ଢେଙ୍କାନାଳରେ ଭାଜପାର ବିଜୟ ସଂକଳ୍ପ ଶୋଭାଯାତ୍ରା: ବିଜେଡି, କଂଗ୍ରେସକୁ ଟାର୍ଗେଟ କଲେ ଅମିତ ଶାହ

ଢେଙ୍କାନାଳ ଅଫିସ, ୧୭।୪-ଢେଙ୍କାନାଳ ଜିଲା ମହିଷାପାଟ ପଡ଼ିଆରେ ବୁଧବାର ଭାଜପାର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଗଦେଇ ବିଜେଡି ଏବଂ କଂଗ୍ରେସ ସରକାର ଉପରେ ପ୍ରବଳ ବର୍ଷିଥିଲେ। ଚିଟ୍‌ଫଣ୍ଡ ଘୋଟାଲା, ଖଣି ଦୁର୍ନୀତି, ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ନ କରିବା ଆଦି ବିଷୟରେ ସେ ନବୀନ ସରକାରଙ୍କୁ ଟାର୍ଗେଟ କରିଥିଲେ। ସେହିପରି କଂଗ୍ରେସ ସରକାର ଲାଗି ଦେଶର ବିକାଶ ଧୀମେଇଯାଇଥିବା ସେ କହିଥିଲେ। ଏଥିସହ ଭାଜପା ପ୍ରାର୍ଥୀଙ୍କୁ ଜିତାଇ ଦେଶର ବିକାଶ ଇଞ୍ଜିନକୁ ମଜଭୁତ୍‌ କରିବାକୁ ସେ ଆହ୍ବାନ ଦେଇଥିଲେ। ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ସମେତ ବିଧାୟକ ପ୍ରାର୍ଥୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଆତ୍ମାକୁ ବିଜୟୀ କରାଇଛନ୍ତି ଦିଲ୍ଲୀବାସୀ: କେଜରିଓ୍ବାଲଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଏପି ଏକ୍‌ଜିଟ୍‌ ପୋଲ୍‌ ଅନୁମାନ ସତ୍ୟରେ ପରିଣତ ହୋଇଛି। ଦିଲ୍ଲୀବାସୀ ପୁଣିଥରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପ୍ରତି ନିଜର ସମର୍ଥନ...

ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ...

ବ୍ରହ୍ମଗିରିରେ ସାନି ମତଦାନ

ବ୍ରହ୍ମଗିରି,୧୯ା୫(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ସଦର ବ୍ଲକ ଓ କୃଷ୍ଣପ୍ରସାଦ ବ୍ଲକର ଦୁଇଟି ବୁଥ୍‌ରେ ରବିବାର ସାନି ମତଦାନ ଆରମ୍ଭ ହୋଇଛି। ପ୍ରକାଶଥାଉ କି,...

ପାଲଲହଡ଼ାରେ ମୁକେଶ ୬୨୯୯ ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୨୯୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ୧୦ମ ରାଉଣ୍ଡରେ...

କେଜରିଓ୍ବାଲଙ୍କୁ ପାରିଲେନି ୨୦୦ରୁ ଅଧିକ ଭାଜପା ଏମ୍‌ପି: ପୁଣି ଏଏପି ହାତରେ କ୍ଷମତା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ସରକାର ଗଠନ କରିବାକୁ ଯାଉଛି। ଭାଜପା ପ୍ରଚାର...

ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୩୪ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୯ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୩୪ ଭୋଟରେ ଆଗରେ...

ଛେଣ୍ଡିପଦାରେ ଅଗସ୍ତି ବେହେରା ୪୩୯୫ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୨ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୪୩୯୫ ଭୋଟରେ ଆଗରେ...

ଜଗତ୍‌ସିଂହପୁରରେ ପ୍ରଶାନ୍ତ ମୁଦୁଲି ଆଗୁଆ

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ଆଗରେ ଅଛନ୍ତି। ସେ ୩୯୯୬...

Advertisement
Archives

Model This Week