ତହସିଲଦାର, ଅତିରିକ୍ତ ତହସିଲଦାରଙ୍କ ରାତିଅଧିଆ ଚଢ଼ାଉ

ଶେରଗଡ଼,୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା ଓ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ ସଦଳବଳ ଗୁରୁବାର ରାତିରେ ଚଢ଼ାଉ କରିଥିଲେ। ବର୍ତ୍ତମାନ କରୋନାର ତୃତୀୟ ସପ୍ତାହ ଚାଲିଥିବା ବେଳେ ରାତିରେ କିଛି ଟ୍ରକ ଚଳାଚଳ କରୁଥିବା ଖବର ମିଳିବା ପରେ ତାକରଡ଼ା ମୁଖ୍ୟ ରାସ୍ତାରେ ଜଗି ବସିଥିଲେ। ଗୋଟିଏ ଟ୍ରକ ଆସିବାର ଦେଖି ତାକୁ ତାଗିଦ୍‌ କରିଥିଲେ। ଏହାପରେ ରାତିରେ କିଛି ଦୋକାନ ଖୋଲା ଥିବାରୁ ଦୋକାନୀଙ୍କୁ ତାଗିଦ୍‌ କରିବା ସହ ଜରିମାନା ଆଦାୟ କରିଥିଲେ। ଉଭୟ ଅଧିକାରୀ ମିଶି କରଡ଼ାକଣା, ଭୁଷୁଣ୍ଡା,ସାଗରପଲ୍ଲୀ,ପଦ୍ମପୁର ଗ୍ରାମରେ ଚଢ଼ାଉ କରିବା ସହ କିଛି ଗ୍ରାମ ବୁଲି ଥିଲେ। ସେହିରାତିରେ ତାକରଡ , ଧନନ୍ତର,ଗୋବିନ୍ଦପୁର ଗ୍ରାମର ଉଚ୍ଚ ବିଦ୍ୟାଳୟରେ ହୋଇଥିବା କ୍ୱାରାଣ୍ଟାଇନ୍‌ ଶିବିର ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୩,୮୬୦ଜଣ ପାଇବେ ଭତ୍ତା

ଛତ୍ରପୁର,୩ା୧୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଗଞ୍ଜାମ ଜିଲାର ୩,୮୬୦ ଜଣ କଳାକାର ଭତ୍ତା ପାଇବେ। ଏଥିସକାଶେ ତାଲିକା ପ୍ରସ୍ତୁତ ହୋଇସାରିଛି। ଜିଲାପାଳ ଦିବ୍ୟଜ୍ୟୋତି ପରିଡା...

ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକାଙ୍କ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

ପୁରୀ ଅଫିସ,୩୦।୧୦: ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଲିନୀ ପଣ୍ଡିତ ବୁଧବାର ପୁରୀ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟର...

ନେଗେଟିଭ ଥିବା ଲୋକଙ୍କ ମଳରେ ମିଳୁଛି କରୋନା ଭାଇରସ!

ନୂଆଦିଲ୍ଲୀ,୯ ।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଧିରେ ଧିରେ କମି ଆସୁଥିବା ବେଳେ ଏବେ ଏମିତି ଏକ ଅଧ୍ୟୟନ କରାଯାଇଛି ଯାହା ସମସ୍ତଙ୍କ ମନରେ...

ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି। ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ସାଧାରଣ ଜନଜୀବନ। ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନଥିବା ଅସୁବିଧାର...

ଏମ୍‌ପିଙ୍କୁ ଭେଟି ବିଭିନ୍ନ ଦାବି ଜଣାଇଲେ ବରିଷ୍ଠ ନାଗରିକ

ଅମରପାଲି,୨୯ା୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନର କର୍ମକର୍ତ୍ତାମାନେ ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂ ଦେଓଙ୍କୁ...

ପ୍ରତାପୁରରେ ବାରୁଣୀ ସ୍ନାନ ବନ୍ଦ: ହୋଇପାରିଲାନି ଠାକୁରଙ୍କ ମେଳଣ

ପୁରୁଷୋତ୍ତମପୁର,୨୨।୩(ଡି.ଏନ୍‌.ଏ.): ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମର ଋଷିକୂଲ୍ୟାର ଉତ୍ତରବାଙ୍କଠାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଦ୍ୱାରା ପ୍ରତିଷ୍ଠିତ...

ନୂଆବର୍ଷରୁ ଆର୍‌ଟିଓ ଅଫିସରେ ଅଚଳାବସ୍ଥା ଆଶଙ୍କା

ବାରିପଦା ଅଫିସ,୩୦।୧୨:  ଉଚ୍ଚ ନ୍ୟାୟାଳୟଙ୍କ ରାୟକୁ ସରକାର ଅଣଦେଖା କରୁଥିବାରୁ ମୟୂରଭଞ୍ଜ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର(ସ୍ମାର୍ଟ ଚିପ୍‌)ଙ୍କ ଭବିଷ୍ୟତକୁ ନେଇ...

ଅନୁଗୋଳ ବନମଣ୍ଡଳରେ ୭୫,୬୦୭ ପକ୍ଷୀ: ୨୦୧୯ ତୁଳନାରେ ୧୩ ହଜାର ୩୦୭ ବୃଦ୍ଧି

ବନ୍ତଳା,୨୨ା୧(ଡି.ଏନ.ଏ.) – ଅନୁଗୋଳ ବନମଣ୍ଡଳ ସର୍କଲରେ ଗତ ୧ ତାରିଖରେ କରାଯାଇଥିବା ପକ୍ଷୀ ଗଣନା ରିପୋର୍ଟ ମଙ୍ଗଳବାର ବନ ବିଭାଗ ପ୍ରକାଶ କରିଛି। ଏଥିରେ ଅନୁଗୋଳ,...

Advertisement
Archives

Model This Week