ତଥାପି ଚେତୁନାହାନ୍ତି ଲୋକେ

ବସ୍ତା, ୨୮।୩(ଡି.ଏନ.ଏ.)-ସରକାରଙ୍କ ଦ୍ୱାରା ବାରମ୍ବାର ସଚେତନତା ପରେ ମଧ୍ୟ ଲୋକେ ଚେତୁ ନ ଥିବା ଦେଖିବାକୁ ମିଳିଛି। ପୋଲିସର ଘନ ଘନ ପାଟ୍ରୋଲିଂ ସତ୍ତ୍ୱେ ଲୋକେ ସରକାରୀ ନିୟମକୁ ଉଲ୍ଲଙ୍ଘନ କରୁଛନ୍ତି। ବସ୍ତା ବ୍ଲକର କେତେକ ଗ୍ରାମରେ ଯୁବଗୋଷ୍ଠୀ ଗ୍ରାମ୍ୟ ମୁଖ୍ୟରାସ୍ତାକୁ ଅବରୋଧ କରି ଗାଡ଼ି ମୋଟର ଚଳାଚଳକୁ ବନ୍ଦ କରିବା ସହିତ ଲୋକଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି। ଅନ୍ୟପକ୍ଷରେ ରୂପ୍‌ସା ଥାନା ନୂଆଗାଁ ରେଳଷ୍ଟେଶନ ପାଖ ପଡ଼ିଆରେ ଶିକ୍ଷିତ ଯୁବଗୋଷ୍ଠୀର ପିଲାମାନେ ସଂଘବଦ୍ଧ ଭାବେ ଖେଳୁଥିବା ଦେଖିବାକୁ ମିଳିଛି। ଏ ନେଇ ଲୋକେ ତାଙ୍କୁ ବାରଣ କଲେ ମଧ୍ୟ ସେମାନେ ଗୁରୁତ୍ୱ ଦେଉନାହାନ୍ତି। କୌଣସି କାରଣ ନ ଥାଇ ଲୋକେ ବାହାନା କରି ବୁଲାବୁଲି କରୁଥିବାରୁ ପୋଲିସ ସେମାନଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି ହେଉଛି। ଏଥିସହିତ ମୁଖ୍ୟ ସ୍ଥାନ ଓ ରାସ୍ତାରୁ ଗ୍ରାମାଞ୍ଚଳକୁ ସଂଯୋଗ କରୁଥିବା ଛକ ଜାଗାରେ ପୋଲିସ ପ୍ରହରା ପାଇଁ ଲୋକେ ପ୍ରଶାସନକୁ ଅନୁରେଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ଡେଙ୍ଗୁ, ଏଡିଶ ମଶାକୁ ଭୟ

ବ୍ରହ୍ମପୁର ଅଫିସ,୭ା୮-ବର୍ଷା ଆଗମନରେ ଆସିଯାଇଛି ଡେଙ୍ଗୁ ଋତୁ। ଜିଲାବାସୀଙ୍କୁ ଏବେ ଘାରିଛି ଚିନ୍ତା। ବିଶେଷକରି ବ୍ରହ୍ମପୁର ସହରରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଯୋଗୁ ଚିନ୍ତା ଆହୁରି...

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ...

ବାର୍‌ହା ମାରି ମାଂସ ଭାଗ ସମୟରେ ଚଢାଉ: କଟା ମାଂସ, ୨ ବାଇକ୍‌ ଜବତ

ସୋନପୁର,୩୦।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମୟୂରଉଡାନ ଗ୍ରାମ୍ୟ ଜଙ୍ଗଲ ଅଞ୍ଚଳରୁ ବନ ବିଭାଗ ଗୁରୁବାର ୮ କିଲୋ ବାର୍‌ହା ମାଂସ ଜବତ...

ଦମ୍ପତିଙ୍କୁ ଆକ୍ରମଣ ମାମଲା: ଝିଅଙ୍କୁ ୫ବର୍ଷ ଜେଲ୍‌

ସଜନାଗଡ଼, ୩୦।୯(ଡି.ଏନ.ଏ.)-ଏକ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ନୀଳଗିରି ସହକାରୀ ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ସୋମବାର ଅଭିଯୁକ୍ତ ମା’ ଓ ଝିଅଙ୍କୁ ୫ବଷର୍ର୍...

କ୍ରୀଡ଼ାମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କଲେ ବିଧାୟକ

ଉମରକୋଟ/ରାଇଘର,୧୭ା୭(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ୩ ଦିନିଆ ନବରଙ୍ଗପୁର ଜିଲା ଗସ୍ତ କରିଛନ୍ତି। ଶନିବାର ସେ ଉମରକୋଟ ଯାଇଥିଲେ। ତେବେ...

ଶୌଚାଳୟ ପଛପଟେ ପଡ଼ିଛି ନବଜାତକର ମୃତଦେହ

ଛତ୍ରପୁର,୨୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଶୌଚାଳୟ ପଛପଟେ ନବଜାତ ଶିଶୁ ମୃତଦେହ ପଡ଼ିଥିବା ବୁଧବାର ଦେଖିବାକୁ ମିଳିଛି। ତେବେ ସ୍ବାସ୍ଥ୍ୟ କିମ୍ବା ଶିଶୁ ବିଭାଗକୁ ଖବର...

ଜୁନାଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି: ୨ ଦିନ ଘରକୁ ଘର ବୁଲି କୋଭିଡ ପରୀକ୍ଷା

ଜୁନାଗଡ଼,୧୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଓ ଏନ୍‌ଏସିରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଯାହାକୁ ନେଇ ଏବେ ଚିନ୍ତା ବଢ଼ିଛି।...

ଶୁଆକଣରେ ଜଳ ଜୀବନ ମିଶନ ଦିଗହରା

ନାଉଗଁା, ୮ା୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକ ଅନ୍ତର୍ଗତ କୋରୁଅ ପଞ୍ଚାୟତ ଶୁଆକଣ ଗଁାର ଚତୁଃପାର୍ଶ୍ୱକୁ ଦେବୀ ନଦୀ ଘେରି ରହିଛି। ଏହି ଗଁାଟି ସମୁଦ୍ର...

Advertisement
Archives

Model This Week