ତଲାବିରା କୋଇଲା ଖଣି ବିବାଦ: ବଳପୂର୍ବକ ଆନ୍ଦୋଳନକାରୀଙ୍କୁ ଘଉଡ଼ାଇଲା ପୋଲିସ

ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ତଲାବିରା କୋଇଲା ଖଣି ୧ ଓ ୨ରେ ବିବାଦ ଲାଗି ରହିଛି । କୋଇଲା ଖଣିରେ ଅଞ୍ଚଳବାସୀ ଆନ୍ଦୋଳନରେ ବସିଥିବା ବେଳେ ଗୁରୁବାର ସକାଳ ୮ଟାରେ ପୋଲିସ ପହଞ୍ଚିଥିଲା। ପରେ ବଳପୂର୍ବକ ମହିଳାମାନଙ୍କୁ ଉଠାଇ ପୋଲିସ ଗାଡିରେ ବସାଇବା ସହ ଲୋକମାନଙ୍କୁ ଠେଲାପେଲା ଓ ମାରପିଟ୍‌ କରି ଘଉଡାଇଥିଲା। ଆନ୍ଦୋଳନ ସ୍ଥାନରେ ଲାଗିଥିବା ଟେଣ୍ଟ୍‌ ଓ ସାଉଣ୍ଡ ସିଷ୍ଟମକୁ ଫୋପାଡି ଦେଇଥିଲା। ଏହାସହ ମହାତ୍ମା ଗାନ୍ଧୀ ଓ ବୀରସୁରେନ୍ଦ୍ର ସାଏଙ୍କ ପ୍ରତିଛବିକୁ ଫିଙ୍ଗି ଦେଇଥିଲା। ତେବେ ପୋଲିସ ସମସ୍ତଙ୍କ ମୋବାଇଲ ଫୋନ ଜବତ କରିନେଇଥିବା ବେଳେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଆନ୍ଦୋଳନକାରୀଙ୍କୁ ଗିରଫ କରି ନେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର ୧୩/୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri