ଢେଙ୍କାରେ ପହଞ୍ଚିଲେ ୭ ପ୍ରବାସୀ ଓଡ଼ିଆ

ହାଟଡିହୀ,୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ୭ ପ୍ରବାସୀ ଓଡ଼ିଆ ସୋମବାର ବିଳମ୍ବିତ ରାତିରେ ପହଞ୍ଚିଛନ୍ତ। ଏମାନେ ସୁରଟରୁ ନିଜ ଖର୍ଚ୍ଚରେ ବାଲେଶ୍ୱର ଆସୁଥିବା ବସ୍‌ରେ ଆସି ସୋରରେ ପହଞ୍ଚିଥିଲେ। ପଞ୍ଚାୟତ ସରପଞ୍ଚ ନିମାଇ ସାମଲ, ପିଇଓ ନରହରି ନାୟକ, ଜିଆର୍‌ଏସ ପ୍ରଫୁଲ୍ଲ ମାଝି ପ୍ରମୁଖ ସୋରକୁ ଯାଇ ଏକ ଗାଡ଼ିରେ ସେମାନଙ୍କୁ ହାଟଡିହୀ ଆଣିଥିଲେ। ପରେ ସମସ୍ତଙ୍କୁ ପଞ୍ଚାୟତ ତରଫରୁ ହାଇସ୍କୁଲ ଠାରେ ଖୋଲାଯାଇଥିବା କାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଛି। ପଞ୍ଚାୟତ ତରଫରୁ ସମସ୍ତଙ୍କୁ ଖାଇବାକୁ ଦିଆଯିବା ସହ ସରକାରୀ ନିୟମ ଅନୁସାରେ ସମସ୍ତ ସୁବିଧା ଯୋଗାଇ ଦିଆଯାଉଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଆପାଳ ଅଞ୍ଚଳରେ ବ୍ୟାପକ କ୍ଷତି

ବାଲିଆପାଳ, ୨୩।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ ପ୍ରଭାବରେ ବାଲିଆପାଳ ବ୍ଲକରେ ବ୍ୟାପକ କ୍ଷତି ହୋଇଛି। ବାତ୍ୟା ଛାଡ଼ିଯାଇଛି ମାତ୍ର ତାର ପ୍ରଭାବରେ ଚାଷୀ ଏବଂ ଗରିବ ଲୋକଙ୍କ ମେରୁଦଣ୍ଡ...

ସ୍ମାର୍ଟ ଫୋନ୍‌ର ମାୟା: ପ୍ରଭାବିତ ହେଉଛି ପିଲାଙ୍କ ଶାରୀରିକ, ମାନସିକ ସ୍ବାସ୍ଥ୍ୟ

କଟକ ଅଫିସ,୧୪ା୧୨: ସ୍ମାର୍ଟ ଫୋନରେ କାର୍ଟୁନ୍‌, ଗୀତ, ଭିଡିଓ ଗେମ୍‌ ସହିତ ଟିକ୍‌ଟକ୍‌ ମାୟାରେ ପିଲାଠୁ ବୟସ୍କଙ୍କ ପର୍ଯ୍ୟନ୍ତ ବାୟା। ଏପରି କି ପିଲା ଅଝଟ...

ଗ୍ରାମରୁ ବିଦ୍ୟୁତ୍‌ ସଂଯୋଗ କାଟିଦେଇଛି ସାଉଥ୍‌କୋ: ସନ୍ଧ୍ୟା ହେଲେ ଖୋଜାପଡୁଛି ଡିବି, ଲଣ୍ଠନ

କୋରୁକୋଣ୍ଡା,୧୪।୧(ଡି.ଏନ୍‌.ଏ.)-ଗ୍ରାମରେ ବିଦ୍ୟୁତ୍‌ ସଂଯୋଗ ଥାଇ ମଧ୍ୟ ଗ୍ରାମବାସୀ ସନ୍ଧ୍ୟା ହେଲେ ସବୁଦିନ ହଇରାଣ ହେଉଛନ୍ତି। ଡିବି, ଲଣ୍ଠନ ଲଗାଇ ଚଳୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ...

ଓଲଟିଲା ନାଇଟ୍‌ କୋଚ ବସ୍‌, ୨୫ ଆହତ

ବଇଣ୍ଡା, ୨୮ା୭(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ନାକିଚିସ୍ଥିତ ଛେଳିଆଢିପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ନାଇଟ୍‌ କୋଚ ବସ୍‌...

ସରକାରୀ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ବାସନ୍ତି

  କଲମପୁର, ୧୮।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗଁା ପଁଚେତ୍‌ ଅଧୀନ ପାତ୍ରବସା ଗାଁର ବାସନ୍ତି ପୁଝାରୀ(୬୫)। ଅନେକ ଦିନ୍‌ ହେଲା ଆପ୍‌ନେ...

ମଡେଲିଂରୁ ଅଭିନୟ : ଯୁବପ୍ରତିଭା ସୌମ୍ୟରଞ୍ଜନ

ବାରିପଦା ଅଫିସ,୨୬।୫- ପାଠପଢ଼ା ସହିତ ଜଣେ ସଫଳ ଅଭିନେତା ହେବାକୁ ପିଲାଦିନୁ ସେ ସ୍ବପ୍ନ ଦେଖିଥିଲେ। ଏହି ସ୍ବପ୍ନକୁ ସାକାର କରିବା ଲାଗି ସେ ନିରନ୍ତର...

ଭୁବନେଶ୍ୱରରୁ ଉତ୍ତର ପ୍ରଦେଶ ଯାଉଥିବା ୧୫ ଶ୍ରମିକ ଅଟକ

କେନ୍ଦୁଝର,୫।୫(ସ୍ବ.ପ୍ର.)-ଭୁବନେଶ୍ୱରରୁ ଚାଲି ଚାଲି ଉତ୍ତରପ୍ରଦେଶ ଅଭିମୁଖେ ଯାଉଥିବା ୧୫ ଜଣ ଶ୍ରମିକଙ୍କୁ କେନ୍ଦୁଝର ସଦର ଥାନା ପୋଲିସ ରାଇସୁଆଁ ନିକଟରେ ଅଟକ ରଖିଛି। ପୋଲିସ କହିଛି,...

‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’

କଟକ ସଦର, ୭ା୯(ଡି.ଏନ୍‌.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ...

Coronavirus Update


Archives

Model This Week

Why Dharitri