ତକିଆ ତଳେ ଜୋତା ରଖି ଶୋଉଥିଲେ ଅମିତାଭ ବଚ୍ଚନ, ଜାଣନ୍ତୁ କାହିଁକି

ଛୋଟ ପରଦାର ବଡ ରିଏଲିଟ ଶୋ’ ‘କୌନ ବନେଗା କରୋଡ ପତି’କୁ ହୋଷ୍ଟ କରୁଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ଏହି ଶୋ’ରେ ଭାଗ ନେଉଥିବା ପ୍ରତିଯୋଗୀଙ୍କ ସହ ଅମିତାଭ ଖୁବ୍‌ ମଜାଳିଆ ଢଙ୍ଗରେ କଥାବାର୍ତ୍ତା ହୁଅନ୍ତି ବିଗ୍‌ ବି। ବେଳେବେଳେ ନିଜ ଜୀବନର କିଛି ଅଭୁଲା ସ୍ମୃତି ସବୁ ପ୍ରତିଯୋଗୀଙ୍କ ସହ ଶେୟାର ମଧ୍ୟ କରନ୍ତି। ନିକଟରେ ଜଣେ ପ୍ରତିଯୋଗୀଙ୍କ ସହ ସେ ପିଲାଦିନର ଅନୁଭୂତି ବଖାଣିଥିଲେ। ପିଲାଦିନେ କୌଣସି ଜିନିଷ ପସନ୍ଦ ଆସିଲେ ମାତାପିତାଙ୍କୁ କହିବାକୁ ଡରୁଥିଲି। କାରଣ ତାଙ୍କ ଉପରେ ଅଯଥା ବୋଝ ଦେବାକୁ ଚାହୁଁ ନ ଥିଲି। ଯଦି କୌଣସି ଜୋତା ପସନ୍ଦ ଆସେ ତାଙ୍କ ତାକୁ ମାତାପିତା ମୋତେ ଉପହାର ଦିଅନ୍ତି ତାକୁ ମୁଁ ତକିଆ ତଳେ ଜୋତା ରଖି ଶୁଏ ବୋଲି ଅମିତାଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗଜରୀ କାର ଛାଡି ମେଟ୍ରୋରେ ବୁଲିଲେ ସାରା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସାରା ଅଲ୍ଲୀ ଖାନ ଭ୍ରମଣ କରିବାକୁ ବହୁତ ପସନ୍ଦ କରନ୍ତି। ସେ ପ୍ରାୟତଃ ନିଜ କାମରୁ ବିରତି ନେଇ ବୁଲିବାକୁ କୌଣସି...

ପ୍ରଥମ ଜନ୍ମଦିନରେ କେମିତି ଦେଖାଯାଉଥିଲେ ବଲିଉଡ୍‌ର ଏହି ଅଭିନେତ୍ରୀ

ମୁମ୍ବାଇ: ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବଲିଉଡ୍‌ ଆକ୍ଟ୍ରେସ୍‌ ୟାମି ଗୌତମଙ୍କର ଏକ ଫଟୋ ଏବେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଭାଇରାଲ ହେବାରେ ଲାଗିଛି।...

ଶପିଂ କରିପାରିବି ୩୬୫ ଦିନ

ପିଲାଦିନ: ଯାଜପୁର ଜିଲା ନୀଳାଦେଇ ପୁରରେ ମୋ ଗାଁ। ସେଇ ଗାଁରେ ଅଛି ମୋର ଅନେକ ସ୍ମୃତି। ପିଲାଦିନେ ମୁଁ ଗାଁ ଆମ୍ବ ତୋଟାରୁ ଆମ୍ବ...

ଅପେକ୍ଷାର ଫଳ ମିଠା

ସତରେ ଅପେକ୍ଷାର ଫଳ ମିଠା। ହେଲେ ସେଥିପାଇଁ ଧୈର୍ଯ୍ୟର ଆବଶ୍ୟକତା ରହିଛି। ନିକଟରେ ଜ୍ୟାକଲିନ୍‌ ଫର୍ନାଡିସ୍‌ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍‌, ସେ...

କରୋନା ଟିକା ନେଲେ ‘ଡ୍ରିମ୍‌ଗର୍ଲ’, ଫଟୋ ଭାଇରାଲ

ମୁମ୍ବାଇ,୬।୩: ବଲିଉଡ୍‌ର ‘ଡ୍ରିମଗର୍ଲ’ ତଥା ମଥୁରା ଏମ୍‌ପି ହେମାମାଳିନୀ କରୋନା ଭାଇରସରୁ ରକ୍ଷା ପାଇବା ପାଇଁ ଶନିବାର ଟିକା ନେଇଛନ୍ତି। ଏହି କଥା ନିଜେ ହେମାମାଳିନୀ...

ଅଭିନେତା ନୁହେଁ ଅଭିନେତ୍ରୀ ଲୁକରେ ନୱାଜୁଦ୍ଦିନ

ମୁମ୍ବାଇ: ଲୋକେ କୁହନ୍ତି ପ୍ରଥମ ଇମ୍ପ୍ରେଶନ ସବୁଠାରୁ ଇମ୍ପୋଟାଣ୍ଟ ହୋଇଥାଏ । ଆଉ ଏକଥାର ପ୍ରମାଣ ମିଳିଛି ନୱାଜୁଦ୍ଦିନ ସିଦ୍ଦିକିଙ୍କ ନୂଆ ଫିଲ୍ମର ମୋଶନ ପୋଷ୍ଟରରେ...

ହୃଦ୍‌ଘାତରେ ଚାଲିଗଲେ ଏହି ଅଭିନେତ୍ରୀ

ମୁମ୍ବାଇ: ତାମିଲ ଫିଲ୍ମରେ ଅଭିନୟ କରିଥିବା ମାଲାୟାଲମ ଅଭିନେତ୍ରୀ ଚିତ୍ରାଙ୍କର ଶନିବାର ସକାଳେ ହୃଦ୍‌ଘାତରେ ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୬...

ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ଏହି ଯୋଡି

ବଲିଉଡ ଅଭିନେତ୍ରୀ କିମ ଶର୍ମା ଏବଂ ଟେନିସ ତାରକା ଲିଆଣ୍ଡର ପେସଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରୁହନ୍ତି। ୨୦୨୧ରେ ଦୁହିଁଙ୍କ ସମ୍ପର୍କ ବିଷୟରେ ଜଣାପଡିଥିଲା। ଦୁହିଁଙ୍କ...

Advertisement
Archives

Model This Week