ଢେଙ୍କିକୋଟ, ୨୮ା୪(ଡି.ଏନ୍.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟରେ ଗତକାଲିଠାରୁ ଅଗ୍ନିବର୍ଷା ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜନସାଧାରଣ ପ୍ରଚଣ୍ଡ ଖରାରୁ ପଦାକୁ ବାହାରି ପାରୁନାହାନ୍ତି। ୧୧ଟା ବେଳକୁ ବଜାର ରାସ୍ତା ଘାଟ ଶୂନ୍ଶାନ ହୋଇଯାଉଛି। ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଶନିବାର ସାପ୍ତାହିକ ହାଟ ଥିବାବେଳେ ହାଟରେ ଲୋକସଂଖ୍ୟା ପ୍ରତି ହାଟଠାରୁ ୩ଗୁଣା କମ ଦେଖିବାକୁ ମିଳିଛି। କେନ୍ଦୁଝର ଜିଲା ଆରଏମ୍ସି ଅଧିନରେ ହାଟ ଥିବାବେଳେ ହାଟ ଲୋକମାନଙ୍କ ନିମନ୍ତେ କୌଣସି ପାନୀୟ ଜଳର ବ୍ୟବସ୍ଥା ନାହିଁ। ଜଳଛତ୍ର ଆର୍ଏମ୍ସି ପକ୍ଷରୁ ଖୋଲିବା ପାଇଁ ଦାବି ହେଉଛି।

ଉପବାସ ରହିଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ
ବାଲେଶ୍ୱର ଅଫିସ/ ସଜନାଗଡ଼,୬।୫(ଡି.ଏନ.ଏ.) ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଘୋଷଣା ପରେ ଭାଜପା କାର୍ଯ୍ୟକର୍ତ୍ତା ଓ ସେମାନଙ୍କ ପରିବାର ସଦସ୍ୟଙ୍କ ଉପରେ ତୃଣମୂଳ କଂଗ୍ରେସ କର୍ମୀ ହିଂସାତ୍ମକ...

‘ମଣ୍ଡାପିଠାର ମଜା’ ବାଟ ଦେଖାଇଲା
ସିମୁଳିଆ, ୫ା୮(ସନ୍ତୋଷ କୁମାର ନାୟକ): ଗାଁ ମାଟିର ବାସ୍ନା, ପାଣି ପବନର ଆକର୍ଷଣ ତାଙ୍କ ଜୀବନକୁ ପରିଷ୍ୃଷ୍ଟ କରିଛି। ଗ୍ରାମୀଣ ପରିବେଶରେ ଶିକ୍ଷାଲାଭ, ଶିକ୍ଷକ ଓ...

ଏସ୍ଇଏମ୍ଙ୍କୁ ବାନ୍ଧିଲେ ଗ୍ରାମବାସୀ
ସଜନାଗଡ଼, ୧୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ କେସିପୁର ପଞ୍ଚାୟତର ଭାଲିଆପୁଷି ଗ୍ରାମରେ ଅଚଳ ନଳକୂପକୁ ତୁରନ୍ତ ମରାମତି କରାଯାଉ ନ ଥିବାରୁ ସ୍ଥାନୀୟ ବାସିନ୍ଦାଙ୍କ...

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ...

ସମବାୟ ସମିତିରୁ ୫ ଲକ୍ଷ ହଡ଼ପ ଅଭିଯୋଗ: ପୂର୍ବତନ ସମ୍ପାଦକ ଗିରଫ
ତିହିଡ଼ି, ୧୨।୭ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଗୁଆମାଳ ସେବା ସମବାୟ ସମିତିରୁ ୫ ଲକ୍ଷ ଟଙ୍କା ହଡ଼ପ ହୋଇଛି। ସମିତିର ଉପସଭାନେତ୍ରୀ...

କାନ୍ଥପଡ଼ି ନାବାଳିକାଙ୍କ ଜୀବନଗଲା, ୨ ଗୁରୁତର
ବାହାନଗା,୨୬।୯(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତ ମଳଙ୍ଗ ଗ୍ରାମର ସଞ୍ଜୟ ନାୟକଙ୍କ ଘର ମାଟି କାନ୍ଥ ଓ ଆଟୁ ଭାଙ୍ଗିଯିବାରୁ ନାବାଳିକାଙ୍କ ମୃତ୍ୟୁ...

ବିଦ୍ୟୁତ୍କାଟ ପ୍ରତିବାଦରେ ଧାରଣା
ଜଳେଶ୍ୱର, ୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳର ଶ୍ୟାମନଗର, କାଳିକ, ଖୁଆଡ, କଳମା ଓ ସର୍ଦ୍ଦାରବନ୍ଧ ପଞ୍ଚାୟତରେ ରାତ୍ରୀ ସମୟରେ ବିଦ୍ୟୁ୍ତ୍କାଟ ଯୋଗୁ ଅନ୍ଧାର ସୁଯୋଗ ଦେଇ...

କାର୍ଯ୍ୟାଦେଶ ବଣ୍ଟନ ପରେ ବି ଆରମ୍ଭ ହୋଇନି କାମ: ଅସନ୍ତୋଷ ପ୍ରକାଶ କଲେ ବିଧାୟକ
ବାଲେଶ୍ୱର ଅଫିସ,୪।୬-ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ମଙ୍ଗଳବାର ସଦର ବ୍ଲକକୁ ସୌଜନ୍ୟମୂଳକ ଭାବରେ ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି।...