ଢେଙ୍କାନାଳରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ

ଢେଙ୍କାନାଳ ଅଫିସ,୨୪ା୫: ଜିଲାରେ ରବିବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ସୁରଟ ଫେରନ୍ତା। ତାଙ୍କ ବୟସ ୩୫ ବର୍ଷ। ସେ କଙ୍କଡ଼ାହାଡ଼ ବ୍ଲକ ଘାଗରାମୁଣ୍ଡା ପଞ୍ଚାୟତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଜିଲାରେ ୫୨ ଜଣଙ୍କ ସ୍ବାବ୍‌ ଟେଷ୍ଟ୍‌ ହୋଇଥିଲା। ୫୧ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା ବେଳେ ଗୋଟିଏ ପଜିଟିଭ୍‌ ଆସିଥିଲା। ଚିହ୍ନଟ ଯୁବକଙ୍କୁ ତାଳଚେର କୋଭିଡ୍‌ ହସ୍ପିଟାଲକୁ ପଠାଯାଇଥିବା ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ପୂର୍ବରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଜଣେ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣ କରୋନା ପଜିଟିଭ ଚିହ୍ନଟ: ବାଲିପଦରକୁ ୭ ଦିନ ଶଟଡାଉନ ଘୋଷଣା

ବୁଗୁଡ଼ା,୭।୭:(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଅନ୍ତର୍ଗତ ବାଲିପଦରକୁ ମଙ୍ଗଳବାରଠାରୁ ଆସନ୍ତା ସୋମବାର ପର୍ଯ୍ୟନ୍ତ ୭ ଦିନ ଶଟ୍‌ଡାଉନ୍‌ ଘୋଷଣା ହୋଇଛି। ଜିଲାପାଳ କ୍ଷମତା ପ୍ରଯୋଗ...

ରାଜ୍ୟରେ ଆଜି ୨୪୨୩ ପଜିଟିଭ୍‌ ଚିହ୍ନଟ, ପୁଣି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୨୪୨୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଥିବା ରାଜ୍ୟ...

ଭଦ୍ରକରେ ଶଟ୍‌ଡାଉନ୍‌ ପ୍ରଭାବ, ଖାଁ ଖାଁ ରାସ୍ତାଘାଟ

ଭଦ୍ରକ ଅଫିସ,୬।୬: କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ଜୁନ ମାସର ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ଦୁଇଦିନ ଶଟ୍‌ଡାଉନ୍‌ ଘୋଷଣା...

ବରାଳପୋଖରୀରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ଭଦ୍ରକ ଅଫିସ,୨୧।୧: ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଗାଁ ୨ ନମ୍ବର ୱାର୍ଡରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବନ୍ଦନା ବାରିକଙ୍କ ୨...

ନୟାଗଡ଼ରେ ୩ ଡେଙ୍ଗୁ ରୋଗୀ ଚିହ୍ନଟ

ନୟାଗଡ଼ ଅଫିସ,୩୦ା୯:  ଗୋଟିଏ ଦିନରେ ନୟାଗଡ଼ରେ ୩ ଜଣ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେମାନେ ହେଲେ ନୟାଗଡ଼ ବ୍ଲକ ଲାଉସେଣା ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନ...

ଦିନରେ ଗରମ, ଅପରାହ୍ନରେ ଝଡ଼ତୋଫାନ

ଭଞ୍ଜନଗର,୧।୬(ଡି.ଏନ.ଏ.)-ଶୁକ୍ରବାର ଭଞ୍ଜନଗର ଅଞ୍ଚଳରେ ତାପମାତ୍ରା ୪୨ ଡ଼ିଗ୍ରୀ ଥିଲା। ପ୍ରବଳ ଗରମ ଯୋଗୁ ମଧ୍ୟାହ୍ନରେ ରାସ୍ତାଘାଟ ଶୁନଶାନ୍‌ ହୋଇପଡ଼ିଥିଲା। ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ଥ ହୋଇପଡୁଥିବାବେଳେ...

ବାଲିଆରେ ବୋମାମାଡ: ୨ ଜୀବନ୍ତ ଗୁଳି ଜବତ

ଡେରାବିଶ, ୧୬।୧୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ବାଲିଆ ମୁସଲମାନ ବସ୍ତିରେ ରବିବାର ବିଳମ୍ବିତ ରାତିରେ ଏକ ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ସୂଚନା...

ହଜାରେ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା

ନୂଆଦିଲ୍ଲୀ, ୨୧।୧୧: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କୋଭିଡ୍‌ ଟିକା ଆସନ୍ତାବର୍ଷ ଫେବୃୟାରୀ ସୁଦ୍ଧା ସ୍ବାସ୍ଥ୍ୟକର୍ମୀ ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଏବଂ ଏପ୍ରିଲ ବେଳକୁ...

Advertisement


Archives

Model This Week