ଢେଙ୍କାନାଳରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଢେଙ୍କାନାଳ ଅଫିସ, ୧୫।୫: ଢେଙ୍କାନାଳ ଜିଲାରେ ସୋମବାର ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଜଣଙ୍କ ଗତ ୧୩ ତାରିଖରେ ଏକ ସ୍କର୍ପିଓ ଯୋଗେ ଛତିଶଗଡ଼ରୁ ଅନ୍ୟ ୨ ଜଣଙ୍କ ସହ ଆସି ଢେଙ୍କାନାଳ ଜିଲା ଗନ୍ଦିଆ ବ୍ଲକ ତେନ୍ତୁଲିଆ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ। ସେଠାରୁ ଗତ ୨୧ ତାରିଖରେ ତାଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ୨୪ ତାରିଖ ସନ୍ଧ୍ୟାରେ ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଚିକିତ୍ସା ପାଇଁ ତାଳଚେର କୋଭିଡ୍‌ ହସ୍ପିଟାଲକୁ ପଠାଯାଇଥିବା ଜିଲାପାଳ ଭୁମେଶ ଚନ୍ଦ୍ର ଷଡଙ୍ଗୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଆସନ: ଅନୁସୂଚିତ ଜନଜାତି ମହିଳାଙ୍କ ଉପରେ ଭରସା

ନୟାଗଡ଼ ଅଫିସ,୧୭।୧୦: ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଆସନ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷଣ କରାଯାଇଛି । ୨୦୧୭ ନିର୍ବାଚନରେ ଏହା ମହିଳାଙ୍କ ପାଇଁ...

୫ବର୍ଷ ତଳେ ମହାନଦୀରୁ ଉଦ୍ଧାର ସୋନୀ ବୋହୂ ହୋଇଯିବେ ଛତିଶଗଡ଼

ଝାରସୁଗୁଡ଼ା ଅଫିସ,୧୪ା୪: ଦୀର୍ଘ ୫ବର୍ଷ ତଳେ ମହାନଦୀରୁ ଉଦ୍ଧାର ହୋଇଥିବା ଯୁବତୀ ସୋନୀ ଯାଦବଙ୍କ ଆସନ୍ତା ୨୧ ତାରିଖରେ ସାହାନାଈ ବାଜିବ। ଏଥିପାଇଁ କୁଶମେଲ୍‌ ଗ୍ରାମର...

ଜାଗିନି ଜନସ୍ୱାସ୍ଥ୍ୟ ବିଭାଗ

ଅନୁଗୋଳ ଅଫିସ, ୯।୨: ଛତୁ ଫୁଟିଲା ଭଳି ଅନୁଗୋଳ ଜିଲାରେ ଖୋଲିଛି ଖାଦ୍ୟ ସାମଗ୍ରୀ ଦୋକାନ। କେଉଁଠି ରାସ୍ତା କଡ଼ରେ ବିରିୟାନୀ ବିକ୍ରି ହେଉଛି ତ ଆଉ...

ରାଜଧାନୀରେ ଶତାଧିକ ଗାଡ଼ି ଧରାପଡ଼ିଲା

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ଲକ୍‌ଡାଉନ୍‌କୁ ନ ମାନି ରାଜଧାନୀ ରାସ୍ତାରେ ଗାଡ଼ି ଚଳାଉଥିବା ଲୋକଙ୍କୁ ଧରିଛି କମିଶନରେଟ ପୋଲିସ। ଶତାଧିକ ଗାଡ଼ି ଧରାଯାଇଥିବାବେଳେ କେତେକ ମାଲିକ ଓ...

ନାଳ, ଚୁଆ ପାଣି ପିଉଛନ୍ତି ଅଙ୍ଗନୱାଡି ଶିଶୁ

ଫିରିଙ୍ଗିଆ,୯ା୧୨-ଫିରିଙ୍ଗିଆ ବ୍ଲକ ଡିଣ୍ଡିରା ଗଁ। ପଞ୍ଚାୟତର ଗୁଖୋଲ ଗ୍ରାମ ଅଙ୍ଗନବାଡି କେନ୍ଦ୍ରରେ ପାନୀୟ ଜଳ ବ୍ୟବସ୍ଥା ନାହିଁ। ଫଳରେ ନିକଟସ୍ଥ ନାଳ ଓ ଚୂଆ ଉପରେ...

ସ୍ବାମୀଙ୍କୁ ଚାପୁଡ଼ା ମାରି ନବବିବାହିତା ଫେରାର: ନନ୍ଦିନୀଙ୍କ ବିରୋଧରେ ୪୨୦ ଦଫା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ସର୍ବସମ୍ମୁଖରେ ସ୍ବାମୀ ବଳରାମ ସାହୁଙ୍କୁ ଚାପୁଡ଼ା ମାରି ଫେରାର ହୋଇଯାଇଥିବା ନବବଧୂ ନନ୍ଦିନୀଙ୍କ ନାଁରେ ଭରତପୁର ଥାନା ପୋଲିସ ଗୁରୁବାର ଠକେଇ(ଦଫା ୪୨୦)ରେ ଏକ...

ପୋଲିଂ କର୍ମଚାରୀଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୩ା୧୧: ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଭଦ୍ରକ ଜିଲାର ବାଗୁରାଇରେ ବୋଲି ଜଣାପଡ଼ିଛି।...

ରାୟଗଡ଼ାରେ ‘ଉଗାଦି’ ଉତ୍ସବ ପ୍ରସ୍ତୁତି ଜୋରଦାର

ରାୟଗଡା ଅଫିସ,୧୬/୩: ଆସନ୍ତା ତେଲୁଗୁ ସଂପ୍ରଦାୟର ନବବର୍ଷ ତଥା ‘ଉଗାଦି’ ଉତ୍ସବ ଆସନ୍ତା ୨୨ ତାରିଖରେ ହେବ। ଚଳିତବର୍ଷ ଉଗାଦି ପର୍ବ ପାଳନକୁ ନେଇ ରାୟଗଡା...

Advertisement
Archives

Model This Week