ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ ବେଶ କରାଯାଇଥିଲା। ଧଳା ଧୋତି ଓ ଉତ୍ତରୀୟ ପରିଧାନ କରି ଠାକୁରଙ୍କ ତଡ଼ପ ଲାଗି ନୀତି ଅନୁଷ୍ଠିତ ହୋଇଥିଲା। ରାତି ତମାମ ମନ୍ଦିର ଖୋଲା ରହିବ। ଗୁରୁବାର ସକାଳେ ସୂର୍ଯ୍ୟୋପରାଗ ଆରମ୍ଭ ହେବା ମାତ୍ରେ ଠାକୁରଙ୍କ ଗ୍ରହଣ ସ୍ନାନ, ଗ୍ରହଣ ଭୋଗ ପରେ ଅବଶିଷ୍ଟ ଦେବନୀତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଉପନିର୍ବାଚନକୁ ନେଇ ଉତ୍କଣ୍ଠା ବଢୁଛି

ରସୁଲପୁର,୨୭ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ରାଉତରାପୁର ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଖୁବ୍‌ଶୀଘ୍ର ଉପନିର୍ବାଚନ ହେବ। ଉପନିର୍ବାଚନ ନେଇ ଦାବି ହେବାପରେ ଉପଜିଲାପାଳ ନିର୍ବାଚନ କମିଶନଙ୍କୁ...

ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ

ମାଲକାନଗିରି, ୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର...

ଧାନକିଣା ସରିନି, ମଣ୍ଡି ବନ୍ଦ

ବରଗଡ଼ ଅଫିସ୍‌,୪।୧: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ୨ମାସ ବିତିବ। ମାତ୍ର ଟୋକନ ସମସ୍ୟା ସାଙ୍ଗକୁ ମନ୍ଥର ଗତିରେ ଉଠାଣ...

ବରଗଡ଼ରେ ଜମି ମାଫିଆ ସକ୍ରିୟ: ମା’ ସମଲେଶ୍ୱରୀଙ୍କ ଭୂ-ସମ୍ପତ୍ତିକୁ କରିନେଲେ ହଡ଼ପ

ବରଗଡ଼ ଅଫିସ,୧୫।୩: ବରଗଡ଼ ଜିଲାରେ ଜମି ମାଫିଆମାନେ ସକ୍ରିୟ ହୋଇ ପଡିଛନ୍ତି। ବିଭାଗୀୟ ଅଧିକାରୀ, କର୍ମଚାରୀ ମାନଙ୍କୁ ମୋଟା ଅଙ୍କର ହାତଗୁଞ୍ଜା ଦେଇ କେତେବେଳେ ଅନୁସୂଚିତ...

ଡାକ୍ତର, ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ:ଡିଜି

କଟକ ଅଫିସ୍‌,୯ା୪: କରୋନା ମୁକାବିଲା ଦିଗରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ଆଗ ଧାଡ଼ିର ଯୋଦ୍ଧା। ହେଲେ ସେମାନଙ୍କ ଉପରେ ହେଉଥିବା ଆକ୍ରମଣ ଏବଂ ଅଶୋଭନୀୟ...

ଦମ୍ପତିଙ୍କୁ ଆକ୍ରମଣ ମାମଲା: ଝିଅଙ୍କୁ ୫ବର୍ଷ ଜେଲ୍‌

ସଜନାଗଡ଼, ୩୦।୯(ଡି.ଏନ.ଏ.)-ଏକ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ନୀଳଗିରି ସହକାରୀ ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ସୋମବାର ଅଭିଯୁକ୍ତ ମା’ ଓ ଝିଅଙ୍କୁ ୫ବଷର୍ର୍...

ନାରାୟଣପାଟଣାରେ ମାଓବାଦୀ ପୋଷ୍ଟର

କୋରାପୁଟ,୨୨।୮(ଅମିତାଭ ବେହେରା) ନାରାୟଣପାଟଣାରେ ଲାଗିଛି ମାଓବାଦୀ ପୋଷ୍ଟର। ପୋଷ୍ଟର ଲଗାଇ ବହୁ ପ୍ରତୀକ୍ଷିତ ପ୍ରସ୍ତାବିତ ଚିନ୍ତାଗୁଡା ପ୍ରକଳ୍ପକୁ ବିରୋଧ କରିଛନ୍ତି ମାଓବାଦୀ। ସୂଚନାଯୋଗ୍ୟ, କୋରାପୁଟ ଜିଲାର...

୧୬ ଦୋକାନୀଙ୍କୁ ନୋଟିସ

ଅନୁଗୋଳ ଅଫିସ, ୬।୫ – ଲକ୍‌ଡାଉନ କଟକଣା କୋହଳ ହେବା ପରେ ଅନୁଗୋଳ ଜିଲା ଓ ସହରର ଦୋକାନ ବଜାର ଖୋଲିବାକୁ ଜିଲା ପ୍ରଶାସନ ପକ୍ଷରୁ...

Advertisement
Archives

Model This Week