ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଯୋଡ଼ା ଶିଶୁ କନ୍ୟା ଜନ୍ମ

ଢେଙ୍କାନାଳ ଅଫିସ,୧।୭: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଏକ ଯୋଡା ଶିଶୁ କନ୍ୟା ଜନ୍ମ ହୋଇଛନ୍ତି। ପରଜଙ୍ଗ ଅଞ୍ଚଳର ଜଣେ ମହିଳା ଏହି ଯୋଡା ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ନବଜନ୍ମିତ ଦୁଇ ଶିଶୁ କନ୍ୟାଙ୍କ ଛାତିରୁ ପେଟ ଯାଏ ଯୋଡିହୋଇ ରହିଛି। ଶିଶୁ କନ୍ୟା ଦୁହିଁଙ୍କ ଅବସ୍ଥା ଭଲ ଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି। ଅନ୍ୟପକ୍ଷରେ ଚିକିତ୍ସା ପାଇଁ ଉଭୟଙ୍କୁ କଟକ ଶିଶୁ ଭବନ ପଠାଯାଇଛି।
ପ୍ରକାଶ ଯେ, ପୂର୍ବରୁ ଯୋଡା ମୁଣ୍ଡ ଶିଶୁ ଜଗା,ବଳିଆ ଚର୍ଚ୍ଚାରେ ରହିଥିଲେ। ଦିଲ୍ଲୀ ଏମ୍‌ସରେ ଉଭୟଙ୍କ ସଫଳ ଅସ୍ତ୍ରୋପଚାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଫୁଟ ଉପରୁ ଖସି ଶ୍ରମିକ ମୃତ

ପରଜଙ୍ଗ, ୧୪।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍‌ ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀରେ ଗୁରୁବାର ଦୁର୍ଘଟଣା ଘଟି...

ବଡ଼ଓଷାରେ ଉତ୍ସବମୁଖର ବୁଦ୍ଧେଶ୍ୱର ଶୈବପୀଠ: ଲାଗି ହେଲା ୨୮୧ ଭଣ୍ଡାର

ଭୁବନ, ୧୦।୧୧(ଡ.ଏନ.ଏ.)-ଭୁବନର ପ୍ରସିଦ୍ଧ ବୁଦ୍ଧେଶ୍ୱର ଶୈବପୀଠରେ ରବିବାର ବଡ଼ଓଷା ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପାରମ୍ପରିକ ଭଣ୍ଡାର ଭୋଗ ଲାଗି କରିବା ପାଇଁ ହଜାର ହଜାର...

ଅଧିକାରୀ କରୁଛନ୍ତି ପକ୍ଷପାତିତା

ଭୁବନ, ୧୮।୬(ଡି.ଏନ୍‌.ଏ.) ଉନ୍ନୟନମୂଳକ କାର୍ଯ୍ୟରେ ପ୍ରଶାସନିକ ଅଧିକାରୀ ପକ୍ଷପାତିତା କରୁଥିବା ଅଭିଯୋଗରେ ଶୁକ୍ରବାର ଢେଙ୍କାନାଳ ଜିଲା ଭୁବନ ବ୍ଲକ କାର୍ଯ୍ୟାଳୟରେ ବିଡିଓଙ୍କୁ ଘେରିଛନ୍ତି ଭାଜପା କାର୍ଯ୍ୟକର୍ତ୍ତା।...

ସନ୍ଦିଗ୍ଧଙ୍କ ଉପରେ କଡ଼ା ନଜର

ଢେଙ୍କାନାଳ ଅଫିସ, ୨୭।୩:ଧୀରେ ଧୀରେ ସମୂହ ସଂକ୍ରମଣ ଆଡକୁ ଗତି କରୁଛି ମହାମାରୀ କରୋନା। ଏହାର ମୁକାବିଲା କରିବା ଲାଗି ପ୍ରସ୍ତୁତିକୁ ଆହୁରି ଜୋର୍‌ଦାର କରିଛି...

ଜନବସତି ନିକଟରେ ଗ୍ୟାସ ପାଇପ ଲାଇନ୍‌କୁ ବିରୋଧ: କାମ ବନ୍ଦ କଲେ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୧୨।୬-କାମାକ୍ଷାନଗର ଉପଖଣ୍ଡ ତୁମୁସିଙ୍ଗା ଥାନା ଖୁଣ୍ଟିବାଟି ଗ୍ରାମ ଦେଇ ଗେଲ୍‌ ଇଣ୍ଡିଆ କମ୍ପାନୀ ପକ୍ଷରୁ ଗ୍ୟାସ୍‌ ଲାଇନ ବିଛାଇବା ପାଇଁ ନିର୍ମାଣାଧୀନ କମ୍ପ୍ରେସର...

ଅଳିଆ ବୋଝରେ ଆଦର୍ଶ ସହର

ଢେଙ୍କାନାଳ ଅଫିସ, ୨୬।୧୧: ଗଳିକନ୍ଦିରେ କୁଢ଼କୁଢ଼ ଆବର୍ଜନା। ଡଷ୍ଟବିନ୍‌ ଭର୍ତ୍ତି ହୋଇ ତଳେ ପଡୁଛି। ଦୁର୍ଗନ୍ଧରେ ନାକ ଫାଟୁଛି। ଦୁର୍ଗନ୍ଧମୟ ପରିବେଶ ସୌନ୍ଦର୍ଯ୍ୟ ବିଗାଡୁଛି। ଅଳିଆ ବୋଝରୁ...

ଚର୍ଚ୍ଚାରେ ସୌମ୍ୟବ୍ରତଙ୍କ ପେନ୍‌ସିଲ୍‌ ଆର୍ଟ

ଢେଙ୍କାନାଳ ଅଫିସ, ୧୪।୧୦ – କେଉଁଠି ରାମାୟଣର ଚରିତ୍ର ତ ଆଉ କେଉଁଠି ଦେବଦେବୀଙ୍କ ପ୍ରତିକୃତି। ବଲିଉଡ୍‌ଠାରୁ ଆରମ୍ଭ କରି ଟଲିଉଡ୍‌। ମେଗାଷ୍ଟାର ଅମିତାଭ ବଚ୍ଚନଙ୍କଠୁ...

୧୯୭୧ ଯୁଦ୍ଧର ୫୦ ବର୍ଷ ପୂର୍ତ୍ତି ପାଳନ

ଢେଙ୍କାନାଳ ଅଫିସ,୪ା୧୧: ୧୯୭୧ ଯୁଦ୍ଧର ୫୦ ବର୍ଷ ପୂର୍ତ୍ତି ଅବସରରେ ତଥା ସର୍ଣ୍ଣିମ ବିଜୟ ବର୍ଷ ପାଳନ ଉପଲକ୍ଷେ ଢେଙ୍କାନାଳ ରାଜବାଟୀରେ ବ୍ରିଗେଡିୟର କାମାକ୍ଷା ପ୍ରସାଦ...

Advertisement
Archives

Model This Week