ତନୁଶ୍ରୀ ଦତ୍ତଙ୍କୁ ପୂରିଲା ୩୬: ଇମରାନ୍‌ ହାସମୀଙ୍କ ସହିତ ଲିପ୍‌ଲକ୍‌ ନେଇ ବଲିଉଡ୍‌ରେ ହୋଇଥିଲା ଚର୍ଚ୍ଚା…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତନୁଶ୍ରୀ ଦତ୍ତ ଗୁରୁବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୪ ମାର୍ଚ୍ଚ ୧୯ରେ ଜାମ୍‌ସେଦ୍‌ପୁରଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନେତା ଇମରାନ୍‌ ହାସମୀଙ୍କ ସହିତ ଫିଲ୍ମ ‘ଆସିକି ବନାୟା ଆପନେ’ରେ ଲିପ୍‌ଲକ୍‌ ସହିତ ଅନ୍ତରଙ୍ଗ ସିନ୍‌ ଦେଇ ବଲିଉଡ୍‌ରେ ସେ ଚର୍ଚ୍ଚା ପରିସରକୁ ଆସିଥିଲେ। ଏହାପରେ ତନୁଶ୍ରୀଙ୍କ ପଛରେ ଫିଲ୍ମ ନିର୍ମାତାଙ୍କ ଲାଇନ୍‌ ଲାଗିଯାଇଥିଲା। ନାନା ପାଟେକରଙ୍କ ବିରୋଧରେ ଯୌନଶୋଷଣ ଅଭିଯୋଗ ପରେ ତାଙ୍କୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri