ତହସିଲଦାରଙ୍କୁ ଚାଷୀଙ୍କ ଗୁହାରି

ପୁରୁଷୋତ୍ତମପୁର,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଜୱାଦ ପ୍ରକୋପରେ ବର୍ଷା ଯୋଗୁ କ୍ଷେତରେ ପାଣିପଶି ଧାନ ଓ ଅନ୍ୟାନ୍ୟ ଫସଲ ମାନ ନଷ୍ଟ ହୋଇଯାଇଛି। ଗତ କିଛିଦିନ ତଳେ ଲଗାଣ ବର୍ଷାରେ କିଛି ନଷ୍ଟ ହୋଇଥିବା ବେଳେ ଯାହା ବଳକା ରହିଥିଲା ଜୱାଦ ସମ୍ପୂର୍ଣ୍ଣ ରୁପେ ନଷ୍ଟ କରିଦେଇଛି। ଏହାକୁ ନେଇ ସୋମବାର ବଡ ବରଗାଁ ସମେତ ବିଭିନ୍ନ ଅଞ୍ଚଳର ଚାଷୀ କ୍ଷତିଗ୍ରସ୍ତ ଧାନ କେଣ୍ଡାକୁ ନେଇ ତହସିଲଦାର ନିତିଶ କୁମାର ତ୍ରିପାଠୀଙ୍କୁ ଦେଖାଇ ସହାୟତା ଲାଗି ଗୁହାରି କରିଛନ୍ତି। ଏହାକୁ ନେଇ ତହସିଲଦାର ତ୍ରିପାଠୀଙ୍କ ସହ ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ ବିଭିନ୍ନ ଗ୍ରାମର ଚାଷ ଜମି ବୁଲି ଦେଖି କ୍ଷୟକ୍ଷତି ଆକଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଜୁଡ଼ା ପୁରୀକୁ ସଜାଡ଼ିବାକୁ ଉଦ୍ୟମ

ପୁରୀ ଅଫିସ, ୨୪।୮: ମେ ୩ ତାରିଖ। ବାତ୍ୟା ଫନୀରେ ଉଜୁଡ଼ି ଯାଇଥିଲା ପର୍ଯ୍ୟଟନ ସହର ପୁରୀ। ସବୁଠି ଥିଲା ହା ହତାଶର ଚିତ୍ର। ହେଲେ...

ବଡ଼ ବ୍ୟବସ୍ଥା, ନିଯୁକ୍ତି ନାହିଁ

ଯାଜପୁର ଅଫିସ,୧୯ା୪ ଗତ ୫ ବର୍ଷ ମଧ୍ୟରେ ୪୫,୭୬୫ ଜଣ ଡିଗ୍ରୀ ଓ ଡିପ୍ଲୋମାଧାରୀ ଯୁବତୀଯୁବକ ନିଯୁକ୍ତି ଆଶାରେ ରାଜ୍ୟର ନିୟୋଜନ କାର୍ଯ୍ୟାଳୟଗୁଡ଼ିକରେ ସେମାନଙ୍କ ନାମ...

ଅଚଳ ହୋଇପଡ଼ିଛି ଡିଜିଟାଲ କିଓସ୍କ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଡିଏମ୍‌ଏଫ୍‌ ଅର୍ଥରେ ପ୍ରତିଷ୍ଠା କରାଯାଇଥିବା ଲକ୍ଷାଧିକ ଟଙ୍କା ବ୍ୟୟର ଡିଜିଟାଲ କିଓସ୍କ କାମରେ ଲାଗୁନି। ଦୀର୍ଘ ମାସ ହେଲା...

ସିଡିପିଓଙ୍କୁ ଘେରିଲେ ମହିଳା

ଲୋଇସିଂହା,୨୪।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କନ୍ଦାଜୁରୀ ଗ୍ରାମର ଅଙ୍ଗନୱାଡି କେନ୍ଦ୍ର-୧ ଦୀର୍ଘ ମାସ ହେଲା ବନ୍ଦ ରହିଛି। ଉକ୍ତ କେନ୍ଦ୍ର ଖୋଲିବା ଦିଗରେ ପ୍ରଶାସନ...

ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କଲେ ଅପରାଜିତା

ଆରଡି, ୭।୧୦( ଡି.ଏନ.ଏ.): ଭାଜପା ପ୍ରବକ୍ତା ତଥା ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡଙ୍ଗୀ ଶୁକ୍ରବାର ଭଦ୍ରକ ଜିଲାର ଶୈବପୀଠ ଆରଡିରେ ପହଞ୍ଚିଛନ୍ତି। ଶହଶହ ଭାଜପା କର୍ମୀ...

ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୩ା୧୦:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ...

ପୁରୀରେ ଜାଲ୍‌ ନୋଟ କାରବାର

ପୁରୀ ଅଫିସ,୨୯।୧୦: ପୁରୀ ସମୁଦ୍ରକୂଳ ବଜାର ଅଞ୍ଚଳରେ ଜାଲ୍‌ ନୋଟ କାରବାର ନେଇ ଚର୍ଚ୍ଚା ହେଉଛି। ଜଣେ ମହିଳା ଏହି ନୋଟ କାରବାର କରୁଥିବା ର଼୍ୟାକେଟଙ୍କ...

ସୁବର୍ଣ୍ଣପୁରରେ ବିଶ୍ୱ ଯୋଗ ଦିବସ: ସ୍ବାସ୍ଥ୍ୟ ପାଇଁ ଯୋଗର ଆବଶ୍ୟକତା ରହିଛି

ସୋନପୁର,୨୧।୬(ନି.ପ୍ର.)- ସୁବର୍ଣ୍ଣପୁର ରୟାଲ ପଡ଼ିଆ ଓ ଟାଉନହଲ୍‌ଠାରେ ବିଶ୍ୱ ଯୋଗ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ଯୋଗ ମହୋତ୍ସବ ସମିତି ଆନୁକୂଲ୍ୟରେ ଟାଉନହଲ୍‌ଠାରେ ଆୟୋଜିତ...

Advertisement
Archives

Model This Week