ଢେଙ୍କାନାଳ ଜିଲା କୋଭିଡ ହେଲ୍‌ଥ୍‌ ସେଣ୍ଟର ପରିଦର୍ଶନ କଲେ ୫ଟି ସଚିବ

ଢୋଙ୍କାନାଳ ଅଫିସ, ୧୭।୪: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ନିର୍ମାଣ କରାଯାଉଛି। ଏହି କ୍ରମରେ ଢେଙ୍କାନାଳ ଜିଲାରେ ମଧ୍ୟ ଏକ ହସ୍ପିଟାଲା କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେଶ ମହାପାତ୍ର ଓ ୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିୟାନ୍‌ ଏହାକୁ ପରିଦର୍ଶନ କରିଛନ୍ତି। ସୁବିଧା ଅସୁବିଧା ସମ୍ପର୍କରେ ଡାକ୍ତର, ଷ୍ଟାଫନର୍ସ ଓ ସ୍ବାସ୍ଥ୍ୟକର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ହସ୍ପିଟାଲର ସମସ୍ତ ବ୍ୟବସ୍ଥା ଦେଖି ସେମାନେ ସନ୍ତୋଷ ବ୍ୟକ୍ତ କରିଥିଲେ। କୌଣସି ଅସୁବିଧା ହେଲେ ତୁରନ୍ତ ଜଣାଇବାକୁ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ଉପଜିଲାପାଳ ସାଫଲ୍ୟମଣ୍ଡିତ ପ୍ରଧାନ ଓ ଜିଲାମୁଖ୍ୟ ଚିକିତ୍ସାଧିକାରୀ ଡ. ନିରଞ୍ଜନ ମିଶ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri