ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ

ଭୁବନ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେଥି ମଧ୍ୟରୁ ଏନ୍‌ଏସି କାର୍ଯ୍ୟାଳୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିବା ବେଳେ ଶିକ୍ଷକ ପରିଷଦ ପକ୍ଷରୁ ତିନି ଷ୍ଟାଡିୟମଠାରେ ପତାକା ଉତ୍ତୋଳନ କରାଯାଇଥିଲା। ଭୁବନର ସମସ୍ତ ଅନୁଷ୍ଠାନ ନୂଆ ବଜାର ,ବଣିକ ସଂଘ ପକ୍ଷରୁ ପତାକା ଉତ୍ତୋଳନ କରାଯାଇଥିଲା । ସେଥିରେ ଶିକ୍ଷକ ପରିଷଦର ସଭାପତି ବ୍ରହ୍ମୋତ୍ରୀ ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ସମସ୍ତ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri