନଙ୍କ ପାଇଁ ନିଜେ ଡ୍ରାଇଭର ସାଜି ରାତିରେ ସୋନପୁର...

Advertisement
Archives

Model This Week