Posted inଜାତୀୟ

ତଥ୍ୟ ଦେଉନାହିଁ ତିହାର ଜେଲ୍‌, କୋର୍ଟ ଗଲେ ଦୋଷୀ

ନୂଆଦିଲ୍ଲୀ,୨୫ା୧: ନିର୍ଭୟା ବଳାତ୍କାର, ହତ୍ୟା ମାମଲାର ଅନ୍ୟ ୨ ଦୋଷୀ ଅକ୍ଷୟ କୁମାର ସିଂ ଓ ପଓ୍ବନ ସିଂଙ୍କ ଓକିଲ ଏ.ପି. ସିଂ ତିହାର ଜେଲ୍‌ ଅଧିକାରୀ ତଥ୍ୟ ଦେବାରେ ଜାଣିଶୁଣି ବିଳମ୍ବ କରୁଛନ୍ତିି ବୋଲି ଅଭିଯୋଗ କରିବା ସହ ଦିଲ୍ଲୀ କୋର୍ଟରେ ଅପିଲ କରିିଛନ୍ତି। କ୍ୟୁରେଟିଭ୍‌ ପିଟିଶନ ଦାଖଲକରିବା ଲାଗି ଆବଶ୍ୟକ ଏହି କାଗଜପତ୍ର ଜେଲ୍‌ ଅଧିକାରୀ ଅଟକାଇ ରଖିଥିବା ଦର୍ଶାଯାଇଛି। ଏହି ଆବେଦନର ଶୁଣାଣି କୋର୍ଟ ଶନିବାର କରିବାର କାର୍ଯ୍ୟକ୍ରମ ରହିଛି। ପ୍ରକାଶଥାଉ କି, ସୁପ୍ରିମକୋର୍ଟ ପୂର୍ବରୁ ୨ ଦୋଷୀ ବିନୟ କୁମାର ଶର୍ମା ଓ ମୁକେଶ ସିଂଙ୍କ କୁରେଟିଭ ପିଟିଶନକୁ ଖାରଜ କରିଦେଇଥିଲେ। ୪ ଦୋଷୀଙ୍କୁ ଫେବୃୟାରୀ ୧ ସକାଳ ୬ଟାରେ ଫାଶୀ ଦିଆଯିବାକୁ ପ୍ରସ୍ତୁତି ଚାଲିଛି। ଫାଶୀରେ ବିଳମ୍ବ ଲାଗି ଓକିଲ ଏଭଳି ଚାଲ୍‌ ଖେଳୁଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ୍‌ ସିସୋଡିଆ ପ୍ରକାଶ କରିଛନ୍ତି। ଶୀଘ୍ର ନ୍ୟାୟ ପ୍ରଦାନ ଲାଗି ଆଇନରେ କେତେକ ସଂଶୋଧନ କରାଯିବା ଉଚିତ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍‌ ଜିହାଦ: କେନ୍ଦ୍ର ସରକାରଙ୍କ ପାଖରେ ନାହିଁ କୌଣସି ସୂଚନା

ନୂଆଦିଲ୍ଲୀ,୩୧।୧୨: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଇତିମଧ୍ୟରେ ଉତ୍ତରପ୍ରଦେଶରେ ଲଭ୍‌ ଜିହାଦ ଆଇନ ପ୍ରଣୟନ ହୋଇସାରିଛି। ମଧ୍ୟପ୍ରଦେଶ...

ଗୋଟିଏ ମଞ୍ଚରେ ନଜର ଆସିବେ ତେଜସ୍ବୀ-କହ୍ନେୟା!

ପାଟନା,୨୭।୮: ପାଖେଇ ଆସୁଛି ବିହାର ନିର୍ବାଚନ। ଏବେଠାରୁ ଏହାକୁ ନେଇ ଆରମ୍ଭ ହୋଇଗଲାଣି ଅଙ୍କକଷା। ବୁଧବାର ଆର୍‌ଜେଡି ସହ ବିହାର ବାମଦଳର ହୋଇଥିବା ବୈଠକରେ ସହମତି...

କୃଷି ଆଇନ ଫେରାଇ ନେବାକୁ କଂଗ୍ରେସର ଦାବି: ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ

ନୂଆଦିଲ୍ଲୀ, ୨୮।୯: କୃଷି ଆଇନ ଫେରାଇ ନେବାକୁ କଂଗ୍ରେସ ଦାବି କରିଛି। ଏହା ବିରୋଧରେ କେରଳର କଂଗ୍ରେସ ସଦସ୍ୟ ଟି.ଏନ୍‌. ପ୍ରତାପନ କୃଷି ଅଧିନିୟମକୁ ଚ୍ୟାଲେଞ୍ଜ୍‌...

ଶାହିନ୍‌ ବାଗ୍‌ ପ୍ରଦର୍ଶନ ପଛରେ ୨ ଯାଆଁଳା ଭାଇ କେଜ୍‌ରିଓ୍ବାଲ-ରାହୁଲ: ଭାଜପା

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର ଶାହିନ୍‌ ବାଗ୍‌ଠାରେ ଦୀର୍ଘ ଦିନ ହେଲା ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଏନେଇ ଭାଜପା ପକ୍ଷରୁ ଆମ୍‌ ଆଦ୍‌ମୀ...

ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୮।୮: ଉତ୍ତରପ୍ରଦେଶ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ୬ ରୁ...

ଶହୀଦ ଭଗତ ସିଂଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୨୩।୩: ଶହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ବିପ୍ଳବୀ ଭାଗବତ ସିଂ, ସୁଖଦେବ ଏବଂ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି...

ମନରେଗାକୁ ବୁଝି ପାରି ନାହାନ୍ତି ପ୍ରଧାନମନ୍ତ୍ରୀ…

ଓ୍ବାୟନାଡ଼, ୨।୭ : କେରଳ ଗସ୍ତର ଦ୍ୱିତୀୟ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ୱାୟନାଡରେ ଉପସ୍ଥିତ ରହି ବିଭିନ୍ନ...

ଜେଲ୍‌ରୁ ମୁକୁଳିବେ କଏଦୀ, କମିଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୭।୨ : ଉତ୍ତରପ୍ରଦେଶର ଜେଲରେ ରହୁଥିବା କଏଦୀମାନଙ୍କ ପାଇଁ ଖୁସି ଖବର ଆସିଛି। ଯେଉଁମାନେ ୧୪ ବର୍ଷ କାରାଦଣ୍ଡ ପୂରଣ କରିଛନ୍ତି କିମ୍ବା ଯେଉଁମାନଙ୍କର ବୟସ...

Advertisement
Archives

Model This Week