ତନିସ୍କର ମଦର୍ସ ଡେ କଲେକ୍ସନ

ଭୁବନେଶ୍ୱର,୯।୫: ପ୍ରମୁଖ ଜୁଏଲେରି ବ୍ରାଣ୍ଡ ତନିସ୍କ ପକ୍ଷରୁ ମଦର୍ସ ଡେ ଲାଗି ସ୍ବତନ୍ତ୍ର ହାର୍ଟ ଅଫ୍‌ ଗୋଲ୍ଡ କଲେକ୍ସନ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ମଦର୍ସ ଡେ ପାଳନ ପୂର୍ବକ ଏହି କଲେକ୍ସନ ଶୁଭାରମ୍ଭ କରାଯାଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏହା ମଧ୍ୟରେ ସ୍ବତନ୍ତ୍ର ଗହଣା ରେଞ୍ଜ ସାମିଲ ରହିଛି। ଡିଜାଇନ ଏବଂ କାରିଗରିକୁ ଏଥିରେ ବିଚାର କରାଯାଇଛି। କମ୍ପାନୀର ଇ-କମର୍ସ ପ୍ଲାଟ୍‌ଫର୍ମରେ ଏହି ଗହଣା କିଣିବାକୁ ଗ୍ରାହକ ସୁଯୋଗ ପାଇପାରିବେ। ପ୍ରାୟ ୧୫୦୦ ଶହରୁ ଅଧିକ ପ୍ରଡକ୍ଟ ଏହା ମଧ୍ୟରେ ସାମିଲ ରହିଛି। ଗହଣାଗୁଡିକର ଆରମ୍ଭ ମୂଲ୍ୟ ୫ ହଜାର ଟଙ୍କା ରହିଛି। ମଦର୍ସ ଡେ ଭଳି ଏକ ବିଶେଷ ଦିନକୁ ପାଳନ ସହ ସ୍ବତନ୍ତ୍ର କରିବା ଲାଗି ନୂଆ କଲେକ୍ସନ ଆରମ୍ଭ କରାଯାଇଛି ବୋଲି ଟାଇଟାନ କମ୍ପାନୀ ଲିମିଟେଡ୍‌ର ଜୁଏଲେରି ଡିଭିଜନ ମାର୍କେଟିଂ ବିଭାଗ ଜେନେରାଲ ମ୍ୟାନେଜର ରଞ୍ଜନୀ କ୍ରିଷ୍ଣସ୍ବାମୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତର ୫ ମାସ ଲାଗି କମିଲା ରପ୍ତାନି

ନୂଆଦିଲ୍ଲୀ,୧୬-୧: ଭାରତର ମର୍ଚ୍ଚାଣ୍ଡାଇଜ୍‌ ରପ୍ତାନି ଲଗାତର ଭାବେ ୫ ମାସ ଧରି ହ୍ରାସ ଘଟିବା ସହ ଡିସେମ୍ବରରେ ୧.୮% ରହିଛି। ସେହିଭଳି ଗତବର୍ଷ ତୁଳନାରେ ଚଳିତବର୍ଷ...

ମୂର୍ତ୍ତି ପରେ ଘରେ ପହଞ୍ଚୁଛି ଚାଇନା ଧୂପବତି;ସଙ୍କଟରେ ଭାରତୀୟ ଘରୋଇ ଉଦ୍ୟୋଗ

ନୂଆଦିଲ୍ଲୀ,୩୦-୮: ଭାରତୀୟ ଘରେ ଏବେ ମୂର୍ତ୍ତି ପରେ ଚାଇନା ନିର୍ମିତ ଧୂପବତି ପହଞ୍ଚତ୍ବାରେ ଲାଗିଛି। ଏହା ଏବେ ଏଭଳି ସ୍ଥିତିରେ ପହଞ୍ଚତ୍ଲାଣି ଯେ, ଦେଶର ଘରୋଇ...

ଆଜି ମୋରାଟୋରିୟମ ମାମଲାର ଶୁଣାଣି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ମୋରାଟୋରିୟମ ମାମଲାର ଶୁଣାଣି ବୁଧବାର କରିବେ। ଏହି ମାମଲାରେ ଅନେକ ଆବେଦନ ହୋଇଥିବା ବେଳେ ଏହାର ଶୁଣାଣି ବର୍ତ୍ତମାନ ଜାରି ରହିଛି। ଏହି...

ସୁପର ୩୦ ଦ୍ୱାରା ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିବଜିନ୍ଦେଗୀ ଫାଉଣ୍ଡେଶନ

ଭୁବନେଶ୍ୱର,୧୪-୭: ଗଣିତଜ୍ଞ ଆନନ୍ଦ କୁମାରଙ୍କ ଚରିତ୍ର ଉପରେ ପର୍ଯ୍ୟବସିତ ‘ସୁପର ୩୦’ ଚଳଚ୍ଚିତ୍ର ରିଲିଜ ହୋଇଥିବା ବେଳେ ଏଥିରେ ପ୍ରମୁଖ ଭୂମିକାରେ ହ୍ରିତିକ ରୋଶନ ଏବଂ...

ବାତ୍ୟା ପ୍ରଭାବିତ ଏମ୍‌ଏସ୍‌ଏମ୍‌ଇ ଲାଗି ଆସୁ ପୁନରୁଦ୍ଧାର ପ୍ୟାକେଜ: କ୍ଷୁଦ୍ର ଶିଳ୍ପ ସଂଘ

ଭୁବନେଶ୍ୱର,୯-୬: କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କୁ ଶିଳ୍ପ ସଂଘ ଓଡ଼ିଶା ଆସେମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌(ଓସ୍‌ମେ)ର ପ୍ରତିନିଧି ଦଳ ଭୁବନେଶ୍ୱର ଭେଟି...

ଏୟାରଟେଲ୍‌କୁ ପଛରେ ପକାଇ ଜିଓ ଦ୍ୱିତୀୟ

ନୂଆଦିଲ୍ଲୀ,୨୦-୭: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ମେ’ରେ ଭାରତୀ ଏୟାରଟେଲକୁ ପଛରେ ପକାଇ ଦେଶର ଦ୍ୱିତୀୟ ସର୍ବବୃହତ ଟେଲିକମ କମ୍ପାନୀ ହେବାର ଗୌରବ...

୩୭ଶହ କର୍ମଚାରୀକୁ ଛଟେଇ କଲା ଉବର

ନୂଆଦିଲ୍ଲୀ,୨୦।୫- କୋଭିଡ୍‌-୧୯ ମହାମାରୀ ସମୟରେ ସରକାର ଯାନବାହନ ଚଳାଇବା ଉପରେ ରୋକ ଲଗାଇଥିଲେ। ଫଳରେ କ୍ୟାବ୍‌ ସେବା ପ୍ରଦାନକାରୀ କମ୍ପାନୀ ଉବେର ବିଭିନ୍ନ ସମସ୍ୟା ଓ...

ପେଟ୍ରୋଲ-ଡିଜେଲ୍‌ ଉପରେ କୃଷି ସେସ୍‌

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ପେଟ୍ରୋଲ ଏବଂ ଡିଜେଲ୍‌ ଉପରେ କୃଷି ସେସ୍‌ ଲାଗୁ କରାଯାଇଥିବା ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ପେଟ୍ରୋଲ...

Advertisement


Archives

Model This Week