ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଯୋଡ଼ା ଶିଶୁ କନ୍ୟା ଜନ୍ମ

ଢେଙ୍କାନାଳ ଅଫିସ,୧।୭: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଏକ ଯୋଡା ଶିଶୁ କନ୍ୟା ଜନ୍ମ ହୋଇଛନ୍ତି। ପରଜଙ୍ଗ ଅଞ୍ଚଳର ଜଣେ ମହିଳା ଏହି ଯୋଡା ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ନବଜନ୍ମିତ ଦୁଇ ଶିଶୁ କନ୍ୟାଙ୍କ ଛାତିରୁ ପେଟ ଯାଏ ଯୋଡିହୋଇ ରହିଛି। ଶିଶୁ କନ୍ୟା ଦୁହିଁଙ୍କ ଅବସ୍ଥା ଭଲ ଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି। ଅନ୍ୟପକ୍ଷରେ ଚିକିତ୍ସା ପାଇଁ ଉଭୟଙ୍କୁ କଟକ ଶିଶୁ ଭବନ ପଠାଯାଇଛି।
ପ୍ରକାଶ ଯେ, ପୂର୍ବରୁ ଯୋଡା ମୁଣ୍ଡ ଶିଶୁ ଜଗା,ବଳିଆ ଚର୍ଚ୍ଚାରେ ରହିଥିଲେ। ଦିଲ୍ଲୀ ଏମ୍‌ସରେ ଉଭୟଙ୍କ ସଫଳ ଅସ୍ତ୍ରୋପଚାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଷାକୁ ଭଲ ପାଇଲେ ସମୃଦ୍ଧ ହେବ ସାହିତ୍ୟ

ଢେଙ୍କାନାଳ ଅଫିସ, ୩।୨: ମାଟି ମା’ ଓ ଭାଷାକୁ ସମସ୍ତେ ଭଲ ପାଇବା ଜରୁରୀ। ଭାଷାକୁ ଭଲ ପାଇଲେ ସୁରକ୍ଷିତ ହେବ ଏବଂ ଆମ ସାହିତ୍ୟ ସମୃଦ୍ଧ...

ବିକାଶ ଦେଖୁଛି ପୁଟିପାଳ

ଢେଙ୍କାନାଳ ଅଫିସ, ୧୦।୭: ଜୁଆଙ୍ଗ ଗାଁରେ ପଡ଼ିଛି ବିକାଶର କିରଣ। ଉଦୟ ହୋଇଛି ଅନ୍ଧାରରେ ବୁଡ଼ିଥିବା ଆଦିବାସୀ ପଡ଼ାର ଭାଗ୍ୟ। ପ୍ରଶାସନର ଶୁଭଦୃଷ୍ଟି ପଡ଼ିବା ପରେ...

‘ଯାଯାବର’କୁ ହତାଦର

ଢେଙ୍କାନାଳ ଅଫିସ, ୧୦।୬ – ରାଜ୍ୟର ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହିତ କରିବାକୁ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଯାଯାବର’। ଏହାର ଉଦ୍ଦେଶ୍ୟ ଥିଲା ଏକ ବର୍ଣ୍ଣାଢ଼୍ୟ...

ଲୋକାଦୃତ ହେଉଛି ଲୋକକଳା

ଢେଙ୍କାନାଳ ଅଫିସ, ୨୪।୧୦:ଓଡ଼ିଶାର ସମୃଦ୍ଧ ଲୋକକଳାକୁ ଲୋକାଭିମୁଖୀ କରାଇବା ଉଦ୍ଦେଶ୍ୟରେ ୨୦୧୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିଲେ ସ୍ବତନ୍ତ୍ର ଯୋଜନା। ଏହି ମହତ୍‌ ଅଭିଯାନର...

ଅଜଣା ଜନ୍ତୁ ଠାବ ପାଇଁ ଲାଗିଲା କ୍ୟାମେରା

ଢେଙ୍କାନାଳ,୧୮ା୭(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ସୋଗରପଶି ପଞ୍ଚାୟତ ଆରଦା ଗ୍ରାମରେ ଶନିବାର ଭୋର ସମୟରେ ଚାଷୀ ସାଧୁଚରଣ ରାଉତଙ୍କ ଗୁହାଳରେ ଥିବା ୪୨...

ଆସିଛନ୍ତି ୫,୨୨୮ ଅତିଥି ପକ୍ଷୀ

ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ୨୦୨୨ରେ ଜିଲାକୁ ଦେଶବିଦେଶରୁ ୫,୨୨୮ ପ୍ରବାସୀ ପକ୍ଷୀଙ୍କ ସମାଗମ ହୋଇଛି। ପରଜଙ୍ଗ ବ୍ଲକର ଦଦରାଘାଟି ଜଳଭଣ୍ଡାର, ବ୍ରାହ୍ମଣୀ...

ଆରମ୍ଭ ହେଲା ‘ନିକ୍ରା’

ଢେଙ୍କାନାଳ ଅଫିସ, ୯।୪ ଜଳବାୟୁ ପରିବର୍ତ୍ତନର ସମ୍ମୁଖୀନ ହେବା, ଚାଷରେ ସମୟାନୁକୂଳ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ, ସମନ୍ବିତ କୃଷି ଭଳି ବହୁମୁଖୀ ଲକ୍ଷ୍ୟ ନେଇ ଢେଙ୍କାନାଳ...

୬ ପୋଲିସ ସମ୍ବର୍ଦ୍ଧିତ

ଢେଙ୍କାନାଳ ଅଫିସ,୨।୧: କଟକ ଜିଲା ଆଠଗଡ଼ ଷ୍ଟେଟ ବ୍ୟାଙ୍କ ଇଣ୍ଡିଆର କ୍ୟାଶ ଭ୍ୟାନ୍‌ରୁ ୨୦୨୧ ଅକ୍ଟୋବର ୧୧ରେ ୧ କୋଟି ୬ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଘଟଣାର...

Advertisement
Archives

Model This Week