ତହସିଲଦାରଙ୍କ ବାସଭବନ ପରିସରରୁ ଚନ୍ଦନ ଗଛ କାଟିନେଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତହସିଲଦାର ସୁଶ୍ରୀ କ୍ଷିରାବ୍ଧୀ ତନୟା ସାହୁଙ୍କ ବାସଭବନ ପରିସରରୁ ଦୁର୍ବୃତ୍ତମାନେ ଏକ ଛନ୍ଦନ ଗଛ କାଟିନେଇଛନ୍ତି।
ସୂଚନାଯୋଗ୍ୟ, ବୁଧବାର ରାତିରେ ତହସିଲଦାରଙ୍କ ବାସଭବନ ପରିସରରେ ଥିବା ଚନ୍ଦନଗଛକୁ ଦୁର୍ବୃତ୍ତମାନେ କାଟିବା ସମୟରେ ତହସିଲଦାରଙ୍କ କବାଟରେ ଆଗପଟୁ ତାଲା ପକାଇଥିଲେ। ଦୁର୍ବୃତ୍ତମାନେ ଚନ୍ଦନ ଗଛର ମୂଳ ଓ ଗଣ୍ଡି ନେଇଯାଇଥିବା ବେଳେ କେବଳ ଡାଳ ଛାଡ଼ି ଦେଇଯାଇଛନ୍ତି। ତହସିଲଦାର ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଚଳାଇଛି। ଏନେଇ ବାଲିଗୁଡା ଥାନାରେ କେସ୍‌ ନଂ ୫୦/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାଶ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ,…

ପାକିସ୍ତାନୁ ଝଟକା ଦେଲା ଭାରତର ‘ବନ୍ଧୁ’, ଭାରତକୁ ହେବ ଲାଭ!

ନୂଆଦିଲ୍ଲୀ/କାବୁଲ,୧୦।୨: ପାକିସ୍ତାନ ଆଉ ଏକ ବଡ଼ ଆର୍ଥିକ ଏବଂ କୂଟନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପଡ଼ୋଶୀ ଆଫଗାନିସ୍ତାନରେ କ୍ଷମତାସୀନ ତାଲିବାନ ପାକିସ୍ତାନରୁ ଔଷଧ ଆମଦାନୀକୁ ସମ୍ପୂର୍ଣ୍ଣ ନିଷିଦ୍ଧ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri